Home

ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର

ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ କରିଛନ୍ତି। ସେଠାରେ ସଭା ଓ ଶୋଭାଯାତ୍ରାରେ ସାମିଲ ହୋଇ ଡ୍ରାଇଭର ଏକତାକୁ ସୁଦୃଢ…

ଡିଜିପି ଚୟନ ପ୍ରକ୍ରିୟାକୁ ନେଇ ବଢ଼ିଲା ବିବାଦ, ସମସ୍ୟା କରିବ ୧୭(ଏ)

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ଓଡ଼ିଶାରେ ଏବେ କାମଚଳା ଡିଜିପିଙ୍କୁ ନେଇ ପୋଲିସବାହିନୀ କାର୍ଯ୍ୟ ଚଳାଇଛି । ଗତ ଅଗଷ୍ଟ ୧୬ ତାରିଖରେ ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଲା। ସେହିଦିନ ରାଜ୍ୟର ନୂଆ ପୋଲିସ ମହାନିର୍ଦ୍ଦେଶକ ନିଯୁକ୍ତି ପାଇବା…

ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରି ଦିଆଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩…

ମୋଦି ବିଦେଶରୁ ଜାରି କରିଛନ୍ତି ନୂଆ ଭିଡ଼ିଓ, ସୁନା କ୍ରୟ ସହ ବିଦେଶ ଯାତ୍ରା ଉପରେ ଦେଲେ ବଡ଼ ପରାମର୍ଶ

ବିଶକେକ/ନୂଆଦିଲ୍ଲୀ,୧।୯: ପ୍ରଧାନମନ୍ତ୍ରୀ ମୋଦି ବିଦେଶରୁ ସୋସିଆଲ ମିଡିଆରେ ଏକ ନୂଆ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ଦେଶର ଅଭିବୃଦ୍ଧି ହାର ବିଷୟରେ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ବର୍ତ୍ତମାନ ବିଦେଶ ଗସ୍ତରେ ଅଛନ୍ତି; ତାସକେଣ୍ଟ ଗସ୍ତ କରିବା ପରେ, ସେ ମଙ୍ଗଳବାର…

ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ: ଗାଡ଼ି ଚଳାଚଳ ପ୍ରଭାବିତ

ମହାକାଳପଡ଼ା,୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଭୋପାଳ-ଜଗରି ଜୋର୍‌ ହାଟକୁ ସଂଯୋଗ କରିଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ରାସ୍ତା ପାଲଟିଛି ମଇଁଷି ଗୋଠ। ନାଞ୍ଜୁରା ପଞ୍ଚାୟତ ପାଣିଖିଆ ସାନ୍ତାଳୀ ଗଁା ସଂଲଗ୍ନ ମୁଖ୍ୟ ରାସ୍ତାରେ ଶହ ଶହ ମଇଁଷି ଶୋଇଛନ୍ତି। ଫଳରେ…

ଜୋରଦାର ଚର୍ଚ୍ଚା, ଆଜି ଦିଲ୍ଲୀ ଗସ୍ତରେ ଯିବେ ମୋହନ-ନବୀନ

ଭୁବନେଶ୍ବର,୧।୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ଦୁଇ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ । ଅପରାହ୍ଣ ୩ଟା ୩୦ରେ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଜଳ ଶକ୍ତିମନ୍ତ୍ରଣାଳୟ ପକ୍ଷରୁ ଜଳ ସୁରକ୍ଷା ନେଇ ବୁଧବାର ହେବାକୁ ଥିବା…

ପତ୍ନୀଙ୍କ ନାମ ନେବାରୁ ରାଗିଲେ ଆମେରିକାର ଉପରାଷ୍ଟ୍ରପତି ଭାନ୍ସ, ହେଲେ କାହିଁକି? ଜାଣନ୍ତୁ…

ଓ୍ବାଶିଂଟନ,୧।୯: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ମିଶିଗନର ଡେମୋକ୍ରାଟିକ ସିନେଟ ପ୍ରାର୍ଥୀ ଅବଦୁଲ ଏଲ-ସାୟଦଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ସୋମବାର ଏକ ପ୍ରଚାର ରାଲିରେ ଭାଷଣ ଦେଇ ଭାନ୍ସ କହିଥିଲେ, ‘ମୋ ସ୍ତ୍ରୀଙ୍କ ନାମ ଉଚ୍ଚାରଣ କରିବାକୁ ସାହସ କରନାହିଁ।’ ସେ…

ଘରେ ପଶି ସାତ ବର୍ଷର ନାବାଳିକାଙ୍କୁ ବଳାତ୍କାର; ଚିତ୍କାର ଶୁଣି ଭାଇ ଆସିବା ପରେ….

ଦେବଗଡ଼,୧।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖଇରପାଲି ଗ୍ରାମର…

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ ମିଡିଆରେ ତିନୋଟି ଚିଠି ସହିତ ଏକ ଫଟୋ ଶେୟାର କରିଛନ୍ତି, ଏବଂ ତା…

୩ରୁ ଭୁବନେଶ୍ୱରରେ ଆରମ୍ଭ ହେବ ଭୋଟର ସର୍ଭେ

ଭୁବନେଶ୍ୱର,୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ଆସନ୍ତା ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ବଚ୍ଛ ଏବଂ ନିର୍ଭୁଲ ଓ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ସର୍ଭେ…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର ସାଂସ୍କୃତିକ କଳା। ଅଗଷ୍ଟ ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ…

BRICSରେ ବିଶ୍ୱକୁ ଆଶ୍ଚର୍ଯ୍ୟ କରିବାକୁ ପ୍ରସ୍ତୁତ ଭାରତ- ଏହା ସଫଳ ହେବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧।୯: ବ୍ରିକ୍ସ ସମ୍ମିଳନୀରେ, ଭାରତ ସମସ୍ତ ପ୍ରମୁଖ ପ୍ରସଙ୍ଗରେ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସହମତି ସୃଷ୍ଟି କରିବାକୁ ଚେଷ୍ଟା କରୁଛି। ଭାରତ ଲକ୍ଷ୍ୟ ରଖିଛି ଯେ ଶିଖର ସମ୍ମିଳନୀର ଶେଷରେ ସମସ୍ତ ଦେଶ ଦ୍ୱାରା ସହମତ ଏକ ମିଳିତ ବିବୃତ୍ତି ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?