ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ
ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା ସହ ଦୋକାନୀକୁ ଗିରଫ କରିଛି l ସେ ହେଲେ ପୁଇଁତୋଳା ଗ୍ରାମର ନବଘନ ବିଶ୍ୱାଳ…
ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼
ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର ସାଧନା ସହ ସଂଯମ କରି ରମଜାନ ମାସକୁ ଉପବାସ ଭାବରେ ପାଳନ କରିଥିଲେ। ରବିବାର…
Video: ଇଦ୍ ଶୁଭେଚ୍ଛା ଜଣାଇବା ପାଇଁ ୩୬ଥର ଟେକ୍ ନେଲେ ସ୍ତ୍ରୀ: ରାଗିଗଲେ ପାକିସ୍ତାନ ଖେଳାଳି
ଇସଲାମାବାଦ୍,୩୧।୩: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ୱାସିମ ଆକ୍ରମ ସମସ୍ତଙ୍କୁ ଇଦ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆକ୍ରମ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ସ୍ତ୍ରୀ ଶନାୟାରାଙ୍କ ସହିତ ନଜର ଆସିଛନ୍ତି। ଭିଡିଓରେ ଆକ୍ରମ…
ଟ୍ରାଫିକ୍ ନିୟମ କଡ଼ାକଡ଼ି: ଇ-ଚାଲାଣ ପୈଠ ନ କଲେ ଡ୍ରାଇଭିଂ ଲାଇସେନ୍ସ ହେବ ଜବତ
ନୂଆଦିଲ୍ଲୀ,୩୧ା୩:ଟ୍ରାଫିକ୍ ନିୟମ ଉଲ୍ଲଂଘନ ଘଟଣାରେ ଦଣ୍ଡସ୍ବରୂପ ଯେତିକି ଇ-ଚାଲାଣ କଟାଯାଉଛି, ତା’ର ମାତ୍ର ୪୦ ପ୍ରତିଶତ ଦେୟ ଆଦାୟ ହେଉଥିବା ଜଣାପଡ଼ିଛି। ଅନେକ ନିୟମ ଉଲ୍ଲଂଘନକାରୀ ଜରିମାନା ରାଶି ଭରୁନାହାନ୍ତି। ତେଣୁ ବେପରୁଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର…
ମ୍ୟାନମାର୍ ଭୂମିକମ୍ପ: ମୃତକଙ୍କ ସଂଖ୍ୟା ୨ ହଜାର ଟପିଲା
ମ୍ୟାନମାର୍,୩୧।୩: ମିଆଁମାରରେ ହୋଇଥିବା ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଛି। ଏହି ଭୟଙ୍କର ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୨,୦୫୬ କୁ ବୃଦ୍ଧି ପାଇଛି ଏବଂ ୩,୯୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଭୁଶୁଡ଼ି ପଡ଼ିଥିବା କୋଠାଗୁଡ଼ିକର ଭଗ୍ନାବଶେଷରୁ ଉଦ୍ଧାର…
ବାପା ଆଗରେ ଚାଲିଗଲା ପୁଅ ଜୀବନ:ବାଇକ ଇଏମଆଇ ଟଙ୍କା ପଇଠ କରିବାକୁ ଯିବା ସମୟରେ ଦୁର୍ଘଟଣା
ଥୁଆମୂଳ ରାମପୁର,୩୧।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ବେପରୁଆ ଭାବରେ ଗାଡିମଟର ଚଳାଚଳ ଯୋଗୁ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ରହିବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତୁ ହୋଇଥିବାବେଳେ ସୋମବାର…
ପିଲାଙ୍କୁ ମିଳିବ ପୁଷ୍ଟିକର ଲଡ଼ୁ: ମାଲାମାଲ୍ ହେବେ କ୍ଷୁଦ୍ର ବ୍ୟବସାୟୀ
ଦାରିଙ୍ଗବାଡି, ୩୧।୩ (ଅରୁଣ ସାହୁ):ଏଣିକି ଛାତ୍ରୀଛାତ୍ରଙ୍କୁ ମିଳିବ ପୃଷ୍ଟିକର ଖାଦ୍ୟ। ସେଥିରେ ସାମିଲ ହେବ ସୁସ୍ବାଦ ପୁଷ୍ଟିକର ଲଡ଼ୁ। ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ପ୍ରାଥମିକ ବିଦ୍ୟାଳୟଠାରୁ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ସପ୍ତାହରେ ତିନିଦିନ ଦିଆଯିବ ମାଣ୍ଡିଆ ଲଡ଼ୁ। କାଜୁ,…
IPL 2025ରେ ସୁପରଫ୍ଲପ୍ ସାବ୍ୟସ୍ତ ହେଲେ ୨୭ କୋଟି ଟଙ୍କାର ଖେଳାଳି
ନୂଆଦିଲ୍ଲୀ,୩୧।୩: ଆଇପିଏଲ ୨୦୨୫ ରିଷଭ ପନ୍ତଙ୍କ ପାଇଁ ଭଲ ଚାଲିନାହିଁ। ଏପର୍ଯ୍ୟନ୍ତ ସେ ଦୁଇଟି ମ୍ୟାଚ ଖେଳି ସାରିଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ବ୍ୟାଟ ରନ ସ୍କୋର କରିବାରେ ବିଫଳ ହୋଇଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ ମ୍ୟାଚ୍ରେ ତାଙ୍କର…
ମୋଦିଙ୍କ ଉତ୍ତରାଧିକାରୀକୁ ନେଇ ତେଜିଲା ରାଜନୀତି: ସଞ୍ଜୟଙ୍କ ପରେ ଫଡନବୀସ କହିଲେ ଏମିତି…
ନାଗପୁର,୩୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାଗପୁର ଗସ୍ତ ଉପରେ ଶିବସେନା (UBT) ନେତା ସଞ୍ଜୟ ରାଉତଙ୍କ ବୟାନ ଏକ ଭିନ୍ନ ମୋଡ଼ ଦେଇଛି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ରବିବାର ନାଗପୁର ଯାଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ…
୨ ସୁଟକେଶରୁ ମିଳିଲା ୩୦ କେଜି ଗଞ୍ଜେଇ ଜବତ: ୩ ଗିରଫ
କୋରାପୁଟ,୩୧।୩(ଅମିତାଭ ବେହେରା): କୋରାପୁଟ ରେଳବାଇ ଷ୍ଟେଶନରେ ସୋମବାର ସକାଳେ ଜିଆରପି ଏବଂ ଆରପିଏଫ ପକ୍ଷରୁ ଦୁଇଟି ଟ୍ରେନରେ ତଲାସୀ ପରେ ସୁଟକେସରେ ଗଞ୍ଜେଇ ଥିବା ଦେଖିବାକୁ ପାଇଥିଲେ। ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନରେ ତଲାସୀ ସମୟରେ ଦୁଇଜଣ ମହିଳା ସେମାନଙ୍କର ସୁଟକେସରେ ଗଞ୍ଜେଇ…
ବଳାତ୍କାର ଅଭିଯୋଗରେ ନିର୍ଦ୍ଦେଶକ ଗିରଫ: ମହାକୁମ୍ଭ ଭାଇରାଲ୍ ଗର୍ଲ ମୋନାଲିସାଙ୍କୁ ଫିଲ୍ମ କରିଥିଲେ ଅଫର୍
ନୂଆଦିଲ୍ଲୀ,୩୧।୩: ‘ମହାକୁମ୍ଭ ୨୦୨୫’ରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଏକ ଭୂମିକା ପ୍ରଦାନ କରିଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ଜାମିନ ଆବେଦନକୁ ଖାରଜ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ନିର୍ଦ୍ଦେଶକଙ୍କ…
Global Safety Index 2025: ପ୍ରକାଶ ପାଇଲା ବିଶ୍ୱର ସବୁଠାରୁ ସୁରକ୍ଷିତ ଦେଶ ତାଲିକା: ଭାରତକୁ ପଛରେ ପକାଇଲା ପାକିସ୍ତାନ
ନୂଆଦିଲ୍ଲୀ,୩୧।୩: ଗ୍ଲୋବାଲ ସେଫ୍ଟି ଇଣ୍ଡେକ୍ସ 2025 ବିଶ୍ୱର ସବୁଠାରୁ ସୁରକ୍ଷିତ ଦେଶଗୁଡ଼ିକର ଏକ ନୂତନ ତାଲିକା ପ୍ରକାଶ କରିଛି। ଏଥିରେ କିଛି ଆଶ୍ଚର୍ଯ୍ୟଜନକ ସଂଖ୍ୟା ସାମ୍ନାକୁ ଆସିଛି। ପାକିସ୍ତାନ ଭାରତକୁ ପଛରେ ପକାଇ ଏକ ଭଲ ରାଙ୍କିଂ ହାସଲ କରିଛି। ଆମେରିକା,…
Archives


