Home

ଜଗନ୍ନାଥଙ୍କୁ ନେଇ ରାଜ୍ୟ ସରକାର ଖେଳ ଖେଳୁଛନ୍ତି: କଂଗ୍ରେସ

ଭୁବନେଶ୍ୱର,୩୧ା୭ (ରବିନାରାୟଣ ଜେନା): ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆଙ୍କ ଆରାଧ୍ୟ ଦେବତା। ମାତ୍ର ରାଜ୍ୟ ସରକାର ଜଗନ୍ନାଥଙ୍କୁ ନେଇ ଯେଉଁ ଖେଳ ଖେଳୁଛନ୍ତି ତାହା ସମସ୍ତ ଜଗନ୍ନାଥପ୍ରେମୀଙ୍କୁ ବ୍ୟଥିତ କରୁଛି ବୋଲି ପିସିସି ମୁଖପାତ୍ର ଲଲାଟେନ୍ଦୁ ଦାସ କ୍ଷୋଭର ସହ କହିଛନ୍ତି।…

ଲାଇଭ୍‌ ଭିଡିଓରେ ମହିଳା ଏମ୍‌ବିକେଙ୍କ ଆତ୍ମହତ୍ୟା ଉଦ୍ୟମ

କୋରାପୁଟ /ନାରାୟଣପାଟଣା, ୩୧ା୭, (ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ପଥରଦେଉଳ ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ଲକରେ କାର୍ଯ୍ୟରତ ମିଶନଶକ୍ତିର ମାଷ୍ଟର ବୁକ୍‌ କିପର (ଏମ୍‌ବିକେ) ଭବାନୀ ପ୍ରଧାନ ନ୍ୟାୟ ନ ପାଇ ବୁଧବାର…

ସରକାର ଆପଣାଇବେ ‘ସିଙ୍ଗଲ ସାଇନ୍‌ ଅନ୍‌’

ଭୁବନେଶ୍ୱର,୩୧ା୭, (ରବିନାରାୟଣ ଜେନା): ପ୍ରଶାସନକୁ ଗତିଶୀଳ କରିବା ସହିତ ସ୍ବଚ୍ଛତା ଓ ଉତ୍ତରଦାୟିତା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗୋଟିଏ ପରେ ଗୋଟିଏ ନୂଆ ତରିକା ଆପଣାଯାଉଛି। କେତେବେଳେ ମନ୍ତ୍ରୀଙ୍କ ଦାୟିତ୍ୱ ସଚିବଙ୍କୁ ହସ୍ତାନ୍ତର କରାଯାଉଛି ତ ଆଉ କେତେବେଳେ ଫାଇଲ…

ଯୋଦ୍ଧା ଭୂମିକାରେ ରିଷଭ

ବେଙ୍ଗାଲୁରୁ : ଅଭିନେତା ରିଷଭ ଶେଟ୍ଟୀଙ୍କର ପରବର୍ତ୍ତୀ ଫିଲ୍ମର ଘୋଷଣା ବୁଧବାର କରାଯାଇଛି। ଅଶ୍ୱିନ ଗଙ୍ଗାରାଜୁଙ୍କ ନିର୍ଦ୍ଦେଶନାରେ ନିର୍ମାଣ ହେବାକୁ ଥିବା ଏକ ଐତିହାସିକ ଆକ୍ସନ ଡ୍ରାମା ଫିଲ୍ମରେ ରିଷଭ ମୁଖ୍ୟ ଭୂମିକାରେ ନଜରକୁ ଆସିବେ। ବୁଧବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ…

ଆଜିର ଆହ୍ବାନ

ସ୍ବାମୀ ବିବେକାନନ୍ଦ ପରାଧୀନ ଭାରତର ଯୁବଗୋଷ୍ଠୀଙ୍କୁ ସମ୍ବୋଧିତ କରିବା ଅବସରରେ କହିଥିଲେ, ”ଉଠ, ଜାଗ୍ରତ ହୁଅ ଓ ଯେତେବେଳ ପର୍ଯ୍ୟନ୍ତ ଲକ୍ଷ୍ୟ ପ୍ରାପ୍ତ କରିନାହଁ ସେତେବେଳ ପର୍ଯ୍ୟନ୍ତ ଅଟକିବ ନାହିଁ, ବିଶ୍ରାମ ନେବ ନାହିଁ। ଯେଉଁ ବିଷୟରେ ଭାବୁଛ, ତାହାକୁ ନିଜ…

ବନ୍ଧୁର ପଥ ପରେ

ରାସ୍ତାର ଦୁଇ ପାର୍ଶ୍ୱରେ ଦୁଇଟି ଜମି। ବହୁଦିନରୁ ପଡ଼ିଆ ପଡ଼ିଛି। ଦିନେ ଜମିମାଲିକ ଜଣେ କୃଷକଙ୍କୁ ଗୋଟିଏ ପଡ଼ିଆ ବିକିଦେଲେ। କୃଷକ ପ୍ରଥମେ ଘାସ, ବଣ ବୁଦା ସଫାକରି ଜମି ଚାରିପଟେ ବାଡ଼ ଘେରିଦେଲେ। ରାସ୍ତା ସେପଟେ ପଡ଼ିଆ ପଡ଼ିଥିବା ଜମି…

ବାଣିଜ୍ୟ ଓ ଚାଇନାର ହିନ୍ଦୁ ମନ୍ଦିର

ଭାରତରୁ ଚାଇନା ପର୍ଯ୍ୟନ୍ତ ଦୀର୍ଘ ବାଣିଜି୍ୟକ ପଥର ବିକାଶ ଯୋଗୁ ଚାଇନାରେ ହିନ୍ଦୁଧର୍ମର ପ୍ରତୀକ ବା ମୂର୍ତ୍ତିି ଥିବା ମନ୍ଦିର ପ୍ରତିଷ୍ଠା ସମ୍ଭବ ହୋଇଥିଲା। ଚାଇନାର ଫୁଜିଆନ ଅଞ୍ଚଳର କ୍ୱାନ୍‌ଝୌ ସହରରେ ଏକ ବୌଦ୍ଧ ମନ୍ଦିର ଅଛି, ଯାହାର ନିଅଁ ଉପରଭାଗରୁ…

ପୁଣି ହାତୀ ଉପଦ୍ରବ, ଆକ୍ରମଣରେ ଗଲା ୨ ଜୀବନ ଜଣେ ଗୁରୁତର

ହିନ୍ଦୋଳ,୩୧।୭: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ବାଘ ଧରିଆ ଗ୍ରାମରେ ଗୁରୁବାର ଭୋର ଦନ୍ତା ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଥବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଜଣେ ପୁରୁଷ ଅଛନ୍ତି।…

ପହିଲାରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୩୧ା୭ (ରବିନାରାୟଣ ଜେନା) ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ…

୧୭୦ ଘଣ୍ଟା ଭାରତନାଟ୍ୟମ୍‌ ନୃତ୍ୟ କରି ବିଶ୍ୱ ରେକର୍ଡ

ମାଙ୍ଗାଲୁରୁ, ୩୧ା୭ କର୍ନାଟକର ମାଙ୍ଗାଲୋରସ୍ଥିତ ସେଣ୍ଟ ଆଲୋୟସିଅସ୍‌ ୟୁନିଭର୍ସିଟିର ଛାତ୍ରୀ ରେମୋନା ଏଭେଟ ପେରେରା ୧୭୦ ଘଣ୍ଟା ପର୍ଯ୍ୟନ୍ତ ଭାରତନାଟ୍ୟମ୍‌ ନୃତ୍ୟ ପ୍ରଦର୍ଶନ କରି ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ଗୋଲ୍ଡେନ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକଡର୍‌ସରେ ତାଙ୍କ ନାମ ସ୍ଥାନ…

ଶିକ୍ଷକଙ୍କୁ ଜଣାନାହିଁ ‘ଇଲେଭେନ୍‌’ ବନାନ

ରାୟପୁର, ୩୧ା୭: ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସରକାରୀ ସ୍କୁଲର ଶିକ୍ଷକମାନେ ଏକ ଶ୍ରେଣୀଗୃହର କଳାପଟାରେ ଇଲେଭେନ୍‌ ଏବଂ ନାଇଣ୍ଟିନ ସଂଖ୍ୟାର ଇଂଲିଶ ବନାନକୁ ଠିକ୍‌ ଭାବେ ଲେଖିପାରୁ ନ ଥିବାର ଦେଖିବାକୁ ମିଳିଛି।…

ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ, ଜାଣନ୍ତୁ କିଏ, କେବେଠାରୁ କରିପାରିବେ ଆବେଦନ? ସବିଶେଷ…

ଭୁବନେଶ୍ୱର,୩୦ା୭(ସୁଚିସ୍ମିତା ସାହୁ): ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ। ୨୧ ବର୍ଷ ହୋଇଥିବା ଯୁବତୀମାନେ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆସନ୍ତା ଅଗଷ୍ଟ ୯ ରାଖୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?