Home

କିଏ ସେହି ବିଗ୍ନେଶ ପୁଥୁର,ଯିଏ ଗୋଟିଏ ବି ଘରୋଇ ମ୍ୟାଚ୍‌ ନ ଖେଳି ଆଇପିଏଲ୍‌ରେ ଦେଖାଇଲେ ଜଲଓ୍ବା

ଚେନ୍ନାଇ,୨୪।୩: ରୋହିତ ଶର୍ମାଙ୍କ ସ୍ଥାନରେ ଦ୍ୱିତୀୟ ଇନିଂସରେ ଇମ୍ପାକ୍ଟ ପ୍ଲେୟାର ଭାବରେ ଆସିଥିବା ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି ବିଗ୍ନେଶ ପୁଥୁରଙ୍କୁ ଆଇପିଏଲରେ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ସେ ଏହି ସୁଯୋଗର ସମ୍ପୂର୍ଣ୍ଣ ଫାଇଦା ଉଠାଇଥିଲେ ଏବଂ ତାଙ୍କର IPL ଡେବ୍ୟୁକୁ…

କୁନାଲ କିଛି ଭୁଲ କହିନାହାଁନ୍ତି, କମେଡିଆନଙ୍କ ସପକ୍ଷରେ ଆସିଲେ ଉଦ୍ଧବ

ମୁମ୍ବାଇ,୨୪।୩: ହାସ୍ୟ ଅଭିନେତା କୁନାଲ କାମରାଙ୍କ ବୟାନକୁ ନେଇ ରାଜନୈତିକ ହଇଚଇ ମଧ୍ୟରେ, ଶିବସେନା (UBT) ନେତା ଉଦ୍ଧବ ଠାକରେ ଏକ ବଡ଼ ବୟାନ ଦେଇଛନ୍ତି। ଉଦ୍ଧବ କାମରାଙ୍କୁ ସପୋର୍ଟ କରିଛନ୍ତି। ସେ କହିଥିଲେ ଯେ ଗୀତରେ କିଛି ଭୁଲ ନାହିଁ।…

ହିନ୍ଦୀ କି ଇଂରାଜୀ ନୁହେଁ, ଏହି ଭାଷାରେ କମେଣ୍ଟ୍ରି ଶୁଣିବାକୁ ପସନ୍ଦ କରନ୍ତି ଧୋନୀ

ଚେନ୍ନାଇ,୨୪।୩: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ଆଞ୍ଚଳିକ ଭାଷାର ଭାଷ୍ୟକାର ପଦକ୍ଷେପକୁ ଭାରତର କିମ୍ବଦନ୍ତୀ କ୍ରିକେଟର ଏମଏସ ଧୋନୀ ପ୍ରଶଂସା କରିଛନ୍ତି। ସେ ଭୋଜପୁରୀ କମେଣ୍ଟ୍ରିକୁ ପ୍ରଶଂସା କରି ଏହାକୁ ‘ଏନରଜେଟିକ୍‌’ ବୋଲି କହିଛନ୍ତି। ଧୋନୀ କହିଛନ୍ତି, ଭୋଜପୁରୀ କମେଣ୍ଟ୍ରି ମୋତେ ପୁରୁଣା…

IPL 2025 ମଧ୍ୟରେ ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟ ଘୋଷଣା କଲା ବିସିସିଆଇ: ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ମହିଳା ଦଳର ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟ ଘୋଷଣା କରିଛି। ବୋର୍ଡ ୧୬ ଜଣ ଖେଳାଳିଙ୍କୁ ୩ଟି ବର୍ଗରେ ବିଭକ୍ତ କରିଛି। ଗ୍ରେଡ ଏରେ ସ୍ମୃତି ମନ୍ଧାନା ଏବଂ ହରମନପ୍ରୀତ କୌରଙ୍କ ସମେତ ୩…

କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ

ମଣିଷ ଶରୀରରୁ ବିଷାକ୍ତ ପଦାର୍ଥକୁ ମୁତ୍ର ଆକାରରେ ବାହାର କରିବା ଏବଂ ରକ୍ତକୁ ପରିସ୍କାର କରିବାରେ ମୁଖ୍ୟ ଭୂମିକା ବହନ କରିଥାଏ ବୃକକ୍‌ ବା କିଡ୍‌ନୀ। ହେଲେ କେବେ କେବେ ବିଭିନ୍ନ କାରଣରୁ ଏହା ଠିକ୍‌ ଭାବେ କାର୍ଯ୍ୟ କରିବାରେ ଅସମର୍ଥ…

କଣ୍ଟିଲୋରେ ରାଷ୍ଟ୍ରପତି

ନୟାଗଡ଼,୨୪ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିର୍ଦ୍ଧାରିତ ସମୟରେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ସେଠାରୁ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ନୟାଗଡ଼ ଜିଲା କଣ୍ଟିଲୋରେ ପହଞ୍ଚିଛନ୍ତି।…

ଚଳନ୍ତା ଟ୍ରେନରେ ବଳାତ୍କାର ଉଦ୍ୟମ, ବଗିରୁ ଡେଇଁପଡ଼ିଲେ ମହିଳା

ହାଇଦ୍ରାବାଦ,୨୪।୩: ହାଇଦ୍ରାବାଦରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଜଣେ ୨୩ ବର୍ଷୀୟ ମହିଳା ଚଳନ୍ତା ଟ୍ରେନରୁ ଡେଇଁ ପଡ଼ିଥିଲେ ଯେତେବେଳେ ଜଣେ ପୁରୁଷ ତାଙ୍କୁ କୋଚରେ ବଳାତ୍କାର କରିବାକୁ ଚେଷ୍ଟା କରିଥିଲେ। ପୀଡିତା ଜଣକ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।…

ଭୁବନେଶ୍ୱର ହେବ ୨ ପୋଲିସ ଜିଲା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ପୂର୍ବାପେକ୍ଷା ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏପରି କି ମାମଲା ସଂଖ୍ୟାରେ ବୃଦ୍ଧି, ଆଇନଶୃଙ୍ଖଳା ଚ୍ୟାଲେଞ୍ଜ୍‌, ବିକ୍ଷୋଭ ଓ ସହରକୁ ନିୟମିତ ଭିଭିଆଇପି ତଥା ଭିଆଇପି ଗସ୍ତକୁ ନେଇ କମିଶନରେଟ୍‌ ପୋଲିସ ଚିନ୍ତାରେ ପଡୁଛି।…

ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍‌ ରାସ୍ତା ଜବରଦଖଲ: ଉଚ୍ଛେଦ ନ ହେଲେ…

ବରଗଡ଼,୨୪ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରମ ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ରୁ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼…

ରାସ୍ତାରେ ଆଇଇଡି ଖଞ୍ଜିଥିଲେ ମାଓବାଦୀ, ଯବାନଙ୍କ ପିକ୍‌ଅପ୍‌ ଯିବା ସମୟରେ…

ମାଲକାନଗିରି,୨୪ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁର ଓ ଭୋପାଳପାଟନମ୍‌ ଜାତୀୟ ରାଜପଥରେ ମାଓବାଦୀମାନେ ଏକ ବଡ଼ଧରଣର ବିସ୍ଫୋରଣ ଘଟାଇଛନ୍ତି। ବିଜାପୁର ଗୋର୍ଲା ନାଲା ନିକଟରେ ଘଟିଥିବା ମାଓବାଦୀ ବିସ୍ଫୋରଣରେ ସୁରକ୍ଷା ବାହିନୀଙ୍କ ପିକ୍‌ଅପ୍‌ ଭ୍ୟାନ୍‌ ଅଳ୍ପକେ ବର୍ତ୍ତି ଯାଇଛି। ଯବାନମାନଙ୍କୁ…

ମ୍ୟାଚ ସମୟରେ ହୃଦଘାତର ଶିକାର ହେଲେ ତମିମ ଇକବାଲ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୪।୩: ପୂର୍ବତନ ବାଂଲାଦେଶ ଅଧିନାୟକ ତମିମ ଇକବାଲ ହୃଦଘାତର ଶିକାର ହୋଇଛନ୍ତି। ମ୍ୟାଚ ଖେଳୁଥିବା ସମୟରେ ତମିମ ଇକବାଲଙ୍କୁ ହୃଦଘାତ ହୋଇଥିଲା, ଯାହା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ତମିମ ଇକବାଲ ଢାକା ପ୍ରିମିୟର ଲିଗ…

ଶଙ୍କରଙ୍କ ଦର୍ଶନ ପାଇଁ ଚାରିଧାମ ସାଇକେଲ ଯାତ୍ରାରେ ବାହାରିଲେ ଯୁବକ ଶଙ୍କର

ଦାରିଙ୍ଗବାଡ଼ି,୨୪ା୩(ଅରୁଣ ସାହୁ): ଶଙ୍କରଙ୍କ ଦର୍ଶନ ପାଇଁ ଶଙ୍କର ବାହାରିଛନ୍ତି ସେ ବି ସାଇକଲରେ। ଏଭଳି ଘଟଣା ଦେଖିବାକୁ ମିଳିଛି ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଲୋହରା ସାହିରେ। ଉକ୍ତ ସାହିର ବୈକୁଣ୍ଠନାଥ ସାହୁଙ୍କ ୨୩ ବର୍ଷୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri