କନ୍ୟାକୁମାରୀ-ଦିବ୍ରୁଗଡ଼ ଏକ୍ସପ୍ରେସରେ ନିଆଁ
ଭଦ୍ରକ, ୧୬।୧୧(ସନାତନ ରାଉତ): କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଥିଲା। ବ୍ରେକ ବାଇଣ୍ଡିଙ୍ଗରୁ ନିଆଁ ଲାଗିଥିବା ରେଳବାଇ ସୂତ୍ରରୁ ଜଣାପଡିଛି। ଭଦ୍ରକ ଚରମ୍ପା ଷ୍ଟେଶନରୁ କିଛି ବାଟ ଯିବା ପରେ ରମ୍ଭିଳା ନିକଟରେ ନିଆଁ ଲାଗିଥିଲା। ଟ୍ରେନରେ ଥିବା ଯାତ୍ରୀ ମାନେ…
ଖସୁଛି ପାରଦ, ଥରାଇବ ଶୀତ
ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହୋଇନାହିଁ। ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ସ୍ବାଭାବିକ ରହିଥିବାବେଳେ ଅନ୍ୟ ଗୋଟିଏ…
୨୦୫୦ ସୁଦ୍ଧା ୨ ଗୁଣା ପ୍ଲାଷ୍ଟିକ୍ ବର୍ଜ୍ୟ
ନୂଆଦିଲ୍ଲୀ,୧୬ା୧୧(ପି.ଟି.):ସାରା ବିଶ୍ୱରେ ପ୍ଲାଷ୍ଟିକ୍ ବର୍ଜ୍ୟ ପରିମାଣ ୨୦୫୦ ବେଳକୁ ଦୁଇଗୁଣା ହୋଇପାରେ। ଏହାର ସମାଧାନ ପାଇଁ ଉପଯୁକ୍ତ ନୀତି ପ୍ରଣୟନ ନିମନ୍ତେ ଗବେଷକମାନେ ପ୍ରସ୍ତାବ ଦେଇଛନ୍ତି। ପୁନଃଚକ୍ରଣଯୋଗ୍ୟ ପ୍ଲାଷ୍ଟିକ୍ର ବ୍ୟବହାର ଏବଂ ବର୍ଜ୍ୟ ପରିଚାଳନାରେ ପୁଞ୍ଜି ନିବେଶ ଦ୍ୱାରା ପ୍ଲାଷ୍ଟିକ୍ ବର୍ଜ୍ୟ…
ଦିଲ୍ଲୀରେ ବଢୁଛି କନ୍ଧମାଳ ତେନ୍ତୁଳିର କ୍ରେଜ୍: ଏତିକି ଟଙ୍କାରେ ହେଉଛି ବିକ୍ରି
ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିବା ବାଣିଜ୍ୟ ମେଳାରେ ଓଡିଶାରୁ ପ୍ରାୟ ୪୦ଟି ଷ୍ଟଲ ପଡିଛି। ସେଥିମଧ୍ୟରେ ମିଶନ ଶକ୍ତି ପକ୍ଷରୁ ପାରମ୍ପରିକ ଖାଦ୍ୟ କନ୍ଧମାଳର ଜୈବିକ କଞ୍ଚା, ଶୁଖିଲା ଓ ଗୁଣ୍ଡ ହଳଦୀ ସମେତ ତେନ୍ତୁଳି, ଭଜା…
ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…
କଟକ,୧୬।୧୧: ବାଲିଯାତ୍ରା ଉଦ୍ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍ଭର୍ ସିଟି ବୋଟ୍ କ୍ଲବ୍ରୁ ବୋଇତ ଯୋଗେ ଗଡ଼ଗଡିଆ ଘାଟରେ ପହଞ୍ଚିଥିଲେ। ସେଠାରୁ ଅତିଥିଙ୍କୁ ଦକ୍ଷିଣ ଏସିୟ ପାଭିଲିୟନ ସମେତ…
ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ
ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରୀ ରେକର୍ଡ ସଂଗ୍ରହ କରାଯାଇଛି। ଏହା ପୂର୍ବରୁ ୧୫ ଡିଗ୍ରୀ ଉପରକୁ ତାପମାତ୍ରା…
ରୋହିତ ଶର୍ମାଙ୍କ ବଡ଼ ରେକର୍ଡ ଭାଙ୍ଗିଦେଲେ ତିଳକ ବର୍ମା
ସେଞ୍ଚୁରିୟନ୍,୧୬।୧୧: ତିଳକ ବର୍ମା ଦକ୍ଷିଣ ଆଫ୍ରିକା ବିପକ୍ଷରେ ବିସ୍ଫୋରକ ପ୍ରଦର୍ଶନ କରି କ୍ରମାଗତ ଦ୍ୱିତୀୟ ଶତକ ହାସଲ କରିଛନ୍ତି। ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍ରେ ଟିମ ଇଣ୍ଡିଆ ପାଇଁ ବ୍ୟାଟିଂ କରି ତିଳକ ଶତକ ହାସଲ କରିଥିଲେ। ଏହି ଇନିଂସ ସମୟରେ…
୧୭ ବର୍ଷ ପରେ ଏହି କାମ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୬-୧୭ ନଭେମ୍ବରରେ ନାଇଜେରିଆ ଗସ୍ତ କରିବେ। ଏହା ସହିତ ତାଙ୍କର ତିନୋଟି ଦେଶ ଗସ୍ତ ଆରମ୍ଭ ହେବ। ୧୬-୧୭ ନଭେମ୍ବରରେ ଆଫ୍ରିକୀୟ ଦେଶ ନାଇଜେରିଆ ଗସ୍ତ ପରେ ପ୍ରଧାନମନ୍ତ୍ରୀ ମୋଦି ବ୍ରାଜିଲରେ ପହଞ୍ଚିବେ। ଏଠାରେ ପ୍ରଧାନମନ୍ତ୍ରୀ…
ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା ସୃଷ୍ଟି ପାଇଁ ଜନସଭାର ଆୟୋଜନ କରିବେ। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରତି ଗାଁରେ…
ହଟିଲା କଟକଣା: ଆଜିଠୁ ଚାରିଦ୍ୱାର ଖୋଲା
ପୁରୀ,୧୬ା୧୧(ଅଜିତ୍ କୁମାର ମହାନ୍ତି):ଭକ୍ତଙ୍କ ନିମନ୍ତେ ଖୁସି ଖବର। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା କଟକଣାକୁ ଶୁକ୍ରବାର ହଟାଇ ନିଆଯାଇଛି। ଶନିବାରଠାରୁ ପୁନର୍ବାର ଭକ୍ତମାନେ ଶ୍ରୀମନ୍ଦିରରେ ଚାରିଦ୍ୱାର ଦେଇ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ। ସିଂହଦ୍ୱାର…
ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ: ଆଖିବୁଜିଲେ ୧୦ ନବଜାତ ଶିଶୁ
ଲକ୍ଷ୍ନୌ, ୧୬।୧୧: ଝାନ୍ସି,୧୬ା୧୧:ଉତ୍ତରପ୍ରଦେଶ ଝାନ୍ସିସ୍ଥିତ ରାଣୀ ଲକ୍ଷ୍ମୀବାଈ ମେଡିକାଲ କଲେଜର ଶିଶୁ ଓ୍ବାର୍ଡରେ ଶୁକ୍ରବାର ରାତିରେ ନିଆଁଲାଗି ୧୦ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିବା ସହ କେତେଜଣ ଆହତ ହୋଇଛନ୍ତି। କେତେଜଣ ଶିଶୁ ଜଳିଯାଇଥିବାବେଳେ ଶ୍ୱାସରୁଦ୍ଧ ହୋଇ ଅନ୍ୟ କେତେଜଣଙ୍କ ଜୀବନ…
ଆଇପିଏଲ୍ ନିଲାମରୁ ବାଦ୍ ପଡ଼ିଲେ ଜୋଫ୍ରା ଆର୍ଚର, ୩୭୦ ଖେଳାଳିଙ୍କ ଉପରେ ଝୁଲିଲା ଖଣ୍ଡା; କିଛି ଏଭଳି ରହିଛି କାରଣ…
ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍ ୨୦୨୫ ଲାଗି ଫାଇନାଲ ଖେଳାଳି ତାଲିକା ଜାରି କରାଯାଇଛି। ନଭେମ୍ବର ୨୫ ଏବଂ ୨୬ରେ ଏସବୁ ଖେଳାଳିଙ୍କ ଉପରେ ନିଲାମ ଡକାଯିବ। ଏହି ତାଲିକାରୁ ୧୦୦୦ ଖେଳାଳି ବାଦ୍ ପଡ଼ିଛନ୍ତି। ଯେଉଁଥିରୁ ଜଣେ ନାମ ଜୋଫ୍ରା ଆର୍ଚରଙ୍କର ରହିଛି।…
Archives


