ନଗ୍ନ ଭିଡିଓ ଭାଇରାଲ ଧମକ ଦେଇ ପିଉସା କରୁଥିଲେ ବଳାତ୍କାର, ଏବେ ଝିଆରୀ ୩ ମାସର ଗର୍ଭବତୀ
ବାରିପଦା,୨୭ା୩(ନୀଳାଦ୍ରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଜନୈକା ଦଶମ ଶ୍ରେଣୀ ଛାତ୍ରୀଙ୍କ ନଗ୍ନ ଭିଡିଓ ଭାଇରାଲ ଧମକରେ ସମ୍ପର୍କୀୟ ପିଉସା ବାରମ୍ବାର ବଳାତ୍କାର କରିବା ଘଟଣା ସହରରେ ଆଲୋଡ଼ନ ସୃଷ୍ଟି ହୋଇଛ। ପୀଡ଼ିତା ଛାତ୍ରୀ ଜଣକ ଅନ୍ତଃସତ୍ତ୍ୱା…
ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର…
ଭୁବନେଶ୍ୱର,୨୭ା୩: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍ମିଟ୍ କରି ବିରୋଧୀଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ତାଙ୍କ ଦଳର ନେତା ଆତ୍ମସମୀକ୍ଷା କରନ୍ତୁ। ସେମାନେ ବିରୋଧୀ ଦଳର ଭୂମିକା କ’ଣ ବୁଝିନାହାନ୍ତି। ବିରୋଧୀଙ୍କ…
ହୋମ୍ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…
ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ ଦୌଡ଼ିବା ସମୟରେ ଜଣେ ପରୀକ୍ଷାର୍ଥୀ ଅସୁସ୍ଥ ହୋଇ ପଡ଼ିଥିଲେ। ମୃତ ପରୀକ୍ଷାର୍ଥୀ ଜଣକ ହେଲେ…
ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍ରେ ଝୁଲି ପଡ଼ିଲେ ନାବାଳକ
ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି। ମୃତକଜଣଙ୍କ ହେଲେ କେନ୍ଦୁପଦରର ଅଭିଜିତ ବଗର୍ତ୍ତି। ସେ ଏଜେଓ ହାଇସ୍କୁଲରେ ପାଠ ପଢୁଥିଲେ…
ଭୁବନେଶ୍ୱରକୁ ଘେରିଗଲେ ପୋଲିସ ଫୋର୍ସ, ଚେତାବନୀ ଦେଲେ ଭକ୍ତ ଦାସ…
ଭୁବନେଶ୍ୱର,୨୭।୩: ଆଜି ଭୁବନେଶ୍ୱର ଘେରିବ କଂଗ୍ରେସ। ଏନେଇ ହାଇ ଆର୍ଲଟ ମୋଡରେ ରାଜଧାନୀ। ସାରା ଭୁବନେଶ୍ୱରରେ ହୋଇଛି ପୋଲିସ ଛାଉଣୀ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ…
ସକାଳୁ ସକାଳୁ ଭୁବନେଶ୍ୱରକୁ ଘେରିଗଲେ ପୋଲିସ, ରାଜଧାନୀରେ ଟ୍ରାଫିକ୍ ଜାମ୍
ଭୁବନେଶ୍ୱର,୨୭।୩: ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି ନକ୍ସା। ଆଉ…
ଦକ୍ଷିଣ କୋରିଆରେ ଜଙ୍ଗଲ ନିଆଁ: ଜଳିଗଲା ୩୦୦ ଘର, ୨୪ ମୃତ
ସିଓଲ,୨୭ା୩: ଦକ୍ଷିଣ କୋରିଆର ଦକ୍ଷିଣ ଭାଗ ଜଙ୍ଗଲରେ ଲାଗିଥିବା ନିଆଁରେ ଅଦ୍ୟାବଧି ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିଛି। ବନାଗ୍ନିରେ ୩୦୦ରୁ ଅଧିକ ଘର ଜଳିଯାଇଛି। ନିଆଁର ଭୟାବହତାକୁ ଦୃଷ୍ଟିରେ ରଖି ପ୍ରାୟ ୨୯,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା…
ଶିନ୍ଦେଙ୍କ ପରେ ସୀତାରାମନଙ୍କୁ କଟାକ୍ଷ କରି ଫସିଲେ, ଦ୍ୱିତୀୟ ଥର ସମନ କଲା ମୁମ୍ବାଇ ପୋଲିସ
ମୁମ୍ବାଇ, ୨୭।୩: ବିବାଦରେ ଥିବା ଷ୍ଟାଣ୍ଡ୍ଅପ୍ କମେଡିଆନ କୁନାଲ କାମ୍ରା ବୁଧବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଟାର୍ଗେଟ କରି ନିଜର ଏକ ବ୍ୟଙ୍ଗାତ୍ମକ ଗୀତର ଭିଡିଓକୁ ଏକ୍ସ’ରେ ପୋଷ୍ଟ କରିଛନ୍ତି। ୧୯୮୭ ମସିହାର ସୁପରହିଟ ଫିଲ୍ମର ‘ମିଷ୍ଟର ଇଣ୍ଡିଆ’…
ଆଜି ବିଧାନସଭା ଘେରିବ କଂଗ୍ରେସ
ଭୁବନେଶ୍ୱର,୨୭।୩ (ରବିନାରାୟଣ ଜେନା): ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି…
ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …
ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ ଶିକ୍ଷକ ଓ ଜଣେ ପିଅନ ଅନ୍ୟତ୍ର କାମ କରୁଛନ୍ତି। କେବଳ ନାମକୁ ମାତ୍ର ହାଇସ୍କୁଲ…
କ’ଣ ନିଜର ପାଉଣା ଫେରାଇବେ ଗମ୍ଭୀର? ୩ କୋଟି ଟଙ୍କାକୁ ନେଇ ପ୍ରଶ୍ନ ଉଠାଇଲେ…
ନୂଆଦିଲ୍ଲୀ,୨୬।୩: ୨୦୨୫ ଚାମ୍ପିଅନ୍ସ ଟ୍ରଫିରେ ଟିମ୍ ଇଣ୍ଡିଆକୁ ଚାମ୍ପିଅନ କରିବା ପରେ ବିସିସିଆଇ ଦଳକୁ ୫୮ କୋଟି ଟଙ୍କାର ପୁରସ୍କାର ଦେବାକୁ ଘୋଷଣା କରିଥିଲା। ମୁଖ୍ୟ କୋଚ୍ ଗୌତମ ଗମ୍ଭୀରଙ୍କୁ ୩ କୋଟି ଟଙ୍କା ଦିଆଯିବ ବୋଲି ମଧ୍ୟ ଘୋଷଣା କରାଯାଇଥିଲା।…
ଜରୁରୀକାଳୀନ ପରିସ୍ଥିତିର ୨୧ ବନ୍ଦୀଙ୍କୁ ମିଳିବ ପେନ୍ସନ୍
ଭୁବନେଶ୍ୱର,୨୬ା୩(ସୁନିତ୍ ମିଶ୍ର): ଜରୁରୀକାଳୀନ ପରିସ୍ଥିତି ସମୟର ବନ୍ଦୀମାନଙ୍କୁ ପେନ୍ସନ୍ ଦେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ବିବୃତ୍ତି ରଖିଛନ୍ତି। ୨୫ ଜୁନ୍ ୧୯୭୫ରୁ ୨୧ ମାର୍ଚ୍ଚ ୧୯୭୭ ମସିହା ପର୍ଯ୍ୟନ୍ତ ଜାତୀୟ ଜରୁରୀକାଳୀନ ପରିସ୍ଥିତି ସମୟରେ ଏମ୍ଆଇଏସ୍ଏ,…
Archives


