ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା
ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା। ଏହି ଜନତା ଦରବାରରେ ବରଗଡ଼ ଜିଲାପାଳଙ୍କ ସମେତ ପୋଲିସ, ସ୍ବାସ୍ଥ୍ୟ, ଯୋଗାଣ, ବିଦ୍ୟୁତ୍ ଜଳସେଚନ,…
ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ
ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ…
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍ଘାଟନ
ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରିଯାପନ…
ମାଓବାଦୀ କ୍ୟାମ୍ପ୍ ସହ ଆଇଇଡି ଠାବ
ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ କୁମ୍ବିଂ ଅପରେଶନ ଚାଲିଥିବାବେଳେ ସିଆରପିଏଫ ଏବଂ ଏସ୍ଓଜି ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ…
ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ
ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା ପାଇଁ ପ୍ରବଳ ଭିଡ଼ ହୋଇଥିଲା। ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ମଧ୍ୟ ପହଞ୍ଚିଥିଲେ।…
ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video
କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ ଆସି ନ ଥାଏ। ସେ ପିଲାର ସବୁ ଆବଶ୍ୟକତାକୁ ବୁଝିଥାଏ ଏବଂ ପୂରଣ କରିଥାଏ।…
ଗଜରାଜର ତାଣ୍ଡବ, ଶୁଣ୍ଢରେ ଉଠାଇ ୧୦ ଫୁଟ୍ ଦୂରକୁ ଫିଙ୍ଗିଲା…
ମାଲାପୁରାମ,୮।୧: କେରଳର ମାଲାପୁରାମ ଜିଲାର ତିରୁର୍ ପୁଥିଆଙ୍ଗଡ଼ି ମହୋତ୍ସବରେ ଏକ ହାତୀର ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ମହୋତ୍ସବରେ ସାମିଲ ହୋଇଥିବା ୫ ହାତୀ ମଧ୍ୟରୁ ପାକ୍କାଟୁ ଶ୍ରୀକୁଟନ୍ ନାମକ ହାତୀ ଆକ୍ରାମକ ହୋଇଯାଇଥିଲା। ସେ ସେଠାରେ ଉପସ୍ଥିତ ଥିବା ଜଣେ…
JIOର ବଡ଼ ଧମାକା, ୪୯ ଟଙ୍କାରେ ମିଳୁଛି ଅନ୍ଲିମିଟେଡ୍ ଡାଟା
ନୂଆଦିଲ୍ଲୀ,୮।୧: ରିଲାଏନ୍ସ ଜିଓର ଏଭଳି ଏକ ଶସ୍ତା ରିଚାର୍ଜ ପ୍ଲାନ, ଯାହାଦ୍ୱାରା ଆପଣଙ୍କୁ ଏକାଧିକ ଲାଭ ମିଳିବ। ୪୯ ଟଙ୍କିଆ ଏହି ପ୍ଲାନ୍ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ ଆଦିକୁ ଟକ୍କର ମଧ୍ୟ ଦେଉଛି। ୪୯ ଟଙ୍କିଆ ପ୍ରିପେଡ୍ ପ୍ଲାନ୍ରେ କମ୍ପାନୀ…
ଧାନଗଦାରେ ଲାଗିଲା ନିଆଁ, ସବୁ ପୋଡ଼ି ଛାରଖାର
ଛତ୍ରପୁର,୮ା୧(ଦିଲ୍ଲୀପ ସାମଲ): ଅଦିନିଆ ବର୍ଷାରେ ଚାଷୀର ମେରୁଦଣ୍ଡ ଭାଙ୍ଗି ଯାଇଥିବା ବେଳେ ପୁଣି ଧାନଗଦାରେ ନିଆଁ ଲାଗି ଚାଷୀ ସର୍ବସ୍ବାନ୍ତ ହୋଇପଡ଼ିଛି। ଏପରି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିଙ୍ଗିପୁର ଗ୍ରାମରେ। ବୁଧବାର ଅପରାହ୍ନରେ ହଠାତ୍…
ଜଳିଗଲା ଗୁହାଳ, ଜିଅନ୍ତା ଜଳିଗଲେ ୩ ଗାଈ
ଦିଗପହଣ୍ଡି,୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ବଡ଼ସାହିରେ ଅଗ୍ନିକାଣ୍ଡ ଘଟି ସନ୍ତୋଷ ସାହୁ, ସଦାନନ୍ଦ ସାହୁ ଏବଂ କାଳୁ ସାହୁଙ୍କ ଗାଈ ଗୁହାଳ ସମ୍ପୂର୍ଣ୍ଣ ଜଳିଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ସନ୍ତୋଷଙ୍କ…
୨୬ତମ ବିବାହ ବାର୍ଷିକୀ ଦିନ ଦମ୍ପତିଙ୍କ ଆତ୍ମହତ୍ୟା: ବିବାହ ପୋଷାକ ପିନ୍ଧି ଦେଇଥିଲେ ଏଭଳି ଷ୍ଟାଟସ୍, କହିଥିଲେ ଶେଷଇଚ୍ଛା
ନାଗପୁର,୮।୧: ପରସ୍ପରକୁ ବହୁତ ଭଲପାଉଥିଲେ। ସୁଖଦୁଃଖ ମଧ୍ୟରେ ବିତିଚାଲିଥିଲା ବିବାହ। ହେଲେ ୨୬ତମ ବିବାହ ବାର୍ଷିକୀରେ ବାଛି ନେଲେ ଆତ୍ମହତ୍ୟାର ବାଟ। ସେ ପୁଣି ଗୋଟିଏ ସର୍ତ୍ତରେ। ଗୋଟିଏ କବରରେ ହାତରେ ହାତ ରଖି ଆମକୁ ବିଦାୟ ଦେବ। ଏଭଳି ଏକ…
ଧରାପଡ଼ିଲେ ରସୁଲଗଡ଼ ବିଚ୍ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ
ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍କାଡ୍ ନୟାଗଡ଼ ଜିଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ…
Archives


