Home

ଆସ୍ଥାର ବଜାରୀକରଣ

ଭାରତୀୟ ସଂସ୍କୃତିର ପ୍ରାଣକେନ୍ଦ୍ର ହେଉଛି ଆଧ୍ୟାତ୍ମିକତା। ଏଠାରେ ଦେବଦେବୀମାନେ କେବଳ ପୂଜାପାଠର ମାଧ୍ୟମ ନୁହନ୍ତି, ବରଂ ସେମାନେ ଆମ ଜୀବନଶୈଳୀ, ସଂସ୍କାର ଏବଂ ନୈତିକତାର ପ୍ରତୀକ। ହିନ୍ଦୁ ଧର୍ମରେ ପ୍ରତିମା ପୂଜାର ଏକ ବୈଜ୍ଞାନିକ ଓ ପାରମାର୍ଥିକ ଦିଗ ରହିଛି। ଶାସ୍ତ୍ର…

ଦେବଗଡ ଥାନା ପୋଲିସକୁ ସଫଳତା, ଚୋରି ସାମଗ୍ରୀ ଠାବ ସହ ୨ଜଣଙ୍କୁ ବାନ୍ଧିଲା

ଦେବଗଡ,୧୩|୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ପୋଲିସ ବହୁ ପରିମାଣର ଚୋରି ସାମଗ୍ରୀ ଉଦ୍ଧାର କରିବାସହ ବସାଲଇ ଗ୍ରାମର ଦୁଷ୍ମନ୍ତ ପ୍ରଧାନ (୨୨) ଓ ବଣିଆକିଲିଣ୍ଡା ଗ୍ରାମର ରଞ୍ଜିତ ପାତ୍ର(୩୯)କୁ ଗିରଫ କରିଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…

ଏକତରଫା ମୂଲଚାଲ

ଦୁଇଦଶନ୍ଧିରୁ ଅଧିକ ସମୟ ଧରି ଭାରତକୁ ଏକ ନିରପେକ୍ଷ ଭାଗୀଦାରି ଭାବେ ଆମେରିକା ବିବେଚନା କରିଆସିଛି। ଭାରତର ବିକାଶଶୀଳ ଶକ୍ତି, ଦକ୍ଷତାସମ୍ପନ୍ନ ମିଲିଟାରି ଏବଂ ଗଣତାନ୍ତ୍ରିକ ପରିଚୟ ଥିବାରୁ ଆମେରିକାର ପ୍ରଶାନ୍ତ ମହାସାଗରୀୟ ରଣନୀତି ପାଇଁ ଭାରତ ଅପରିହାର୍ଯ୍ୟ ହୋଇଛି। ଆମେରିକାର…

ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୨: ଦିଲ୍ଲୀରୁ ହରିୟାଣା, ରାଜସ୍ଥାନ ଏବଂ ଗୁଜରାଟ ଯାଏ ପରିବ୍ୟାପ୍ତ ଆରାବଳୀ ପର୍ବତ ଶ୍ରେଣୀରେ କୌଣସି କାର୍ଯ୍ୟ କରିବାକୁ କାହାରିକୁ ଅନୁମତି ଦିଆଯିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର ସ୍ପଷ୍ଟ କରିଛନ୍ତି। ହରିୟାଣା ସରକାର ଏହି ପର୍ବତ ଶ୍ରେଣୀରେ ଏକ ଜଙ୍ଗଲ…

ବାଂଲାଦେଶ ନିର୍ବାଚନ: ବିଏନ୍‌ପି ଆଗରେ

ଢାକା,୧୩।୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ନେତୃତ୍ୱାଧୀନ ଆଓ୍ବାମୀ ଲିଗ୍‌ ସରକାର ୨୦୨୪ ଅଗଷ୍ଟରେ କ୍ଷମତାଚ୍ୟୁତ ହେବା ପରେ ନୂଆ ସରକାର ଗଠନ ପାଇଁ ସେଠାରେ ଗୁରୁବାର ପାର୍ଲାମେଣ୍ଟ ନିର୍ବାଚନ ଅନୁଷ୍ଠିତ ହୋଇଛି। ଅପରାହ୍ନ ୪ଟା ୩୦ ମିନିଟ୍‌ରେ ମତଦାନ…

ମୁନିଗୁଡ଼ା ଅଞ୍ଚଳରେ ବାଘ ଆତଙ୍କ: ବାଛୁରୀକୁ ମାରି ଖାଇଲା, ପାଦଚିହ୍ନ ଦେଖି ଲୋକେ ଛାନିଆ…

ମୁନିଗୁଡା,୧୨।୨ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ରେଞ୍ଜ ଅନ୍ତର୍ଗତ ଜଗଦଳପୁର ନିକଟସ୍ଥ ଡ଼ିମିରିଗୁଡାର ପଞ୍ଜାବାଲି ଛକ ନିକଟରେ ବାଘ ଆତଙ୍କ ଦେଖାଯାଇଛି। ବୁଧବାର ରାତିରେ ଡ଼ିମିରିଗୁଡା ନିକଟରେ ବାଘଟି ଗୋଟିଏ ବାଛୁରୀକୁ ମାରି ଖାଇଥିବା ବେଳେ ଘଟଣା ସ୍ଥଳରେ…

ବାଂଲାଦେଶ ନିର୍ବାଚନ ପରେ ହାସିନାଙ୍କ କଡ଼ା ଆକ୍ରମଣ, କହିଲେ ଫଳାଫଳ ‘ହାସ୍ୟାସ୍ପଦ’

ଢାକା,୧୨।୨: ବୁଧବାର, ଫେବୃଆରୀ ୧୨ ରେ ବାଂଲାଦେଶରେ ୨୯୯ ସଂସଦୀୟ ଆସନ ପାଇଁ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏହି ନିର୍ବାଚନକୁ ବିଶେଷ ଭାବରେ ବିବେଚନା କରାଯାଇଥିଲା କାରଣ ଏହା ୨୦୨୪ ମସିହାରେ ଶେଖ ହାସିନାଙ୍କ ବିରୁଦ୍ଧରେ ବ୍ୟାପକ ବିରୋଧ ଏବଂ…

୩ ଜଣଙ୍କୁ ବଞ୍ଚାଇ ଜୀବନ ଯୁଦ୍ଧରେ ହାରିଗଲେ ଆଶିଷ, ପୁରୀ ସ୍ବର୍ଗଦ୍ୱାରରେ ଦିଆଗଲା ଗାର୍ଡ ଅଫ୍‌ ଅନର୍‌

ଭଞ୍ଜନଗର,୧୨ା୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡ଼କୋଦଣ୍ଡାର ଆଶିଷ ସାହୁ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଡିଏମ୍‌ଏଲ୍‌ଟି ପଢ଼ୁଥିଲେ । ବାପା ତ୍ରିପତି ସାହୁ ଶ୍ରମିକ କାମ କରୁଥିଲେ। ତେଣୁ ପରିବାର ଚଳିବା କଷ୍ଟକର ହେଉଥିଲା। ମଝିରେ ମଝିରେ ଆଶିଷ ପାର୍ଟ…

‘ମୁଁ ମୋଦିଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁ ନ ଥିଲି’, ଟ୍ରମ୍ପଙ୍କ ଭାଇରାଲ ଭିଡ଼ିଓକୁ ନେଇ MEA ଦେଲା ପ୍ରତିକ୍ରିୟା

ନୂଆଦିଲ୍ଲ,୧୨।୨: ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଜନୈତିକ କ୍ୟାରିୟର ସମ୍ପର୍କରେ ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ପ୍ରତିକ୍ରିୟା ପ୍ରକାଶ କରିଛି। MEA ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ ସେମାନେ ଏହି ପୁରୁଣା ଭାଇରାଲ ଭିଡିଓ ଉପରେ ଉପଯୁକ୍ତ…

ରାଜ୍ୟ ସଭା MP ସୁଜୀତ କୁମାରଙ୍କ ନିଆରା ପ୍ରୟାସ: ରାଷ୍ଟ୍ରପତିଙ୍କୁ ଭେଟିଲେ ଦୁର୍ଗମ ତୁର୍କା ଗ୍ରାମର ୪ ଆଦିବାସୀ ଝିଅ

ଭବାନୀପାଟଣା/ଲାଞ୍ଜିଗଡ଼,୧୨ା୨(ଉତ୍ତମ କୁମାର ଦାଶ/ରମେଶ ଚନ୍ଦ୍ର ନାୟକ)- କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଲାଞ୍ଜି ପଞ୍ଚାୟତର ତୁର୍କା ଗ୍ରାମ ଗତ କିଛି ବର୍ଷ ତଳେ ବାହ୍ୟ ଜଗତରୁ ପ୍ରାୟ ବିଚ୍ଛିନ୍ନ ଥିଲା। ଏହି ଗ୍ରାମରେ ପକ୍କା ରାସ୍ତା, ପାନୀୟ ଜଳ କିମ୍ବା…

ଦ୍ୱିତୀୟ ଥର ପାଇଁ ଲଲାଟ ହେଲେ କୋରାପୁଟ ଜିଲା ବିଜେଡି ଯୁବ ସଭାପତି

କୋରାପୁଟ, ୧୨।୨(ଅମିତାଭ ବେହେରା): କୋରାପୁଟ ପୌରାଧକ୍ଷ ଲଲାଟ ରଂଜନ ସେଠିଙ୍କୁ ଦ୍ୱିତୀୟ ଥର ପାଇଁ କୋରାପୁଟ ଜିଲାର ଯୁବ ବିଜୁ ଜନତା ଦଳର ସଭାପତି ଭାବେ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ବିଜୁ ଜନତା ଦଳର ମୁଖିଆ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଆପଣଙ୍କୁ ହଇରାଣ କରିପାରିବେ ନାହିଁ ରିକଭରି ଏଜେଣ୍ଟ, କଠୋର ନିୟମ ଲାଗୁ କଲା RBI, ଘରେ ପହଞ୍ଚିଲେ କ’ଣ କରିବେ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୨: RBI ପରିଚାଳିତ ଆର୍ଥିକ ପ୍ରତିଷ୍ଠାନ (ବ୍ୟାଙ୍କ, ଗ୍ରାମୀଣ ବ୍ୟାଙ୍କ, NBFC, ଗୃହ ଆର୍ଥିକ କମ୍ପାନୀ, ସମବାୟ ବ୍ୟାଙ୍କ, ଇତ୍ୟାଦି) ଦ୍ୱାରା ନିଯୁକ୍ତ ରିକଭରି ଏଜେଣ୍ଟମାନେ ଆଉ ଋଣ ପରିଶୋଧ କରିବାକୁ ଅକ୍ଷମ କିମ୍ବା ବିଳମ୍ବ କରୁଥିବା ଗ୍ରାହକମାନଙ୍କ ସହିତ କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri