କାବେରୀ ଘାଟରେ ବୋଇତ ବନ୍ଦାଣ କଲେ ପାଟଣା ବିଧାୟକ
ପାଟଣା,୧୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ଶୁକ୍ରବାର ରାତ୍ରି ୪ଟାରୁ ପାଟଣା ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଂଲଗ୍ନ ଅନସୂୟା ଘାଟ ଓ ରାଜନଗର ଶୈବ୍ୟା…
ଟ୍ରେଣ୍ଡ୍ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ
ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍-୧୯ ମହାମାରୀ ସମୟରେ ମୋଦିଙ୍କ ଦ୍ୱାରା ଦେଶର ଜନସାଧାରଣଙ୍କ ପାଇଁ କରାଯାଇଥିବା ସହାୟତାକୁ ଦୃଷ୍ଟିରେ ରଖି ଡୋମିନିକା…
କାହିଁକି କପିଲ ଶର୍ମାଙ୍କ ଶୋ’ ଛାଡିଥିଲେ ସିଦ୍ଧୁ? ୫ ବର୍ଷ ପରେ କହିଲେ…
ମୁମ୍ବାଇ,୧୫।୧୧: ଦି କପିଲ ଶର୍ମା ଶୋ’ରେ ଜୋରରେ କରତାଳି ଦେବା ସହ ‘ଚକ ଦେ ଫଟ୍ଟେ’, ‘ଗୁରୁ’ ଭଳି ଶବ୍ଦ ସହିତ ଲୋକଙ୍କୁ ଖୁବ୍ ହସାଉଥିବା ନବଜୋତ ସିଂ ସିଦ୍ଧୁ ପୁଣି ଥରେ କପିଲଙ୍କ ସହ ଦେଖା ହେବାକୁ ଯାଉଛନ୍ତି। କିନ୍ତୁ,…
ଗ୍ୟାସ୍ ଟାଙ୍କି ଫାଟି ୩ ଗୁରୁତର
ରାୟଗଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଦୁଇ ଜଣଙ୍କୁ ବ୍ରହ୍ମପୁର ଏମ୍କେସିଜି ମେଡିକାଲକୁ ପଠାଯାଇଥିବାବେଳେ ଅନ୍ୟ ଜଣଙ୍କୁ ପରିବାରବର୍ଗ…
ଆର୍ଏସ୍ଏସ୍ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ
ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ ଆରଏସଏସକୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ ମହାରାଷ୍ଟ୍ରର ବରିଷ୍ଠ କଂଗ୍ରେସ ନେତା ହୁସେନ ଡାଲୱାଇ…
ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର
ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା ଗ୍ରାମକୁ ପ୍ରାୟ ୭ କିଲୋମିଟର ରାସ୍ତା ଖାଲଖମା ହୋଇ ରହିଥିବା ବେଳେ ଯାତାୟାତରେ ସମସ୍ୟା…
ଗୋଟିଏ ଭୁଲ୍ ପାକିସ୍ତାନକୁ ପଡ଼ିବ ଭାରି: ଭାରତକୁ ମିଳିପାରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ଦାୟିତ୍ୱ
ନୂଆଦିଲ୍ଲୀ,୧୫।୧୧: ଚାମ୍ପିଅନ୍ସ ଟ୍ରଫି ମାମଲା ଏବେ ଏକ ଭିନ୍ନ ମୋଡ଼ ନେଇଛି। ଏହି ଆଇସିସି ଟୁର୍ନାମେଣ୍ଟ ବର୍ତ୍ତମାନ ପାକିସ୍ତାନରେ ନୁହେଁ, ବରଂ ଭାରତରେ ଆୟୋଜିତ ହୋଇପାରିବ। ଏହି ଅପ୍ଡେଟ୍ ଏପରି ଏକ ସମୟରେ ଆସିଛି,ଯେତେବେଳେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ ନେଇ ଭାରତ…
ଭ୍ୟାକ୍ସିନକୁ କଡ଼ା ବିରୋଧ କରୁଥିବା ବ୍ୟକ୍ତିଙ୍କୁ ଟ୍ରମ୍ପ ନିଯୁକ୍ତ କଲେ ଆମେରିକା ସ୍ବାସ୍ଥ୍ୟ ସଚିବ, ଜାଣନ୍ତୁ ସେହି ବ୍ୟକ୍ତି କିଏ
ଓ୍ବାଶିଂଟନ,୧୫।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଜିତିଛନ୍ତି। ସେ ଜାନୁଆରୀରେ ହ୍ବାଇଟ ହାଉସର ପଦବୀ ପାଇଁ ଶପଥ ଗ୍ରହଣ କରିବେ। ଏହାପୂର୍ବରୁ ସେ ତାଙ୍କ ନୂଆ ଦଳ ଗଠନ କରିବା ଆରମ୍ଭ କରି ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ବର୍ତ୍ତମାନ ତାଙ୍କ…
ବୋଇତ ବନ୍ଦାଣ ଉତ୍ସବ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପାରାଦୀପ ପ୍ରଗତିର…
ଭୁବନେଶ୍ୱର/ପାରାଦୀପ,୧୫ା୧୧: ପାରାଦୀପ ବନ୍ଦରରେ ବୋଇତ ବନ୍ଦାଣ ଉତ୍ସବ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍ସବ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପାରାଦୀପ ପ୍ରଗତିର ମୁଖଶାଳା। କଳିଙ୍ଗର ନୌବାଣିଜ୍ୟ ପରମ୍ପରା ବହୁ ପ୍ରାଚୀନ। ସାଧବ ପୁଅଙ୍କ ଦୁଃସାହସିକ ଜଳଯାତ୍ରା ଆଜି…
ଆସୁଛି ଘୂର୍ଣ୍ଣିଝଡ଼ ‘ସାରା’, ବର୍ଷା, ବନ୍ୟା, ଭୂସ୍ଖଳନକୁ ନେଇ ଆଲର୍ଟ ଜାରି
ଓ୍ବାଶିଂଟନ,୧୫।୧୧: ଆମେରିକାରେ କିଛି ଦିନ ପୂର୍ବରୁ ସାଇକ୍ଲୋନିକ ଷ୍ଟର୍ମ ହେଲେନ ଫ୍ଲୋରିଡା ପରି ବଡ ସହରରେ ବ୍ୟାପକ କ୍ଷତି ଘଟାଇଥିଲା। ଏହି ସମୟରେ, ବର୍ତ୍ତମାନ ଟ୍ରପିକାଲ ଷ୍ଟର୍ମ ସାରା ମଧ୍ୟ ଆମେରିକାରେ ପହଞ୍ଚୁଛି। ଏହି ଝଡ଼ ଯୋଗୁଁ ଭୟଙ୍କର ବନ୍ୟା, ବର୍ଷା…
ଖୁସି ଖବର: ଜାଣନ୍ତୁ କେତେ ପାଓ୍ବାରଫୁଲ ଏହି ହିନ୍ଦୁ ମହିଳା, ଆମେରିକାର ଘରେ ଘରେ ପରିଚିତ
ଓ୍ବାଶିଂଟନ,୧୫।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ପଦକ୍ଷେପ ନେଇଛନ୍ତି। ସେ ତାଙ୍କ ଟିମ୍ରେ ଜଣେ ସାହସୀ ହିନ୍ଦୁ ମହିଳାଙ୍କୁ ସ୍ଥାନ ଦେଇଛନ୍ତି। ସେହି ମହିଳାଙ୍କ ନାମ ତୁଲସୀ ଗାବାର୍ଡ, ଯାହାଙ୍କୁ ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ…
ଏଣିକି ବିନା ନେଟ୍ଓ୍ବାର୍କରେ ହେବ କଲ୍: ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ
ନୂଆଦିଲ୍ଲୀ,୧୫।୧୧: ଭାରତ ସଞ୍ଚାର ନିଗମ ଲିମିଟେଡ (ବିଏସଏନଏଲ) ଭାରତରେ ପ୍ରଥମ ‘ସାଟେଲାଇଟ-ଟୁ-ଡିଭାଇସ’ ସେବା ଆରମ୍ଭ କରିଛି, ଯାହା ଦେଶର ବହୁ ଦୂରବର୍ତ୍ତୀ ଅଞ୍ଚଳରେ ମଧ୍ୟ ସଂଯୋଗ ଯୋଗାଇବ। ଟେଲି ଯୋଗାଯୋଗ ବିଭାଗ (DoT) ଏହା ଘୋଷଣା କରି କହିଛି ଯେ, ଆମେରିକୀୟ…
Archives


