ଭୁବନେଶ୍ୱର ବିମାନ ବନ୍ଦରରୁ ୫, ଝାରସୁଗୁଡାରୁ ୪ ସହରକୁ ସିଧା ସଳଖ ଉଡିବ ବିମାନ
ଭୁବନେଶ୍ୱର,୧୫ା୧୧(ଅନିଲଦାସ)-ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧା ସଳଖ ବିମାନ ସେବା ଆରମ୍ଭ ହେବ। ସେହିପରି ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ସିଧାସଳଖ ବିମାନ…
ନାମକୁ ଝାଡଖଣ୍ଡ ନିର୍ବାଚନ, ଟାର୍ଗେଟରେ ବିହାର
ନୂଆଦିଲ୍ଲୀ,୧୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିହାରର ଜାମୁଇ ଗସ୍ତ କରିଥିଲେ। ଯେଉଁଠାରେ ସେ ଜନଜାତି ଗୌରବ ଦିବସ ଅବସରରେ ଆଦିବାସୀ ସମାଜର ଭଗବାନ କୁହାଯାଉଥିବା ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀରେ ଯୋଗ ଦେଇଥିଲେ। ଏଥିସହ ସେ ସ୍ମାରକ ମୁଦ୍ରା ସହ…
କୋଟିଏ କି ୨ କୋଟି ନୁହେଁ, ଦାମ୍ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି
ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ ଥିବା ଲୋକଙ୍କ ମଧ୍ୟରେ ଏହି ମଇଁଷି ଚର୍ଚ୍ଚାର ବିଷୟ ହୋଇଥିଲା। ଯଦି ଆପଣ ଏହି…
ଖ୍ୟାତନାମା ବକ୍ସର ମାଇକ୍ ଟାଇସନ୍ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…
ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ ସେ ପୂର୍ବତନ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ତଥା ପେସାଦାର ବକ୍ସର ଜେକ୍ ପାଲ୍ଙ୍କୁ ଭେଟିବେ।…
ବୁମ୍ରାଙ୍କ ସହ ୮୦୦୦ ଟଙ୍କାର ବାଜି ଲଗାଇଲେ ପନ୍ତ, ପରେ ଯାହା ଘଟିଲା…
ନୂଆଦିଲ୍ଲୀ,୧୫।୧୧: ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆର ମୁକାବିଲା ଲାଗି ଟିମ୍ ଇଣ୍ଡିଆ ଖୁବ୍ ଝାଳ ବୁହାଉଛି। ନଭେମ୍ବର ୨୨ରେ ଆରମ୍ଭ ହେବାକୁ ଥିବା ପର୍ଥ ଟେଷ୍ଟ ପୂର୍ବରୁ ସମସ୍ତ ଖେଳାଳି ନେଟ୍ସରେ ଅଭ୍ୟାସ କରୁଛନ୍ତି। ଟୁର୍ନାମେଣ୍ଟର ସିଧାସଳଖ ପ୍ରଭାବ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ସ…
IPL ପୂର୍ବରୁ ଏହି ଟିମ୍ର ଅଧିନାୟକ ହେଲେ ପନ୍ତ! ୬ ଖେଳାଳିଙ୍କ ଉପରେ ୭୦ କୋଟି ଦାମ୍ ଲଗାଇଲା ପଞ୍ଜାବ
ନୂଆଦିଲ୍ଲୀ,୧୫।୧୧: ଆଇପିଏଲ୍ ୨୦୨୫ ପୂର୍ବରୁ ମେଗା ଅକ୍ସନର ଆୟୋଜନ ସାଉଦି ଆରବରେ କରାଯିବ। ନଭେମ୍ବର ୨୪ ଏବଂ ୨୫ ତାରିଖ ଏଥିଲାଗି ଚୟନ କରାଯାଇଛି। ଏଥର ୧୫୭୪ ଖେଳାଳି ନିଜ ନାମ ପଞ୍ଜିକୃତ କରିଥିବା ବେଳେ କିଏ କିଏ ବାଜି ମାରିବେ…
ଦାଦା ପବନ କଲ୍ୟାଣଙ୍କ ସହ ଅଲ୍ଲୁ ଅର୍ଜୁନଙ୍କ ମନାନ୍ତରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ!
ହାଇଦ୍ରାବାଦ: ଚଳଚ୍ଚିତ୍ର ‘ପୁଷ୍ପା ୨: ଦ ରୁଲ୍’କୁ ନେଇ ଚର୍ଚ୍ଚାରେ ରହୁଛନ୍ତି ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ । ଡିସେମ୍ବର ୫ରେ ଏହା ସିନେମାଘରେ ରିଲିଜ ହେବ। ପ୍ରଶଂସକ ଏନେଇ ଦିନ ଗଣୁଥିବା ବେଳେ ଏବେ ଭିନ୍ନ କିଛି ଘଟଣାକୁ ନେଇ…
ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍କା ଦେଲା SBI, ବଢ଼ିଲା ଏସବୁର EMI…
ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି ଘୋଷଣା କରିଛି। ଏଥିଯୋଗୁ ବ୍ୟାଙ୍କରୁ ଋଣ ନେବା ମହଙ୍ଗା ପଡିଛି। ତେବେ ସଂଶୋଧିତ MCLR…
ଦେଶରେ ଏହି ୩୧ ଜଣଙ୍କ ହେଲିକପ୍ଟର କେବେ ବି କରାଯାଏନି ଯାଞ୍ଚ, ନ ମାନିଲେ…
ନୂଆଦିଲ୍ଲୀ,୧୫।୧୧: ମହାରାଷ୍ଟ୍ର ନିର୍ବାଚନୀ ତାତି ମଧ୍ୟରେ ବିମାନ ଯାତ୍ରା ସମୟରେ କରାଯାଇଥିବା ଯାଞ୍ଚ ଏବେ ଜାତୀୟ ରାଜନୀତିରେ ଝଡ ସୃଷ୍ଟି କରିଛି। ନିକଟରେ ଯେତେବେଳେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେଙ୍କ ବିମାନକୁ ଦୁଇଥର ଯାଞ୍ଚ କରାଯାଇଥିଲା, ସେତେବେଳେ ସେ ନିଜର…
ରିଙ୍କୁଙ୍କ ପାଇଁ ଅଶୁଭ ପାଲଟିଲା କୋହଲିଙ୍କ ଏହି ଜିନିଷ
ନୂଆଦିଲ୍ଲୀ,୧୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ସହ ରିଙ୍କୁ ସିଂଙ୍କ ସମ୍ପର୍କ ବେଶ ନିବିଡ଼। ନିକଟରେ ରିଙ୍କୁ ତାଙ୍କ ସହ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ହେଲେ ଏହି ଇଚ୍ଛା ପୂରଣ ହେବା ପୂର୍ବରୁ ବିରାଟଙ୍କ ଗୋଟିଏ ଉପହାର ଅଶୁଭ ପାଲଟିଛି।…
ଝାଡଖଣ୍ଡରୁ ଫେରୁଥିଲେ ମୋଦି, ହଠାତ୍ ମଝି ଆକାଶରେ ଦେଖାଗଲା ଯାନ୍ତ୍ରିକ ତ୍ରୁଟି
ରାଞ୍ଚି,୧୫।୧୧: ନିର୍ବାଚନ ରାଲି ପାଇଁ ଝାଡଖଣ୍ଡରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ତେବେ ସେଠାରୁ ଫେରିବାବେଳେ ତାଙ୍କ ସ୍ବତନ୍ତ୍ର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଏହି କାରଣରୁ ବିମାନକୁ ଦେଓଘର ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତ୍ରୁଟି ଦେଖାଯିବାରୁ ମୋଦିଙ୍କ ଦିଲ୍ଲୀ…
ବିନା ପରୀକ୍ଷାରେ ପାଆନ୍ତୁ ସରକାରୀ ଚାକିରି, ଏହିଦିନ ପର୍ଯ୍ୟନ୍ତ ରହିଛି ଅବଧି, ତୁରନ୍ତ କରନ୍ତୁ ଆବେଦନ
ନୂଆଦିଲ୍ଲୀ,୧୫ା୧୧: ଅର୍ଡନାନ୍ସ ଫ୍ୟାକ୍ଟ୍ରି ମେଡକରେ ଅନେକ ପଦବୀ ପାଇଁ ନିଯୁକ୍ତି ରହିଛି। ସମୁଦାୟ ୮୬ଟି ପଦବୀ ପାଇଁ ଖାଲି ରହିଥିବାବେଳେ ଆବେଦନ ପାଇଁ ୩୦ ନଭେମ୍ବର ପର୍ଯ୍ୟନ୍ତ ଅବଧି ରହିଛି। ଏପରି ପରିସ୍ଥିତିରେ ଯଦି ଆପଣ ଏହି ନିଯୁକ୍ତି ପାଇଁ ଆବେଦନ…
Archives


