ପାଇପ୍ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି
କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା ଯୋଜନାରେ ବିଛା ଯାଇଥିବା ପାଣି ପାଇପ୍ ଫାଟି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ…
ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା
ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ ଅନୁଷ୍ଠିତ ନିର୍ବାଚନରେ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ବିପୁଳ ବିଜୟ ପରେ ୟୁନୁସଙ୍କୁ…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର ମିହିର ପ୍ରଧାନ । ସେ ଶିକ୍ଷାକେନ୍ଦ୍ରର ହଷ୍ଟେଲରେ ରହି ପଢ଼ୁଥିବା ବେଳେ ଆଉ…
ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ
କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଯାଇଛି । ନିଆଁକୁ ଆୟତ୍ତ କରିବା ପାଇଁ…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ ହେଉଛି । ଶୈବପୀଠ ମଧ୍ୟରୁ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ବଟେଶ୍ୱର,…
IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…
କଲମ୍ୱୋ,୧୫ା୨: ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା ୭ଟାରୁ ଖେଳାଯିବ। ଆଜି ଏଠାରେ ବର୍ଷା ହେବାର ସମ୍ଭାବନା ଅଛି, କିନ୍ତୁ ଭଲ…
ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା ସାମ୍ନାକୁ ଆସିଛି। ଜୀବିତ ଥାଇ ମଧ୍ୟ ସରକାରୀ କାଗଜପତ୍ରରେ ‘ମୃତ’ ସାଜିଥିବା ସାବିତ୍ରୀ…
ଟି୨୦ ବିଶ୍ୱକପ୍ ମଝିରେ ଏହି ଦଳକୁ ଝଟ୍କା: ହଠାତ୍ ଘରକୁ ଫେରିଗଲେ…
ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ ପରେ ସେ ନ୍ୟୁଜିଲ୍ୟାଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି। ନ୍ୟୁଜିଲ୍ୟାଣ୍ଡ ଟିମ ମ୍ୟାନେଜମେଣ୍ଟ…
ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…
ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ୨୬ଟି ସାଂଗଠନିକ ଜିଲା ପାଇଁ ସଭାନେତ୍ରୀ, କାର୍ଯ୍ୟକାରୀ…
ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…
ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍ ମ୍ୟାଚ୍ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ। ଇଶାନଙ୍କ ଜେଜେବାପା ଅନୁରାଗ ପାଣ୍ଡେ ଏକ ସାକ୍ଷାତକାରରେ ଇଶାନଙ୍କ ପସନ୍ଦ ଓ ବିବାହ…
ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…
ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ ବେହେରାଙ୍କ ସ୍ତ୍ରୀ ରଞ୍ଜୁସ୍ମିତା ଗୁରୁତର ହୋଇ ପଡ଼ିଛନ୍ତି। ତାଙ୍କ ଶରୀରର ୪୦ ପ୍ରତିଶତ…
OSRTC ବସ୍ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…
କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା ରାଜ୍ୟ ପରିବହନ ବିଭାଗ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଥିବା ବେଳେ ଏକ ବଡ଼…
Archives


