ନାଳରୁ ଧରାପଡ଼ିଲା ୭ ଫୁଟର ବଉଳା କୁମ୍ଭୀର, ଲୋକେ ଆତଙ୍କିତ
ଭୋଗରାଇ,୮ା୧୧(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବିଚିତ୍ରପୁର ଇକୋ ଟୁରିଜିମ୍ ନିକଟ ସମୁଦ୍ରକୁ ଲାଗିଥିବା ଏକ ନାଳରୁ ୭ ଫୁଟ ୬ ଇଞ୍ଚ ଲମ୍ବର ଏକ ବଉଳା କୁମ୍ଭୀରକୁ ଭିତରକନିକା ଓ ଉଦୟପୁର ବନବିଭାଗ ମିଳିତ ଭାବେ କୌଶଳକ୍ରମେ ଗୁରୁବାର…
ବିଧାନସଭାରେ ଠେଲାପେଲା: ବିଧାୟକଙ୍କୁ ଘୋଷାଡି ନେଲେ
ଶ୍ରୀନଗର,୮।୧୧: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଫେରାଇ ଆଣିବା ପାଇଁ କେନ୍ଦ୍ରଶାଶସିତ ଅଞ୍ଚଳର ବିଧାନସଭାରେ ସଂକଳ୍ପନାମା ପାରିତ ହେବାର ଦିନକ ପରେ ଗୃହରେ ହାଇଡ୍ରାମା ଦେଖିବାକୁ ମିଳିଛି। ଆଜି ଗୃହରେ ପୁଣି ଥରେ ଏକ ବଡ଼…
ଭାରତ ଆଗରେ ମୁଣ୍ଡ ନୁଆଁଇଲା ପାକିସ୍ତାନ: ଏହି କଥାରେ ହେଲା ରାଜି
ନୂଆଦିଲ୍ଲୀ,୮।୧୧: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନରେ ଖେଳାଯିବ। କିନ୍ତୁ ଏହି ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ମ୍ୟାଚ କେଉଁଠାରେ ଖେଳାଯିବ ତାହା ସ୍ପଷ୍ଟ ହୋଇନାହିଁ। ଭାରତୀୟ ଟିମ୍ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ଏପର୍ଯ୍ୟନ୍ତ ରାଜି ହୋଇନାହିଁ। ଏହାକୁ ଦୃଷ୍ଟିରେ ଏବେ…
ଏଣିକି ତହସିଲ, ସବ୍ରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ମତାମତ ଦେଇପାରିବେ ଆଗନ୍ତୁକ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର,୮ା୧୧: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଦରଜ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି।…
ସନ୍ନ୍ୟାସ ନେବେ ଦିନିକିଆର ନମ୍ବର ୧ ଅଲରାଉଣ୍ଡର, ଚମକାଇଲା ନିଷ୍ପତ୍ତି
ନୂଆଦିଲ୍ଲୀ,୮।୧୧: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ପରେ ଭେଟେରାନ ଆଫଗାନିସ୍ତାନ କ୍ରିକେଟର ମହମ୍ମଦ ନବୀ ଦିନିକିଆ କ୍ରିକେଟରୁ ଅବସର ନେବେ। ନବୀ ବର୍ତ୍ତମାନ ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗରେ ନମ୍ବର ୧ ଅଲରାଉଣ୍ଡର। ସେ ୨୦୦୯ରେ…
ଆସନ୍ତା ନିର୍ବାଚନରେ ତାଙ୍କ ଖେଳ ଖତମ୍: କାହାକୁ ନେଇ ଏମିତି କହିଲେ ଏଲନ ମସ୍କ
କାଲିଫର୍ନିଆ,୮।୧୧: ଭାରତ-କାନାଡା ସମ୍ପର୍କ ସୁଧୁରିନାହିଁ। ଏଥି ସହିତ ଆମେରିକାରେ ମଧ୍ୟ ସ୍ପଷ୍ଟ ହୋଇଛି ଯେ, ନୂତନ ରାଷ୍ଟ୍ରପତି କିଏ ହେବେ। ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ମଧ୍ୟରେ ଟେସଲା ସିଇଓ ତଥା ବିଲିୟନେୟାର ଏଲନ ମସ୍କ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଉପରେ…
ସଲମାନଙ୍କୁ ପୁଣି ହତ୍ୟା ଧମକ, ସାହସ ଅଛି ତ ବଞ୍ଚାଅ
ମୁମ୍ବାଇ,୮ା୧୧: ବଲିଉଡ୍ ଅଭିନେତା ତଥା ମୋଷ୍ଟ ବ୍ୟାଚଲର ସଲମାନ ଖାନ୍ଙ୍କୁ ପୁଣି ହତ୍ୟା ଧମକ ମିଳିଛି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ପୁଣି ସଲମାନଙ୍କୁ ହତ୍ୟା ଧମକ ଦେଇଛି। ମୁମ୍ବାଇ ଟ୍ରାଫିକ୍ କଣ୍ଟ୍ରୋଲ୍ ରୁମ୍କୁ ଏପରି ଧମକପୂର୍ଣ୍ଣ ମେସେଜ୍ ଆସିଛି। ଏନେଇ ଓ୍ବାର୍ଲି…
ଠେଙ୍ଗାବାଡ଼ି ଧରି ଦେଶୀ ମଦଭାଟି ଭାଙ୍ଗିଲେ ମହିଳା, ଶୋଇ ରହିଛି ଅବକାରୀ ବିଭାଗ
ଜି.ଉଦୟଗିରି,୮ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି କକଟୀ ପଦାସାହିର ଉଦୟଜ୍ୟୋତି ମହିଳା ମହାସଂଘ ତରଫରୁ ତୃତୀୟ ଦିନରେ ମଦ ବିରୋଧୀ ଆନ୍ଦୋଳନକୁ ଉଗ୍ର ରୂପ ସହ ଜୋରଦାର କରାଯାଇଛି। ଶୋଇ ରହିଛି ଅବକାରୀ ବିଭାଗ। ମହାସଂଘ ମହିଳାମାନେ ପୂର୍ବ ଦୁଇ…
ଭାଜପା ରାଜ୍ୟରେ ସରକାର ଗଢ଼ିଛିି, ହେଲେ ସରକାର ଚଳାଇବା ନୀତି ଦଳକୁ ଜଣାନାହିଁ: ସୋଫିଆ
କଟକ ଜିଲା ବାରବାଟୀ-କଟକ ବିଧାନସଭା ନିର୍ବାଚନମଣ୍ଡଳୀରୁ ଚଳିତବର୍ଷ କଂଗ୍ରେସ ଟିକେଟରେ ଲଢ଼ି ସୋଫିଆ ଫିର୍ଦ୍ଦୋସ୍ ପ୍ରଥମଥର ପାଇଁ ବିଧାୟିକା ହୋଇଛନ୍ତି। ସେ ଭାଜପାର ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୮,୦୦୧ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି। ସୋଫିଆ ୫୩,୩୩୯ ଖଣ୍ଡ ଭୋଟ ପାଇଥିବା…
ସୁନା ୨୦୦୦, ରୁପା ୫୦୦୦ ଟଙ୍କା, ପ୍ଲାଟିନମ- ହୀରା ମୂଲ୍ୟ ବି କମିଲା
ଭୁବନେଶ୍ୱର,୮।୧୧: (ଅଭୟ ଦାଶ): ପାର୍ବଣ ପୂର୍ବରୁ ଘରୋଇ ବଜାରରେ ମୂଲ୍ୟବାନ୍ ଅଳଙ୍କାରର ଦର ଆକାଶଛୁଆଁ ଥିଲାବେଳେ ପାର୍ବଣ ପରେ ଦର କମିବାରେ ଲାଗିଛି। ଏପରିକି ଗତ ସପ୍ତାହ ହେଲା ମୂଲ୍ୟବାନ ଅଳଙ୍କାର ମୂଲ୍ୟ ହ୍ରାସ ପାଉଛି। ଫଳରେ ଧନ୍ତେରସ୍ ବେଳେ ଭୁବନେଶ୍ୱରରେ…
ଏଇ ଭାରତରେ
ପଞ୍ଜାବର ଭଟିଣ୍ଡା ଜିଲାର ବାଲୋ ଗାଁର ବୟସ୍କମାନେ ସେମାନଙ୍କ ପରିଚୟ ନିଶ୍ଚିତ କରିବାକୁ ଆଉ ଟିପଚିହ୍ନ ଦେଉନାହାନ୍ତି। ସେମାନେ ସାକ୍ଷର ହୋଇ ପଞ୍ଜାବୀ କିମ୍ବା ଇଂଲିଶରେ ଦସ୍ତଖତ କରିପାରୁଛନ୍ତି। ବୟସ୍କମାନେ ପିଲାଙ୍କ ଭଳି ପ୍ରତିଦିନ ସ୍କୁଲକୁ ଯାଉଛନ୍ତି, ଯାହାର ନାମ ହେଉଛି…
ପ୍ରଦୂଷଣ ଭୟାବହତା
ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳରେ କିଛିଦିନ ତଳେ ପ୍ରଦୂଷଣ ସାଂଘାତିକ ସ୍ଥିତିରେ ପହଞ୍ଚତ୍ବା ପରେ ଏହାର ପ୍ରତିକାର ପାଇଁ ବିଭିନ୍ନ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଯାଇଛି। ଶୀତକାଳୀନ କୁହୁଡ଼ି ସହ ପ୍ରଦୂଷଣ ଏକ ପ୍ରକାର ଭୟଙ୍କର ପରିବେଶ ସୃଷ୍ଟି କରିଛି। ଦିଲ୍ଲୀ, ପଞ୍ଜାବ,…
Archives


