Home

ଅଦିନରେ ହ୍ୟୁଷ୍ଟନରେ ଗଡ଼ିଲା ନନ୍ଦିଘୋଷ ରଥ

ପୁରୀ/ଭୁବନେଶ୍ୱର, ୧୧ା୧୧ (ଅଜିତ୍‌ କୁମାର ମହାନ୍ତି/ ବନ୍ଦନା ସେଠୀ): ଆମେରିକାର ହ୍ୟୁଷ୍ଟନ ସହରରେ ନଭେମ୍ବର ୯ରେ ଅଦିନରେ ନନ୍ଦିଘୋଷ ରଥ ଗଡ଼ିଛି। ତେବେ ଉକ୍ତ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନ ଥିବାବେଳେ ରାଧାକୃଷ୍ଣ ଏବଂ ନିତାଇଗୌରଙ୍କ ମୂର୍ତ୍ତି ବିରାଜମାନ କରିଥିବା ଦେଖିବାକୁ…

୮୦,୦୦୦ ଡଲାର ଉପରେ ବିଟ୍‌ କଏନ୍‌

ନୂଆଦିଲ୍ଲୀ,୧୧।୧୧: ବର୍ତ୍ତମାନ ସମୟରେ ବିଟ୍‌ କଏନ୍‌ କାରବାରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ଜାରି ରହିଛି। ଏପରିକି ପ୍ରଥମ ଥର ପାଇଁ ବିଟ୍‌ କଏନ୍‌ର ମୂଲ୍ୟ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ରବିବାର ବିଟ୍‌ କଏନ୍‌ ମୂଲ୍ୟରେ ୪.୭% ବୃଦ୍ଧି ଘଟି ୮୦,୦୯୨ ଡଲାରରେ ପହଞ୍ଚତ୍ଛି।…

ମହିନ୍ଦ୍ରା ଇଲେକ୍ଟ୍ରିକ୍‌ ଏସ୍‌ୟୁଭିର ଟିଜର ରିଲିଜ

ନୂଆଦିଲ୍ଲୀ,୧୧।୧୧: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା (ଏମ୍‌ ଆଣ୍ଡ୍‌ ଏମ୍‌ ବା ମହିନ୍ଦ୍ରା)ର ବହୁ ପ୍ରତୀକ୍ଷିତ ଯାନ ତଥା ଇଲେକ୍ଟ୍ରିକ୍‌ ଏସ୍‌ୟୁଭି ‘ଏକ୍ସଇଭି ୯ଇ ଓ ବିଇ ୬ଇ’ର ଟିଜର ରିଲିଜ ନିକଟରେ ହୋଇଯାଇଛି। ଏପରିକି ୨୦୨୪ ନଭେମ୍ବର ୨୬ରେ ଏହାର ଅନଲିମିଟ୍‌ ଇଣ୍ଡିଆ…

ଏମ୍‌ଏସ୍‌ଏମ୍‌ଇ କ୍ଲଷ୍ଟର ଆଉଟରିଚ ପ୍ରୋଗ୍ରାମ

ଭୁବନେଶ୍ୱର,୧୧।୧୧ (ଅଭୟ ଦାଶ): ଦେଶର ବିକାଶ ପାଇଁ ବିଭିନ୍ନ କ୍ଷେତ୍ରର ହିତାଧିକାରୀମାନେ ସବଳ ହେବାର ଆବଶ୍ୟକତା ରହିଛି। ଏପରିକି ଘରୋଇ ବଜାରରେ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ (ମାଇକ୍ରୋ ସ୍ମଲ୍‌ ଆଣ୍ଡ ମିଡିୟମ ଏଣ୍ଟରପ୍ରାଇଜେସ ବା ଏମ୍‌ଏସ୍‌ଏମ୍‌ଇ) ର ବିକାଶ ପାଇଁ…

ପରିଚୟ ଲୁଚାଉଥିଲେ ଶ୍ରୁତି

ଚେନ୍ନାଇ: ଅଭିନେତ୍ରୀ ଶ୍ରୁତି ହାସନ ଦୀର୍ଘବର୍ଷ ହେବ ଅଭିନୟ ଜଗତରେ ସକ୍ରିୟ ରହିଛନ୍ତି। ସେ ତାଙ୍କ ବାପା କମଲ ହାସନଙ୍କ ପରି ଦକ୍ଷିଣ ଭାରତୀୟ ସିନେମାଠାରୁ ଆରମ୍ଭ କରି ବଲିଉଡ୍‌ ପର୍ଯ୍ୟନ୍ତ ବହୁ ସଫଳତା ହାସଲ କରିଛନ୍ତି। ତେବେ ଏକଦା ଶ୍ରୁତି କମଲଙ୍କ…

ଛତିଶଗଡ଼ରେ ଦୁର୍ଘଟଣା: ୩ ଓଡ଼ିଆ ଶ୍ରମିକ ମୃତ, ୧୨ ଆହତ

କୋଷାଗୁମୁଡା,୧୧।୧୧(ପ୍ରସାଦ ବିଷୋୟୀ): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ସୀମାନ୍ତ ଛତିଶଗଡ଼ର ବକାୱଣ୍ଡ ରାଜନଗର ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକଅପ୍‌ ଏବଂ ଟ୍ରାକ୍ଟର ମଧ୍ୟରେ ଦୁର୍ଘଟଣା ଯୋଗୁ ୩ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ୧୨…

ଦିଲ୍ଲୀର କାନାଡା ଦୂତାବାସ ବାହାରେ ବିକ୍ଷୋଭ

ନୂଆଦିଲ୍ଲୀ,୧୧ା୧୧: କାନାଡାର ବ୍ରାମ୍ପଟନ୍‌ସ୍ଥିତ ହିନ୍ଦୁ ମନ୍ଦିରରେ ଗତ ୩ ତାରିଖରେ ଖଲିସ୍ତାନୀ ସମର୍ଥକମାନେ ଆକ୍ରମଣ କରିଥିଲେ। ଏହାର ପ୍ରତିବାଦରେ ହିନ୍ଦୁ ଶିଖ୍‌ ଗ୍ଲୋବାଲ ଫୋରମ୍‌ର ସଦସ୍ୟମାନେ ରବିବାର ନୂଆଦିଲ୍ଲୀସ୍ଥିତ କାନାଡା ହାଇକମିଶନରଙ୍କ କାର୍ଯ୍ୟାଳୟ ବାହାରେ ବିଶାଳ ବିକ୍ଷୋଭ କରିଛନ୍ତି। ଶିଖ୍‌ ବିକ୍ଷୋଭକାରୀମାନେ ବ୍ୟାରିକେଡ୍‌…

ପାଉଁଜି ପାଇଁ ୨ ଗୋଡ଼ କାଟିଦେଲେ, ମହିଳାଙ୍କ ମୃତ୍ୟୁ

ଭୋପାଳ, ୧୧।୧୧: ମଧ୍ୟପ୍ରଦେଶ ସିହୋର ଜିଲାର ଗୁରାଡ଼ିଆ ରୂପଚନ୍ଦ ଗ୍ରାମରୁ ଏକ ଲୋମଟାଙ୍କୁରା ଘଟଣା ସାମ୍‌ନାକୁ ଆସିଛି। ମୋଟନ ବାଈ ନାମ୍ନୀ ୭୫ ବର୍ଷୀୟା ମହିଳା ପିନ୍ଧିଥିବା ରୁପା ପାଉଁଜିକୁ ଚୋରି କରିବା ପାଇଁ ଜଣେ ଚୋର ଶନିବାର ରାତିରେ ତାଙ୍କର…

ମସ୍କୋ ଉପରେ ୩୪ ଡ୍ରୋନ୍‌ ଆକ୍ରମଣ କଲା ୟୁକ୍ରେନ୍‌

ମସ୍କୋ/କିଭ୍‌,୧୧ା୧୧: ୟୁକ୍ରେନ୍‌ ପକ୍ଷରୁ ରବିବାର ମସ୍କୋ ଉପରେ ବଡ଼ ଧରଣର ଆକ୍ରମଣ କରାଯାଇଛି। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରେ ୟୁକ୍ରେନୀୟ ସେନା ୩୪ଟି ଡ୍ରୋନ୍‌ ମାଡ଼ କରିଛି। ଏଥିରେ ଜଣେ ମହିଳା ଆହତ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଶେରେମେଟ୍‌ୟେଭୋ ଏବଂ…

ଟ୍ରମ୍ପ୍‌ ପ୍ରଶାସନରେ ରହିବେନି ହାଲି, ପମ୍ପିଓ

ଓ୍ବାଶିଂଟନ,୧୧ା୧୧: ଆମେରିକାର ପୂର୍ବତନ ରିପବ୍ଲିକାନ୍‌ ରାଷ୍ଟ୍ରପତି ପ୍ରତିଦ୍ୱନ୍ଦ୍ୱୀ ନିକ୍କି ହାଲି ଏବଂ ପ୍ରାକ୍ତନ ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓଙ୍କୁ ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ଦ୍ୱିତୀୟ ପାଳି ପ୍ରଶାସନରେ ସାମିଲ କରିବେ ନାହିଁ ବୋଲି କହିଛନ୍ତି। ତେବେ ତାଙ୍କ ସହ ପୂର୍ବରୁ ଏକାଠି କାର୍ଯ୍ୟ…

ପେଜର ଆକ୍ରମଣ ପାଇଁ ଅନୁମତି ଦେଇଥିଲି: ନେତାନ୍ୟାହୁ

ଜେରୁଜେଲମ୍‌,୧୧ା୧୧: ଲେବାନନ୍‌ରେ ପେଜର ଆକ୍ରମଣ ପାଇଁ ଅନୁମତି ଦେଇଥିଲେ ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ କ୍ୟାବିନେଟ୍‌ ବୈଠକରେ ସ୍ବୀକାର କରିଛନ୍ତି। ଗତ ସେପ୍ଟେମ୍ବର ୧୭ ଓ ୧୮ରେ ଅନେକ ହଜାର ପେଜର ଏବଂ ଓ୍ବାକିଟକି ବିସ୍ଫୋରଣ କରାଯାଇଥିଲା। ଏହି ଆକ୍ରମଣରେ…

ହାସିନାଙ୍କୁ ଫେରାଇନେବା ପାଇଁ ଇଣ୍ଟରପୋଲ୍‌ର ସହାୟତା ନେବ ବାଂଲାଦେଶ

ଢାକା,୧୧ା୧୧(ପି.ଟି.): ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ଭାରତରୁ ଫେରାଇନେବା ପାଇଁ ସେଠାର ଅନ୍ତରୀଣ ସରକାର ଇଣ୍ଟରପୋଲ୍‌ର ସହାୟତା ନେବେ ବୋଲି ରବିବାର ସୂଚନା ଦେଇଛନ୍ତି। ବାଂଲାଦେଶରେ ମାନବତା ବିରୋଧୀ ଅପରାଧରେ ସମ୍ପୃକ୍ତ ଥାଇ ବିଚାରର ସମ୍ମୁଖୀନ ହୋଇଥିବା ଅନ୍ୟ ପଳାତକମାନଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri