Home

ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ….

ଭୁବନେଶ୍ବର,୨୦।୩: ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍‌ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁର ପ୍ରକୋପ ଏତେ ମାତ୍ରାରେ ରହିଛି ଯେ, ଚାରିଆଡ଼େ ଧୂଆଁମୟ ହୋଇଯାଇଛି । ୪ଟି ଅଗ୍ନିଶମ ବାହିନୀ ଦ୍ବାରା ନିଆଁ ଲିଭା କାର୍ଯ୍ୟ ଜାରି ରହିଥିଲେ ହେଁ…

କାର୍ଯ୍ୟରେ ଅବହେଳା କଲେ କଠୋର କାର୍ଯ୍ୟାନୁଷ୍ଠାନ: ୬ ଅଧିକାରୀଙ୍କୁ ବହିଷ୍କାର କଲା ରେଲଓ୍ବେ

ନୂଆଦିଲ୍ଲୀ,୨୦।୩: ପ୍ରଶାସନିକ କଠୋରତା ପ୍ରଦର୍ଶନ କରି, ଭାରତୀୟ ରେଲଓ୍ବେ ଛଅ ଜଣ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଭାବରେ ଅବସର ଦେଇଛି ଯେଉଁମାନେ ସେମାନଙ୍କ କର୍ତ୍ତବ୍ୟ ସମୟରେ ସନ୍ତୋଷଜନକ କାର୍ଯ୍ୟଦକ୍ଷତା ବଜାୟ ରଖିପାରି ନଥିଲେ। ରେଳବାଇ ପ୍ରଶାସନ ଦ୍ୱାରା ଏହି କାର୍ଯ୍ୟାନୁଷ୍ଠାନ ଭାରତୀୟ…

ତେଲ-ଗ୍ୟାସ ପରେ ଏବେ ବନ୍ଦ ହୋଇଯିବ ଇଣ୍ଟରନେଟ ସେବା! ଘନଉଛି ବିପଦ, ଭାରତ ସମେତ…

ତେହରାନ,୨୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଆଉ କେବଳ ତେଲ ଏବଂ ଗ୍ୟାସ ପର୍ଯ୍ୟନ୍ତ ସୀମିତ ନୁହେଁ। ଇରାନ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଶକ୍ତି ଯୋଗାଣକୁ ବାଧା ଦେଇଛି, ଯାହା ପୂର୍ବରୁ ଏକ ବିଶ୍ୱ ସଙ୍କଟ ସୃଷ୍ଟି କରିଛି। ବର୍ତ୍ତମାନ ଏହି…

କଥା ଶୁଣିଲେନି ଭାଉଜ, ଚା’ କରିବାକୁ ମନା କରିବାରୁ ପିଟିପିଟି ମାରିଦେଲେ ଦିଅର

ଭୋପାଳ,୨୦।୩: ମଧ୍ୟପ୍ରଦେଶର ସଲାମତପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଖୋହା ଗାଁରେ ଭାଉଜଙ୍କୁ ହତ୍ୟା କରିଛନ୍ତି ନିଜ ଦିଅର। ରିପୋର୍ଟ ଅନୁସାରେ, ଖୋହା ବାସିନ୍ଦା ଖେମଚାନ୍ଦ ମାଲବ୍ୟ ସକାଳେ କ୍ଷେତରେ କାମ କରିବା ପାଇଁ ଘରୁ ବାହାରିଥିଲେ। ତାଙ୍କ ସ୍ତ୍ରୀ ପୂଜା…

୬ବର୍ଷ ପରେ ଭାରତ-ଚାଇନା ସୀମାରେ ବଡ଼ ହଲଚଲ, ହେବ କି ଯୁଦ୍ଧ?

ନୂଆଦିଲ୍‌ଲୀ,୨୦।୩: ଭାରତ ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ସମ୍ପର୍କିତ ଏକ ନୂତନ ସୂଚନା ସାମ୍ନାକୁ ଆସିଛି। ଉଭୟ ଦେଶ ଉତ୍ତରାଖଣ୍ଡର ଲିପୁଲେଖ ସୀମାକୁ ପୁନର୍ୱାର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଗତ ଛଅ ବର୍ଷ ଧରି ବନ୍ଦ ରହିଛି। କୋଭିଡ-୧୯ ମହାମାରୀ…

୩୪ ଆଦିବାସୀଙ୍କୁ ଖଲାସ ଦାବି: ୪୮ ଘଣ୍ଟିଆ ବନ୍ଦ ଡାକରା

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକା ଅସଦାଚରଣ ମାମଲାରେ ବହଳଦା ଠାରେ ଜାତୀୟ ରାଜପଥ ଅବରୋଧ ବେଳେ ପୋଲିସ ଓ ଗ୍ରାମବାସୀ ମୁଁହାମୁଁହି ହୋଇଥିଲେ। ଯାହାକୁ ନେଇ ବହଳଦା ତହସିଲଦାରଙ୍କ ଗାଡ଼ି ଭଙ୍ଗାରୁଜା…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି ରହିଥିବାରୁ ଚାଷୀଙ୍କ ପୁଞ୍ଜିଭୂତ ଅସନ୍ତୋଷ ଆନ୍ଦୋଳନର ରୂପ ନେଇଛି l ସମିତି ଅଧୀନ…

ଶସ୍ତା ହୋଇଯିବ ତେଲ: ଯୁଦ୍ଧ ମଧ୍ୟରେ ସାରା ବିଶ୍ୱକୁ ମିଳିବ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୦।୩: ସାଧାରଣ ଜନତାଙ୍କୁ ଖୁବ୍‌ଶୀଘ୍ର ମିଳିବ ବଡ଼ ଆଶ୍ୱସ୍ତି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଖୁବ ଶୀଘ୍ର ହ୍ରାସ ପାଇପାରେ। ରିପୋର୍ଟ ଅନୁଯାୟୀ, ଆମେରିକା ଖୁବ ଶୀଘ୍ର ଇରାନ ତେଲ ଉପରେ କଟକଣା ପ୍ରତ୍ୟାହାର କରିପାରେ, ଯାହାଦ୍ୱାରା ଅଶୋଧିତ ତୈଳର…

ଯୁଦ୍ଧରେ ଫସିଗଲା ଆମେରିକା: ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚିଲା ସଂଘର୍ଷ

ଓ୍ବାଶିଂଟନ୍‌,୨୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ସଂଘର୍ଷ ଏକ ନୂତନ ମୋଡ଼ରେ ପହଞ୍ଚିବା ପରି ମନେ ହେଉଛି। ପ୍ରାୟ ୨୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଆମେରିକାର ବହୁ ସାମରିକ କ୍ଷତି ହୋଇଛି। ରିପୋର୍ଟ ଅନୁଯାୟୀ, ଏପର୍ଯ୍ୟନ୍ତ…

‘୫ବର୍ଷ ପାଇଁ ଭାରତର ଗ୍ୟାସ ଯୋଗାଣ ଉପରେ ପ୍ରଭାବ…’ LNG ପ୍ଲାଣ୍ଟ ନଷ୍ଟ ହେବା ପରେ କାତାରର ବଡ଼ ବୟାନ

ନୂଆଦିଲ୍ଲୀ,୨୦।୩: କାତାର ଏନର୍ଜିର ସିଇଓ ଏବଂ ଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସାଦ ଅଲ-କାବି କହିଛନ୍ତି ଯେ ଇରାନ ଆକ୍ରମଣ କାତାରର ପ୍ରାୟ ୧୭ ପ୍ରତିଶତ ଏଲଏନଜି ରପ୍ତାନି କ୍ଷମତାକୁ ନଷ୍ଟ କରିଛି । ଯାହା ଫଳରେ ବାର୍ଷିକ ପ୍ରାୟ ୨୦ ବିଲିୟନ…

୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ସମ୍ବଲପୁର କୁଚିଣ୍ଡାଠାରେ ୪୪ ମି.ମି., ନବରଙ୍ଗପୁର ଡାବୁଗଁାଠାରେ ୪୩.୨…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର ଦୁର୍ଘଟଣାରେ ଅବସରପ୍ରାପ୍ତ ଧର୍ମଗଡ଼ ଏସଡିଏମଓ (ଉପ ଖଣ୍ଡ ଚିକିତ୍ସାଧିକାରୀ) ଡାକ୍ତର ହରିଶ୍ଚନ୍ଦ୍ର ପଧାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri