Home

ରତ୍ନଭଣ୍ଡାର ଗଣତି ମଣତି ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ, ୩ ମାସ ମଧ୍ୟରେ…

କଟକ,୧୨।୨: ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ନେଇ ହାଇକୋର୍ଟ ଆଜି ବଡ଼ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦିଆଯାଇଛି…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା, ଜମି ପଟ୍ଟାରେ ଲାଗିବ QR କୋଡ୍

ଭୁବନେଶ୍ବର,୧୨।୨: କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଆସିବ ନୂଆ ଜମି ପଟ୍ଟା । ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଜମି ପଟ୍ଟାରେ ଲାଗିବ କ୍ୟୁଆର କୋଡ୍ । ଇଲୋକ୍ଟ୍ରୋନିକ ଯୁକ୍ତ ହେବ ଏହି…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି। କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ…

ଛତ୍ରପୁରରେ ବନ୍ଦର ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ପୂର୍ବତନ ବିଧାୟକ ଗିରଫ

ଛତ୍ରପୁର,୧୨।୨(ଦିଲ୍ଲୀପ ସାମଲ) : ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମିଳିତ…

ଓ୍ବାଶିଂ ମେଶିନରେ ନିଆଁ ଲାଗି ୨ ମହଲାକୁ ବ୍ୟାପିଲା, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ବଜାରରେ ଏକ ୩ ମହଲା କୋଠାରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟ ହୋଇଥିବା ଜଣାପଡ଼ିଛି। ନିଆଁକୁ ସ୍ଥାନୀୟ ବାସିନ୍ଦା ଆୟତ୍ତ କରିବାକୁ ପ୍ରୟାସ କରିଥିଲେ ସୁଦ୍ଧା ବିପଦ ପରିସ୍ଥିତି…

ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବେ ବୈଭବ ସୂର୍ଯ୍ୟବଂଶୀ: ଜାରି ହେଲା ଆଡମିଟ କାର୍ଡ, କମ୍‌ ଉପସ୍ଥାନ ସତ୍ତ୍ୱେ…

ନୂଆଦିଲ୍ଲୀ,୧୨।୨: ଆଜିକାଲି ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଚର୍ଚ୍ଚାରେ ଅଛନ୍ତି। ମାତ୍ର ୧୪ ବର୍ଷ ବୟସରେ ସାରା ବିଶ୍ୱର ବୋଲରଙ୍କୁ ଧରାଶାୟୀ କରିଛନ୍ତି। ସେ ତାଙ୍କ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ତାଙ୍କୁ ଏବେ କେବଳ ପଡ଼ିଆରେ ନୁହେଁ ବରଂ ପରୀକ୍ଷାରେ…

ଓକିଲଙ୍କ ବଡ଼ ଖୁଲାସା, ପୀତବାସଙ୍କ ସିକ୍ରେଟ୍‌ ଚାମ୍ବରରେ ଥିଲା ବିକ୍ରମ ପଣ୍ଡାଙ୍କ ଆପତ୍ତିଜନକ ଫଟୋ!

ଵ୍ରହ୍ମପୁର,୧୨ା୨(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ଘଟଣା ପଛର ରହସ୍ୟ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଦିନ ଗଡୁଥିବା ବେଳେ ହତ୍ୟାର ପ୍ରକୃତ କାରଣ ସ୍ପଷ୍ଟ ହୋଇପାରି ନାହିଁ । …

ବନ୍ଦକୁ ନେଇ ମନ୍ତ୍ରୀଙ୍କୁ କଡ଼ା କାଉଣ୍ଟର କଲେ ବିଧାୟକ ଅରୁଣ ସାହୁ, କହିଲେ ଶାସକ ଦଳକୁ ସବୁ…

ଭୁବନେଶ୍ୱର,୧୨ା୨: ବନ୍ଦ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ବୟାନକୁ ନେଇ କଡ଼ା କାଉଣ୍ଟର କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି, ବିଜୁ ଶ୍ରମିକ ସାମ୍ମୁଖ୍ୟ ସମର୍ଥନ ଜଣାଇଛି, ଦେଶରେ ଶ୍ରମିକଙ୍କ ସଂଖ୍ୟା ଅଧିକ। ଶାସକ ଦଳରେ ରହିଲେ,…

ମୋରଡ଼ାରେ ଭାରତ ବନ୍ଦର ପ୍ରଭାବ

ମୋରଡ଼ା,୧୨ା୨(ସ୍ମାରକ ମାଜୀ): ଗୁରୁବାର ସିପିଆଇ(ଏମ୍‌)ର ଶ୍ରମିକ, କୃଷକ ଓ କ୍ଷେତ ମଜଦୁର ସଂଘ ତରଫରୁ ବିଭିନ୍ନ ଦାବି ନେଇ ଭାରତ ବନ୍ଦ ଡାକରା ଦିଆଯାଇଛି ଦିଆଯାଇଛି। ଫଳରେ ଯାନବାହନ, ଦୋକାନ ବଜାର ବନ୍ଦ ରହିଥିବା ଦେଖାଦେଇଛି। ତେବେ ମୟୂରଭଞ୍ଜ ଜିଲାର ମୋରଡ଼ା…

ଶ୍ରମିକ ବିରୋଧୀ ନୀତି ପ୍ରତିବାଦ: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର,୧୨।୨(ସୁନିଲ କୁମାର ମହାନ୍ତି): କେନ୍ଦ୍ରୀୟ ଟ୍ରେଡ ୟୁନିଅନ ତରଫରୁ ଦିଆଯାଇଥିବା ସର୍ବଭାରତୀୟ ଭାରତ ବନ୍ଦ ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲାରେ ଗୁରୁବାର ବନ୍ଦ ପାଳନ ସଫଳ ହୋଇଛି। ୟୁନାଇଟେଡ ଟ୍ରେଡ ୟୁନିୟନ ଅଫ ବଲାଙ୍ଗୀରର ଅଧ୍ୟକ୍ଷ ବିଭୁଦତ୍ତ ମିଶ୍ର,ଏଆଇଡିଏସଓର ସୁନୀଲ ଭୋଇ, ଏଆଇଟିୟୁସିର…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ ଦେଖିବାକୁ ମିଳିଛି l ବିଭିନ୍ନ ଟ୍ରେଡ଼ ଶ୍ରମିକ ୟୁନିୟନ ପକ୍ଷରୁ ଭଦ୍ରକ ବନ୍ତ…

ଯାଜପୁରରେ ଭାରତ ବନ୍ଦର ପ୍ରଭାବ: ଏଆଇଟିୟୁସି କର୍ମୀଙ୍କ ରାସ୍ତା ଅବରୋଧ, କେନ୍ଦ୍ର ସରକାରଙ୍କ…

ଧର୍ମଶାଳା,୧୨ା୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳୁଛି । ଷୋହଳ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ବିଭିନ୍ନ ଟ୍ରେଡ ୟୁନିୟନ ପକ୍ଷରୁ ଶତାଧିକ କାର୍ଯ୍ୟକର୍ତ୍ତାମାନେ ରାସ୍ତା ଅବରୋଧ କରି କେନ୍ଦ୍ର ସରକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri