Home

ଭତ୍ରାଡ୍ୟାମ୍‌ରେ ୧୦ ବିଦେଶୀ ପ୍ରଜାପତିର ପକ୍ଷୀ

ଭବାନୀପାଟଣା,୬।୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଡିସେମ୍ବର ଶେଷ ସପ୍ତାହରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁର ଆରମ୍ଭରୁ ପ୍ରାୟ ୧୦ରୁ ଅଧିକ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡିର ଜୁନାଗଡ଼ ବ୍ଲକ ଭତ୍ରାଡ୍ୟାମ୍‌। ଏବେ ଉକ୍ତ ଡ୍ୟାମ୍‌ ପ୍ରାୟ…

ଭାରତରେ ପ୍ରବେଶ କଲା ଚାଇନାର ଏଚ୍‌ଏମ୍‌ପିଭି ଭାଇରସ୍‌: ୮ ମାସର ଝିଅ ସଂକ୍ରମିତ

ବେଙ୍ଗାଲୁରୁ,୬।୧: ଚାଇନାର ହ୍ୟୁମାନ୍‌ ମେଟାନ୍ୟୁମୋଭାଇରସ (ଏଚ୍‌ଏମ୍‌ପିଭି) ଭାଇରସ୍‌ ଭାରତରେ ପହଞ୍ଚିଛି। ଏହାର ପ୍ରଥମ ମାମଲା ବେଙ୍ଗାଲୁରୁରୁ ଆସିଛି। ସୂଚନାନୁସାରେ, ଜଣେ ୮ ମାସର ଝିଅ ଏହା ଦ୍ୱାରା ସଂକ୍ରମିତ ହୋଇଛି। ଏହି ମାମଲା ସହରର ବାପ୍ଟିଷ୍ଟ ହସ୍ପିଟାଲରେ ଜଣାପଡିଥିଲା। ରାଜ୍ୟ ସ୍ବାସ୍ଥ୍ୟ…

ବର୍ଡର-ଗାଭାସ୍କର ଟ୍ରଫି ଶେଷ ହେବାମାତ୍ରେ ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌ଙ୍କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୬।୧୨: ସିଡନୀରେ ଖେଳାଯାଇଥିବା ୨୦୨୫ର ପ୍ରଥମ ଟେଷ୍ଟରେ ପରାଜୟ ସହିତ ଭାରତୀୟ ଦଳ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ ହରାଇଲା। ବର୍ତ୍ତମାନ ଏହି ସିରିଜରେ ପରାଜୟ ପରେ ଟିମ ଇଣ୍ଡିଆର ଅଲରାଉଣ୍ଡର ଋଷି ଧାୱନ ଅବସର ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆ…

ଧରାପଡିଲା ପାକିସ୍ତାନର ମିଛ, BLA ଜାରି କଲା ଆତ୍ମଘାତୀ ବମ୍ବରଙ୍କ ଫଟୋ

ଇସଲାମାବାଦ,୬।୧: ପାକିସ୍ତାନର ମିଥ୍ୟା ପୁଣି ଥରେ ପ୍ରକାଶ ପାଇଛି। ଶନିବାର (ଜାନୁୟାରୀ ୪, ୨୦୨୫) ପାକିସ୍ତାନର ବାଲୁଚିସ୍ତାନର ତୁର୍ବତ ଅଞ୍ଚଳରେ ଏକ ସେନା କନଭେନରେ ଆତ୍ମଘାତୀ ଆକ୍ରମଣ କରାଯାଇଥିଲା। ଏହି ଆତ୍ମଘାତୀ ଆକ୍ରମଣ ପରେ ପାକିସ୍ତାନର ପ୍ରାରମ୍ଭିକ ରିପୋର୍ଟରେ କୁହାଯାଇଛି ଯେ…

ଗିରଫ ହେଲେ ପ୍ରଶାନ୍ତ କିଶୋର

ପାଟନା,୬।୧: ଜନ ସୁରଜ ପାର୍ଟିର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କୁ ପୋଲିସ ଗିରଫ କରିଛି। ପାଟନା ଜିଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତାଙ୍କୁ ଗିରଫ କରିବା ପୂର୍ବରୁ ପୋଲିସ ତାଙ୍କୁ ଅଟକ ରଖିଥିଲା।ଗିରଫ କରିବା ପୂର୍ବରୁ ପୋଲିସ ତାଙ୍କୁ ଅଟକ…

ଏଇ ଭାରତରେ

ସହରର ଡମ୍ପୟାର୍ଡ କଥା ଶୁଣିଲେ ଲୋକେ ନାକ ଟେକନ୍ତି। ସେହି ପୂତ୍ତିଗନ୍ଧମୟ ସ୍ଥାନ ବାଟ ଦେଇ ଯିବାକୁ ଘୃଣା କରନ୍ତି। କିନ୍ତୁ ମାଙ୍ଗାଲୋର ବାସିନ୍ଦା ଜିଥ୍‌ ମିଲାନ ରୋକେ ଡମ୍ପୟାର୍ଡକୁ ସବୁଜ ଜଙ୍ଗଲ କରି ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେ…

ଡିଜିଟାଲ ଯୁଗରେ ଭାରତୀୟ ସଂସ୍କୃତି

ସାମାଜିକ ଗଣମାଧ୍ୟମ ସୂଚନା ପ୍ରସାରଣକୁ ସହଜ କରିଦେଇଛି ସତ, କିନ୍ତୁ ଏହା ଭୁଲ୍‌ ତଥ୍ୟକୁ ଅଧିକ ମାତ୍ରାରେ ବିସ୍ତାର କରୁଛି। ଭାରତୀୟ ସଂସ୍କୃତିର ସଂରକ୍ଷଣ ତଥା ସୁରକ୍ଷା ପାଇଁ ସାମାଜିକ ଗଣମାଧ୍ୟମର ବିଭିନ୍ନ ମଞ୍ଚରେ ଠିକ୍‌ ତଥା ନିିର୍ଭରଯୋଗ୍ୟ ସୂଚନା ସୁନିଶ୍ଚିତ…

କୃଷକ ରେଜିଷ୍ଟ୍ରି: ବିତର୍କ ହେଉ

ଡିସେମ୍ବର ୨୮ ତାରିଖ ୨୦୨୪ରେ ଓଡ଼ିଶାର ପ୍ରମୁଖ ଖବରକାଗଜମାନଙ୍କରେ ବିଜ୍ଞାପନ ପ୍ରକାଶ ପାଇଛି ଯେ ଜାନୁଆରୀ ୧ତାରିଖରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ କୃଷକ ରେଜିଷ୍ଟ୍ରି କାର୍ଯ୍ୟ ଆରମ୍ଭ ହେବ। ସେଥିପାଇଁ ପଞ୍ଚାୟତସ୍ତରୀୟ କ୍ୟାମ୍ପକୁ କୃଷକମାନେ ଆଧାର କାର୍ଡ, ଭୂଲେଖ ପଟ୍ଟା, ଆଧାର…

କେବଳ ପୁରୁଷ ନୁହେଁ

ଗୋଟେ ଧାରଣା ରହିଆସିଛି ଯେ, ପୁରୁଷମାନେ ଆକ୍ରମଣକାରୀ ଓ କଠୋର ହୋଇଥିବା ବେଳେ ମହିଳାମାନେ ସର୍ବଦା ପୀଡ଼ିତା। ଯେତେବେଳେ କୌଣସି ମହିଳାଙ୍କୁ ନେଇ ଘରୋଇ ହିଂସା ଦେଖାଦେଇଥାଏ ସେତେବେଳେ କନ୍ୟା ପକ୍ଷ ବରପକ୍ଷ ଉପରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଥାଆନ୍ତି। ଭାରତରେ…

ପୁଣି ଆଳୁ ଦେଲା ଟେନଶନ୍‌, କିଲୋ ପିଛା ୧୦ଟଙ୍କା ବଢିଲା

ଭୁବନେଶ୍ୱର, ୬।୧: ବଜାରରେ ପୁଣି ବଢିଛି ଆଳୁ ଦର। ମଝିରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀ ଆଳୁ ଅଟକାଇ ଦେଇଥିବାରୁ ଆଳୁ ଦର ୫୦ ଟଙ୍କା ଯାଏ ବଢିଥିଲା। ହେଲେ ଗତକାଲି ଠାରୁ ହଠାତ ଅତି ଦରକାରୀ ପରିବା ଆଳୁ କିଲୋ…

ପତଞ୍ଜଳିର ୩୦ତମ ପୂର୍ତ୍ତି ଉତ୍ସବ

ନୂଆଦିଲ୍ଲୀ,୬।୧ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ସଂସ୍ଥାନର ୩୦ତମ ପୂର୍ତ୍ତି ଉତ୍ସବ ରବିବାର ହରିଦ୍ୱାରର ପତଞ୍ଜଳି ୱେଲ୍‌ନେସସ୍ଥିତ ଯୋଗ ଭବନ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ପତଞ୍ଜଳି ଯୋଗପୀଠର ପରମାଧ୍ୟକ୍ଷ ସ୍ବାମୀ ବାବା ରାମଦେବ…

ବୈଦ୍ୟୁତିକ ଯାନର ବ୍ୟବହାରକୁ ସରକାରଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ,୬।୧: ବର୍ତ୍ତମାନ ସମୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବୈଦ୍ୟୁତିକ ଯାନ ( ଇଲେକଟ୍ରିକ ଭେହିକିଲ ବା ଇଭି) ର ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। ଏପରିକି ଇଭି ଯାନ କ୍ରୟ କରୁଥିବା କ୍ରେତାଙ୍କୁ ସରକାରୀ ଆର୍ଥିକ ସହାୟତା ଯୋଗାଇ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri