Home

ଜୀବନରେ ଚାପର ତାପ

ପ୍ରତ୍ୟେକ ବସ୍ତୁ ଓ ବ୍ୟକ୍ତିର ନିଜସ୍ବ ଚାପ ଓ ଚାପଶକ୍ତି ରହିଛି। ବିଜ୍ଞାନରେ ବାୟୁଚାପ ଓ ଜଳଚାପ ପଢ଼ିଛେ। ଗ୍ଲାସରେ ଜଳପୂର୍ଣ୍ଣ କରି ତା’ ଉପରେ ପୋଷ୍ଟକାର୍ଡ଼ ରଖି ତଳମୁହାଁ କରିଦେଲେ ଜଳର ଚାପଠାରୁ ବାୟୁର ଚାପ ଅଧିକ ଯୋଗୁ ଜଳ…

ଭାଇରସ୍‌ ଖେଳ

କୋଭିଡ୍‌-୧୯ ବା କରୋନା ଭୂତାଣୁ ସଂକ୍ରମଣ ସାମ୍ନାକୁ ଆସିବାର ୫ବର୍ଷ ପରେ ଏବେ ହ୍ୟୁମାନ ମେଟା ନ୍ୟୁମୋ ଭାଇରସ୍‌ (ଏଚ୍‌ଏମ୍‌ପିଭି) ସଂକ୍ରମଣକୁ ନେଇ ନୂଆ ପରିସ୍ଥିତି ସୃଷ୍ଟି ହୋଇଛି। କରୋନା ଭୂତାଣୁ ଭଳି ଏଚ୍‌ଏମ୍‌ପିଭି ଦ୍ରୁତ ଗତିରେ ବ୍ୟାପୁଥିବା କୁହାଯାଉଛି। ସରକାରୀ…

ଅନିତା ଆନନ୍ଦ କିଏ, ଯିଏ ହେବେ କାନାଡାର ପରବର୍ତ୍ତି ପ୍ରଧାନମନ୍ତ୍ରୀ, ଭାରତ ସହ ରହିଛି ସମ୍ପର୍କ

ଓଟାଓ୍ବା,୭।୧: ପ୍ରାୟ ଏକ ଦଶନ୍ଧି ଧରି ଶାସନ ପରେ ସୋମବାର (ଜାନୁଆରୀ ୬) ରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଇସ୍ତଫା ଦେଇଛନ୍ତି। ଏହି କାରଣରୁ ରାଜନୈତିକ ମହଲରେ ଉତ୍ତେଜନା ତୀବ୍ର ହୋଇଛି। ତାଙ୍କ ଉତ୍ତରାଧିକାରୀଙ୍କ ବିଷୟରେ ଆଲୋଚନା ଆରମ୍ଭ ହୋଇଛି।…

ଇସ୍ତଫା ପରେ ପ୍ରଥମଥର ମୁହଁ ଖୋଲିଲେ ଟ୍ରୁଡୋ: ଖୋଲି କହିଲେ ମନର କଥା

ଓଟ୍ଟାଓ୍ବା,୬।୧ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ସୋମବାର ଲିବେରାଲ ପାର୍ଟି ନେତା ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ୯ ବର୍ଷର କାର୍ଯ୍ୟକାଳ ଆପାତତଃ ଶେଷ ହୋଇଛି। ତେବେ ନୂଆ ନେତା ମନୋନୀତ ହେବା ପର୍ଯ୍ୟନ୍ତ ସେ…

ନିବେଶକ ହରାଇଲେ ୯ ଲକ୍ଷ କୋଟି

ମୁମ୍ବାଇ,୭।୧: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସାଙ୍ଗକୁ ଭାରତୀୟ ମୁଦ୍ରାର ମୂଲ୍ୟ ହ୍ରାସ ଓ ନୂତନ ଚାଇନା ଭୂତାଣୁ ଏଚ୍‌ଏମ୍‌ପିଭିର ପ୍ରାଥମିକ ପ୍ରଭାବ ଯୋଗୁ ଭାରତୀୟ ପୁଞ୍ଜି ବଜାର ବେଶ୍‌ ପ୍ରଭାବିତ ହୋଇଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ…

ରସକିକ୍‌ ଗ୍ଲୁକୋ ଏନର୍ଜିର ଶୁଭାରମ୍ଭ

ମୁମ୍ବାଇ,୭।୧ (ଅଭୟ ଦାଶ): ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଗୁଣାତ୍ମକ ମୃଦୁପାନୀୟ ବ୍ରାଣ୍ଡ୍‌ ‘ରସକିକ୍‌ ଗ୍ଲୁକୋ ଏନର୍ଜି’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ରସକିକ୍‌ ବର୍ତ୍ତମାନ ଆମ୍ବ, ଆପଲ୍‌, ମିକ୍ସଡ୍‌ ଫ୍ରୁଟ୍‌, ନଡିଆ ପାଣି ଏବଂ…

ଡିସେମ୍ବରରେ ୧୦,୬୩୯ ୟୁନିଟ୍‌ ଟ୍ରାକ୍ଟର ବିକ୍ରି

ନୂଆଦିଲ୍ଲୀ,୭।୧: ଦେଶର ଏକ ନମ୍ବର ଟ୍ରାକ୍ଟର ରପ୍ତାନିକାରୀ ବ୍ରାଣ୍ଡ୍‌ ‘ସୋନାଲିକା ଟ୍ରାକ୍ଟର୍ସ’ର ମାସିକ ଯାନ ବିକ୍ରି ଫଳାଫଳ ନିକଟରେ ଘୋଷଣା କରାଯାଇଛି। ଏପରିକି ୨୦୨୪ ଡିସେମ୍ବରରେ ବ୍ରାଣ୍ଡ୍‌ ମୋଟ ୧୦,୬୩୯ ୟୁନିଟ ଟ୍ରାକ୍ଟର ବିକ୍ରି ରେକର୍ଡ ହୋଇଥିଲାବେଳେ ଗତ ବର୍ଷ ସମାନ…

ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ: ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଲୋକେ ଭୟଭୀତ

ନୂଆଦିଲ୍ଲୀ,୭।୧୨: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ। ଏହାର କେନ୍ଦ୍ର ନେପାଳ ସୀମା ନିକଟରେ ତିବ୍ଦତ ବୋଲି କୁହାଯାଉଛି। ରିକ୍ଟର ସ୍କେଲରେ ଏହାର…

ସମୁଦ୍ରରେ ୧୫୦ କି.ମି. ପହଁରି ରେକର୍ଡ

ବିଶାଖାପାଟଣା: ବଙ୍ଗୋପସାଗରରେ ମାତ୍ର ୫ ଦିନ ମଧ୍ୟରେ ୧୫୦ କି.ମି ଦୂରତା ପହଁରି ଆନ୍ଧ୍ରପ୍ରଦେଶର ସନ୍ତରଣକାରୀ ଗୋଲି ଶ୍ୟାମଲା(୫୨) ଇତିହାସ ରଚିଛନ୍ତି। ପ୍ରଥମ ଏସୀୟ ମହିଳା ଭାବେ ତାଙ୍କୁ ଏହି ସଫଳତା ମିଳିଛି। ଏହି ଯାତ୍ରାକୁ ଶ୍ୟାମଲା ବିଶାଖାପାଟଣା ଉପକୂଳରୁ ଆରମ୍ଭ କରି…

‘ଏମର୍ଜେନ୍ସି’ ଟ୍ରେଲର ୨ ଜାରି

ମୁମ୍ବାଇ: ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାୱତଙ୍କ ଫିଲ୍ମ ‘ଏମର୍ଜେନ୍ସି’ର ଦ୍ୱିତୀୟ ଟ୍ରେଲରକୁ ସୋମବାର ଜାରି କରାଯାଇଛି। ପ୍ରଥମ ଟ୍ରେଲର ତୁଳନାରେ ଦ୍ୱିତୀୟ ଟ୍ରେଲରରେ ବିରୋଧୀ ନେତାଙ୍କ ସହ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କର ରାଜନୈତିକ ତିକ୍ତତାକୁ ଅଧିକ ତୀବ୍ରତର ସହ…

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌ ସୁଲିଭାନ୍‌ ସୋମବାର ଏହା କହିଛନ୍ତି। ଆଇଆଇଟି ଦିଲ୍ଲୀରେ ଉଦ୍‌ବୋଧନ ଦେଇ ସୁଲିଭାନ୍‌ କହିଛନ୍ତି, ଦିବଙ୍ଗତ…

୯୦ ବାଂଲାଦେଶୀ ଗଲେ, ୯୫ ଭାରତୀୟ ମତ୍ସ୍ୟଜୀବୀ ଫେରିଲେ

ପାରାଦୀପ,୭।୧(ଶରତ ରାଉତ):ପାରାଦୀପରେ ଡିସେମ୍ବର ୧୦ରୁ ଅଟକ ଥିବା ୭୮ ବାଂଲାଦେଶୀ ମତ୍ସ୍ୟଜୀବୀ ଓ ୨ ବୋଟ ସୋମବାର ପ୍ରତ୍ୟୁଷରେ ସ୍ବଦେଶ ଫେରିଯାଇଛନ୍ତି। ସେମାନଙ୍କ ସହ ପୂର୍ବରୁ କୋଲକାତାରେ ଅଟକ ଥିବା ୧୨ ମତ୍ସ୍ୟଜୀବୀଙ୍କୁ ମଧ୍ୟ ପଠାଇ ଦିଆଯାଇଛି। ଜବାବରେ ବାଂଲାଦେଶରେ ଅଟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri