IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…
ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ଟି-୨୦ ମ୍ୟାଚରେ ପ୍ରଚୁର ରନ ବର୍ଷା…
ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ
ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ କରି ଭାରତ ୨୦ ଓଭରରେ ୫ ଉଇକେଟ ହରାଇ ୨୪୯ ରନର ବିଶାଳ…
ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି
ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ ସାମଞ୍ଜସ୍ୟ ଥିବା ପ୍ରଭୁ ଶ୍ରୀ ନୀଳମାଧବଙ୍କ ଦୀର୍ଘ ବର୍ଷର ପରମ୍ପରା ତଥା ପୂଜା…
ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ
ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ…
CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ
ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଏହି ବିକ୍ଷୋଭ ଆୟୋଜନ କରାଯାଉଛି; ତେବେ…
ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’
ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। OTT ରିଆଲିଟି ଶୋ’ ‘ରାଇଜ ଆଣ୍ଡ ଫଲ ସିଜିନ…
୨ ଅଧିନାୟକଙ୍କ ସାଇଲେଣ୍ଟ ୱାର୍: କ୍ରିକେଟ ମହଲରେ ଚର୍ଚ୍ଚା ଜୋରଦାର
ନୂଆଦିଲ୍ଲୀ,୧୦।୧୦: କ୍ରିକେଟ ପଡ଼ିଆରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ସାଧାରଣତଃ ବାକ୍ଯୁଦ୍ଧ କିମ୍ବା ସ୍ଲେଜିଂ ଦେଖିବାକୁ ମିଳେନାହିଁ। କିନ୍ତୁ ଚଳିତ ଗସ୍ତକୁ ନେଇ ଦୁଇ ଦଳର ଅଧିନାୟକଙ୍କ ମଧ୍ୟରେ ଏକ ଭିନ୍ନ ଧରଣର ‘ସାଇଲେଣ୍ଟ ୱାର୍’ ଚର୍ଚ୍ଚାକୁ ଆସିଛି। ପଡ଼ିଆରେ ନୁହେଁ,…
କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ
ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ ଗଞ୍ଜାମ ଆସୁଥିବା ଯାନବାହନ ଚକାପାଦ, ବଦାଙ୍ଗି ଓ ଗାଲେରୀ ଦେଇ ଯାତାୟାତ କରୁଛନ୍ତି।…
IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…
ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ ମାଇକେଲ ହସିଙ୍କ ସହ ସମ୍ପର୍କ ଛିନ୍ନ କରିଛି। ଏହା ସହିତ, ଖେଳାଳି ଓ…
ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର
ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସୂଚନାନୁଯାୟୀ, ପାଲିଆ ଆଶ୍ରମ ବିଦ୍ୟାଳୟରେ ଗତ ଗୁରୁବାର ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ…
ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ
ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର ପାଇଁ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର…
ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ
ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶନିବାର ସମ୍ବଲପୁର ଜିଲା ପ୍ରଶାସନ ଓ…

