Home

ମାଗଣା ଯୋଜନା ପାଇଁ ଟଙ୍କା ଅଛି ହେଲେ ବିଚାରପତିଙ୍କ ଦରମା ପାଇଁ… ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଛାଟ

ନୂଆଦିଲ୍ଲୀ,୭।୧: କେନ୍ଦ୍ର ସରକାରଙ୍କୁ କଡା ଛାଟ ଦେଇଛନ୍ତି ସୁପ୍ରିମକୋର୍ଟ। ଜିଲା କୋର୍ଟ ବିଚାରପତିଙ୍କ ଦରମା ଏବଂ ପେନଶନକୁ ନେଇ ସରକାରଙ୍କ ମନୋଭାବ ସୁପ୍ରିମକୋର୍ଟଙ୍କୁ ନିରାଶ କରଛି। ସମସ୍ତ ରାଜ୍ୟ ସରକାରଙ୍କ ଦ୍ୱାରା ମାଗଣାରେ ବଣ୍ଟା ଯାଉଥିବା ଟଙ୍କା ଓ ମାଗଣା ଯୋଜନାକୁ…

‘ଦିଲ୍ଲୀରେ ମୋଦିଙ୍କର ୨୭୦୦ କୋଟିର ରାଜମହଲ; ଦିନରେ ୩ ଥର ପୋଷାକ ବଦଳାଉଛନ୍ତି, ୧୦ ଲକ୍ଷ ଟଙ୍କିଆ କଲମରେ ଲେଖୁଛନ୍ତି’

ନୂଆଦିଲ୍ଲୀ,୭।୧: ଦିଲ୍ଲୀରେ ନିର୍ବାଚନ ତାରିଖ ଘୋଷଣା ହେବାର ପରେ ପରେ ଆମ୍‌ ଆଦ୍‌ମୀ ପାର୍ଟୀର ବଡ଼ ନେତାମାନେ ଖବରଦାତା ସମ୍ମିଳନୀ କରି କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କର ୨୭୦୦ କୋଟିର ଏକ ରାଜମହଲ…

‘କୋହଲିଙ୍କ ଏଭଳି ବ୍ୟବହାର ପାଇଁ ଦଳର କ୍ଷତି ହେଉଛି’

ନୂଆଦିଲ୍ଲୀ,୭।୧: ବର୍ଡର ଗାଭାସ୍କର ଟ୍ରଫିରେ ଟିମ୍‌ ଇଣ୍ଡିଆର ଭେଟେରାନ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ନିଜର ବ୍ୟାଟିଂକୁ ନେଇ ସମାଲୋଚିତ ହୋଇଥିଲେ। ଏହାଛଡ଼ା ମଇଦାନରେ ନିଜର ଆକ୍ରାମକ ସ୍ବଭାବ ଏବଂ ବିରୋଧୀ ଟିମ୍‌ର ଦର୍ଶକଙ୍କୁ ଜବାବ ଦେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ଏହି…

ଦେଶରେ HMPV ଦେଖାଇଲା ଭୟଙ୍କର ରୂପ, ସ୍କୁଲ ଛୁଟି ଘୋଷଣା

ନୂଆଦିଲ୍ଲୀ,୭।୧: କରୋନା ପରେ ପୁଣି ଥରେ ଚାଇନାର ନୂଆ ଭାଇରସ ‘ହ୍ୟୁମାନ ମେଟାପ୍ନୁମୋ’ ବିଶ୍ୱକୁ ଭୟଭୀତ କରିବା ଆରମ୍ଭ କରିଛି। କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ ମେଟାନ୍ୟୁମୋଭାଇରସ (ଏଚଏମ୍ପିଭି) ଏବେ…

ବିବାହର ୩୩ ବର୍ଷ ପରେ ମକ୍କା ଯାଇ ଧର୍ମ ବଦଳାଇଲେ ଗୌରୀ ଖାନ୍‌? ଫଟୋ ଭାଇରାଲ ପରେ…

ମୁମ୍ବାଇ: ବି-ଟାଉନ୍‌ର ଲୋକପ୍ରିୟ ଦମ୍ପତିଙ୍କ ମଧ୍ୟରୁ କିଙ୍ଗ ଖାନ୍‌ ଶାହାରୁଖ ଖାନ୍‌ ଏବଂ ଗୌରୀ ଖାନ୍‌ ଅନ୍ୟତମ। ଆଜି ବି ଅନେକଙ୍କ ପାଇଁ ତାଙ୍କ ପ୍ରେମ ଉଦାହରଣ ପାଲଟିଛି। କାରଣ ଭିନ୍ନ ଧର୍ମର ହୋଇଥିଲେ ହେଁ ଦୁହେଁ ପରସ୍ପରକୁ ଜୀବନସାଥୀ ରୂପେ…

ଚୋରି ପାଇଁ ଘରେ ପଶିଥିଲେ ଚୋର;ମୂଲ୍ୟବାନ ସାମଗ୍ରୀ ନ ମିଳିବାରୁ ମହିଳାଙ୍କୁ…

ମୁମ୍ବାଇ,୭।୧: ମୁମ୍ବାଇର ଉପାନ୍ତ ସହର ମାଲାଡରେ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଚୋରି କରିବାକୁ ଯାଇଥିବା ଚୋର କୌଣସି ମୂଲ୍ୟବାନ ସାମଗ୍ରୀ ନ ପାଇବାରୁ ପଶିଥିବା ଘରେ ଉପସ୍ଥିତ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇ ଆସିଥିଲେ। ସୂଚନା ପାଇବା…

ଆଇଟିବିପିର ଅଦମ୍ୟ ଉତ୍ସାହ, ପ୍ରତିବଦ୍ଧତାକୁ ପ୍ରଶଂସା କଲେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ

ଖୋର୍ଦ୍ଧା,୭।୧(ପ୍ରଭାତ ପାଣିଗ୍ରାହୀ): ଇଣ୍ଡୋ- ତିବ୍ବତ ସୀମା ପୋଲିସ ସୁରକ୍ଷା ବଳ(ଆଇଟିବିପି)ର ୬୩ତମ ପ୍ରତିଷ୍ଠା ଦିବସ ଖୋର୍ଦ୍ଧା ତରତୁଆ ସ୍ଥିତ ୪୧ବାଟାଲିୟନ କ୍ୟାମ୍ପସରେ ମହାଆଡମ୍ବରରେ ଆୟୋଜିତ ହୋଇଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ(ରାଜ୍ୟ) ନିତ୍ୟାନନ୍ଦ ରାୟ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। କ୍ୟାମ୍ପସରେ…

ଘୋଷଣା ହେଲା ଦିଲ୍ଲୀ ବିଧାନସଭା ନିର୍ବାଚନ ତାରିଖ, ୫ରେ ମତଦାନ ୮ରେ ଗଣତି

ନୂଆଦିଲ୍ଲୀ,୭।୧: ମଙ୍ଗଳବାର ଏକ ପ୍ରେସ କନଫରେନ୍ସ ମାଧ୍ୟମରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ଏହି ନିର୍ବାଚନ ପାଇଁ ଫେବୃୟାରୀ ୫ରେ ମତଦାନ କରାଯିବ ଓ ୮ ଫେବୃଆରୀରେ ଗଣତି କରାଯାଇ ଫଳାଫଳ ପ୍ରକାଶ…

ନିର୍ମାଣ ଶ୍ରମିକ ପାଇଁ ରେଜିଷ୍ଟ୍ରେଶନ କରିବାକୁ ଚାହୁଁଥିଲେ, ଆପଣାନ୍ତୁ ଏଟି ଟିପ୍ସ

ଭୁବନେଶ୍ୱର,୭।୧: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧୀନରେ ଉପଲବ୍ଧ କଲ୍ୟାଣମୂଳକ ଯୋଜନାରେ ଅନ୍ତର୍ଭୁକ୍ତ ହେବା ନିମନ୍ତେ ୧୮ ବର୍ଷରୁ ୬୦ ବର୍ଷ ବୟସ୍କ ନିର୍ମାଣ ଶ୍ରମିକ ଅନଲାଇନ ପୋର୍ଟାଲ https://nirmanshramik.odisha.gov.in ରେ ରେଜିଷ୍ଟ୍ରେଶନ କରିବା ସହିତ…

ବଢିଲା ସଲମାନଙ୍କ ସୁରକ୍ଷା, ଗାଲାକ୍ସି ବାଲକୋନିରେ ଲାଗିଲା ବୁଲେଟ ପ୍ରୁଫ ଗ୍ଲାସ

ମୁମ୍ବାଇ,୭।୧: ଗତ କିଛି ମାସ ମଧ୍ୟରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ମିଳୁଥିବା ଧମକକୁ ଦେଖି ସଲମାନ ଖାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଉଛି। ବର୍ତ୍ତମାନ କିଛି ଫଟୋରେ ଦେଖାଯାଉଛି ଯେ ସଲମାନ ଖାନଙ୍କ ଘରର ବାଲକୋନୀରେ ସୁରକ୍ଷା ବୃଦ୍ଧି କରାଯାଉଛି। ବାଲକୋନିରେ ବୁଲେଟ…

ଅସୁ୍‌ସ୍ଥ ହୋଇ ପଡିଲେ ପ୍ରଶାନ୍ତ କିଶୋର, ହସ୍ପିଟାଲରେ ଭର୍ତ୍ତି

ପାଟନା,୭।୧: ପ୍ରଶାନ୍ତ କିଶୋରଙ୍କୁ ନେଇ ଏକ ବଡ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳେ ଭୋକ ଉପାସରେ ଥିବା ପ୍ରଶାନ୍ତ କିଶୋରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଜନ ସୁରଜ ପାର୍ଟିର କର୍ମୀମାନେ…

ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ: ପ୍ରବଳ ଜନସମାଗମ

ଦେଓଗାଁ, ୭।୧(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗିର ଜିଲା ଦେଓଗାଁ ବ୍ଲକ କୁଳୁତାପଡା ପଞ୍ଚାୟତ ଅନ୍ତର୍ଗତ ଖଇରଗୁଡ଼ା ଓ କୁମୁରିଆ ବଡ ଖଳା ଓ ସାନଖଳାରେ ଜିଲାର ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ ହୋଇଛି। ରୀତିନୀତି ଅନୁସାରେ ଶୁଳିଆ ଦେବତାଙ୍କୁ ପୂଜାର୍ଚନା କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri