ପ୍ରଧାନମନ୍ତ୍ରୀ ମୋଦି-ପୁଟିନଙ୍କ କାର କୂଟନୀତି: ଚାହିଁ ରହିଗଲା ସାରା ବିଶ୍ୱ
ବିଶ୍କେକ୍,୧ା୯: ବିଶ୍କେକ୍ରେ ଅନୁଷ୍ଠିତ SCO ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଦୁଇ ନେତା ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ ଆଲୋଚନା କରିଛନ୍ତି। ଏହି ସମୟରେ ମୋଦି ଏବଂ ପୁଟିନଙ୍କ ମଧ୍ୟରେ ‘କାର କୂଟନୀତି’…
ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ
ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ, ମୁଖ୍ୟ ବକ୍ତା ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…
ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…
ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ ଡିହାଇଡ୍ରେସନ ପରେ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ମୁମ୍ବାଇ ଅଣାଯାଇଥିଲା ଏବଂ ସେ…
ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ
ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ। ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ୟଯାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ବୈଠକରେ…
ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ
ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ ତାହା ଅସମାହିତ ରହିଛି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଥମିବାର ନାଁ…
ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…
ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ବଜାର ଗାନ୍ଧୀ ଛକଠାରେ ଏନଏସି କାର୍ଯ୍ୟ ର୍ନିବାହୀ ଅଧିକାରୀ ଅବିନାଶ ମିଶ୍ର ସ୍ବାଗତ…
ଅମରନାଥଙ୍କୁ ପିଟିଲା କାର୍, ଚାଲିଗଲା ଜୀବନ
ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ରବିବାର ରାତିରେ ଅମରନାଥ…
ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…
ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍ରୁ ଅବସର ଘୋଷଣା କରିଛନ୍ତି। ଏଣିକି ସେ ଆର୍ଜେଣ୍ଟିନାର ଜର୍ସିରେ ମଇଦାନକୁ ଓହ୍ଲାଇବେ ନାହିଁ। ମେସି ନିଜର ଇନଷ୍ଟାଗ୍ରାମ ମାଧ୍ୟମରେ…
ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ
ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର ଗଞ୍ଜାମ ଜିଲା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ତାଲିମ ଶିବିର ଅନୁଷ୍ଠିତ…
ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…
ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ I ମୃତ ମହିଳା ଜଣକ ହେଲେ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ…
ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ
ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଯୁବକ ଜଣକ ହେଉଛନ୍ତି ହେଇଛନ୍ତି ପାଟଣା…
ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର
ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି। ଏହି ଅବସରରେ ତାଙ୍କର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ ହୋଇଛି।…

