Home

ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ ସହ କିଛି ସମିତି ସଭ୍ୟ ଓ ସରପଞ୍ଚ ମଧ୍ୟ ଅଛନ୍ତି। ଆଜି କିର୍ମିରା ବ୍ଲକ…

ଭୟଙ୍କର ରୂପ ଧାରଣ କଲାଣି ନିଆଁ :୩ ଲକ୍ଷ ବାସଗୃହ ଜଳିପୋଡ଼ି ଛାରଖାର

ଆମେରିକା କାଲିଫର୍ନିଆ ରାଜ୍ୟର ଲସ୍‌ଏଞ୍ଜେଲ୍ସ ଜଙ୍ଗଲରେ ମଙ୍ଗଳବାର ସକାଳଠାରୁ ଲାଗିଥିବା ନିଆଁ ଭୟଙ୍କର ରୂପ ଧାରଣ କଲାଣି। ପାସିଫିକ୍‌ ପାଲିସାଡେସ୍‌ ଓ ପାସାଡେନା ଉପକୂଳରେ ପବନର ତୀବ୍ରତା ଏବଂ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ସାଙ୍ଗକୁ ଘୂର୍ଣ୍ଣିଝଡ଼ ଯୋଗୁ ନିଅଁା ବ୍ୟାପିବାରେ ଲାଗିଛି।…

ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା…ଜାଣନ୍ତୁ କ’ଣ

ଭୁବନେଶ୍ୱର, ୧୦ା୧(ସୁନିତ୍‌ ମିଶ୍ର):ସୁଭଦ୍ରା ଯୋଜନାରୁ ଅପ୍‌ଟ ଆଉଟ ହୋଇଥିବା ହିତାଧିକାରୀଙ୍କ ପାଇଁ ନୂଆ ବ୍ୟବସ୍ଥା କରାଯାଉଛି। ଯେଉଁ ହିତାଧିକାରୀମାନେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଯାଇଥିଲେ ସେମାନେ ଏଥିରେ ସୁବିଧା ପାଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସୁଭଦ୍ରା ଯୋଜନାର ପୋର୍ଟାଲରେ…

ପକ୍ଷୀ ସଂରକ୍ଷଣକୁ ଗୁରୁତ୍ୱ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ପକ୍ଷୀ ସଂରକ୍ଷଣ ପାଇଁ ଛାତ୍ରାବସ୍ଥାରୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଜନତା ହାଇସ୍କୁଲରେ ବୁଧବାର ଜାତୀୟ ପକ୍ଷୀ ଦିବସ ପାଳିତ ହୋଇଛି। ଏହି ଅବସରରେ ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ…

ବାଲ୍‌ ଧନୁଯାତ୍ରାରେ କଂସ ରାଜୁତି ଆରମ୍ଭ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲରେ ଗୁରୁବାର ସନ୍ଧ୍ୟାରେ ବାଲ୍‌ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ମହୋତ୍ସବକୁ ଉଦ୍‌ଘାଟନ କରିଥିଲେ। ଜିଲା ଶିକ୍ଷାଧିକାରୀ…

ରାଧାକୃଷ୍ଣଙ୍କ ନାବକେଳି, କଂସ ବ୍ୟସ୍ତ ବିବ୍ରତ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବର ଗୁରୁବାର ସପ୍ତମ ଦିବସରେ ସ୍ଥାନୀୟ ମନାବନ୍ଧ (ଜଳାଶୟ)ରେ ରାଧାକୃଷ୍ଣଙ୍କ ନାବକେଳି ଦୃଶ୍ୟାଭିନୟ ଅଭିନୀତ ହୋଇଯାଇଛି। ଏକ ଶୋଭାଯାତ୍ରାରେ ରାଧାକୃଷ୍ଣ ମନାବନ୍ଧରେ ପହଞ୍ଚିଥିଲେ। ବାଟରେ ରାଧାକୃଷ୍ଣଙ୍କୁ ସ୍ବାଗତ ସହିତ ପୂଜାର୍ଚ୍ଚନା କରାଯାଇଥିଲା। ଶୋଭାଯାତ୍ରାରେ ବରଗଡ଼ ବିଧାୟକ ଅଶ୍ୱିନୀ…

କଶ୍ମୀର ଉପତ୍ୟକାରେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା):କଶ୍ମୀରର ସୁନ୍ଦର ଉପତ୍ୟକାରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଇବା ପାଇଁ ଭାରତୀୟ ରେଳ ପ୍ରସ୍ତୁତି ଶେଷ କରିଛି। ଏହି ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ ଖୁବ୍‌ଶୀଘ୍ର ହେବାକୁ ଯାଉଛି। କଶ୍ମୀରର କଠିନ ପରିସ୍ଥିତି ଏବଂ ତୁଷାରପାତକୁ ବିଚାରକୁ ନେଇ ଏହି…

ଇତିହାସ ହୋଇପାରେ ‘ଇଣ୍ଡିଆ’

୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ(ଏନ୍‌ଡିଏ)କୁ କେନ୍ଦ୍ରରେ କ୍ଷମତାଚ୍ୟୁତ କରିବା ପାଇଁ ଏହାର ପ୍ରାୟ ୧୦ ମାସ ପୂର୍ବରୁ ବିରୋଧୀ ଦଳଗୁଡ଼ିକ ମେଳି ବାନ୍ଧି ଏକ ମେଣ୍ଟ ଗଠନ କରିଥିଲେ, ଯାହାର ନାମ ରଖାଯାଇଥିଲା ଇଣ୍ଡିଆନ୍‌…

ଅଳିଆ ଗନ୍ଧରେ ଫାଟୁଛି ସିମନବାଡି: ପଥଚାରୀ ଅସନ୍ତୁଷ୍ଟ

ଦାରିଙ୍ଗବାଡି,୯।୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଅଞ୍ଚଳରେ ଲୋକଙ୍କ ସୁବିଧା ଓ ପଥଚାରୀଙ୍କ ବିଶ୍ରାମ ପାଇଁ ପଞ୍ଚାୟତ ପକ୍ଷରୁ ଏବେ ପଦକ୍ଷେପ ନିଆଯାଇଛି । ପଞ୍ଚାୟତର ବିଭିନ୍ନ ଛକ ଓ ଜନଗହଳି ସ୍ଥାନରେ ସିମେଣ୍ଟର ବେଞ୍ଚ ପକାଯାଇଛି ଯେଉଁଠି…

କାହିଁକି ପାଳନ କରାଯାଏ ବିଶ୍ୱ ହିନ୍ଦୀ ଦିବସ, ଜାଣନ୍ତୁ ଏହା ପଛର କଥା…

ପ୍ରତିବର୍ଷ ୧୦ ଜାନୁଆରୀକୁ ସାରା ବିଶ୍ୱରେ ‘ବିଶ୍ୱ ହିନ୍ଦୀ ଦିବସ’ ଭାବରେ ପାଳନ କରାଯାଏ। କେବଳ ଭାରତ ନୁହେଁ ବରଂ ଅନେକ ଦେଶ ଏହି ଉତ୍ସବରେ ଅଂଶଗ୍ରହଣ କରନ୍ତି। ଏହି ଦିବସ କାହିଁକି ଏବଂ କେବେଠୁ ପାଳନ କରାଯାଏ ଜାଣନ୍ତୁ ସେସମ୍ପର୍କରେ……

ସ୍ବାମୀ ସାଜିଲେ ସଇତାନ: ସାମାନ୍ୟ କଥାରେ ଗର୍ଭବତୀ ସ୍ତ୍ରୀଙ୍କ ବେକକୁ ଧାନକଟା ଦା’ରେ କାଟିଦେଲେ…

ପାତ୍ରପୁର, ୯ା୧(ଉମା ଚରଣ ନେପାକ)- ଜରଡା ଥାନା ସାମନ୍ତିଆପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ମୁଣ୍ଡକେରି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି l ସାମାନ୍ୟ କଥାକୁ ନେଇ ଛଅ ମାସର ଗର୍ଭବତୀ ସ୍ତ୍ରୀ ପ୍ରମିତାଙ୍କ ବେକ କାଟି ଦେଇଛନ୍ତି ସ୍ବାମୀ। ସ୍ତ୍ରୀ…

୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୯ା୧(ଅନିଲ ଦାସ)- ଆସନ୍ତା ଜାନୁଆରୀ ୧୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୧୩ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri