Home

ଥଣ୍ଡା ପାନୀୟରେ ନିଶା ଦେଇ ବଳାତ୍କାର ଅଭିଯୋଗ: ଗିରଫ ହେଲେ ଛାତ୍ର କଂଗ୍ରେସ ସଭାପତି

ଭୁବନେଶ୍ୱର,୨୧ା୭: ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳାତ୍କାର କରିବା ଅଭିଯୋଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପୋଲିସ ରବିବାର ରାତିରେ ଗିରଫ କରିଛି। ଏନେଇ ଥାନାରେ ବିଏନ୍‌ଏସ୍‌ ଦଫା…

ଆଜିଠୁ ସଂସଦର ମୌସୁମୀ ଅଧିବେଶନ: ଉଠିପାରେ ଏସ୍‌ଆଇଆର୍‌, ଟ୍ରମ୍ପ୍‌ ଝଡ଼

ନୂଆଦିଲ୍ଲୀ,୨୧ା୭(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଥିବାବେଳେ ଏହାର ଦିନକ ପୂର୍ବରୁ ରବିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଡକାଯାଇଥିବା ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପହଲଗାମ୍‌ ଆକ୍ରମଣ, ଅପରେଶନ ସିନ୍ଦୂର ଓ ଭାରତ- ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି କରାଇଥିବା ନେଇ…

ଏଇ ଭାରତରେ

ସମସ୍ୟା ସମାଧାନ ନ ହେଲେ ସମସ୍ତେ ବିରୋଧ କରନ୍ତି। ଏଥିପାଇଁ କେହି କେହି ଆଇନର ଆଶ୍ରୟ ନିଅନ୍ତି ତ କେହି ଅନୁରୋଧ କରନ୍ତି। ହେଲେ ବେଳେବେଳେ ଲୋକେ ଏଭଳି ଅଜବ ଢଙ୍ଗରେ ବିରୋଧ ପ୍ରଦର୍ଶନ କରନ୍ତି ଯେ ତାହା ସମସ୍ତଙ୍କ ଦୃଷ୍ଟି…

ମାଗଣା ଲଙ୍କା

ପ୍ରଥମ ଥର ନିଜେ ନିଜେ ହାଟକୁ ଯାଉଥିବାରୁ ପରିବା କିଣା ବିଷୟରେ ପତ୍ନୀ ଦେଇଥିବା ଜ୍ଞାନକୁ ଘୋଷି ହେଉଥାଏ – ପରିବା କିଣିବା ପୂର୍ବରୁ ଆଗ ହାଟ ସାରା ବୁଲି ବିଭିନ୍ନ ଜାଗାରୁ ରେଟ୍‌ ବୁଝିବ। ଦୋକାନୀ ଯୋଉ ପରିବା ନିଜେ…

ଶାନ୍ତି ପ୍ରୟାସର ଆହ୍ବାନ

ଚେତନତା ଅଭାବରୁ କୋର୍ଟ କଚେରି, ଥାନାର ଭୟ ଦେଖାଇ କିଛି ଖଳପ୍ରକୃତିର ବ୍ୟକ୍ତି ସାଧାରଣ ଜନତାଙ୍କୁ ଭୟଭୀତ କରନ୍ତି ଏବଂ ପରେ ଡାହାଣୀ ହୋଇ ଲାଗିବା ଓ ଗୁଣିଆ ହୋଇ ଛଡ଼ାଇବା ନୀତିରେ ମଧ୍ୟସ୍ଥି ହୋଇ ସେମାନଙ୍କର ସର୍ବସ୍ବ ଲୁଟନ୍ତି। ଫଳରେ…

ଜଣେ ଯୁବତୀଙ୍କୁ ବିବାହ କଲେ ଦୁଇ ଭାଇ, ବିବାହ ଦେଖି ସବୁ ଚକିତ; Video  ଦେଖିଲେ…

ହିମାଚଳ ପ୍ରଦେଶରୁ ଏକ ଅଜବ ବିବାହ ଖବରରେ ଅଛି। ଯାହାକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି। ଏଠାରେ ହାତୀ ଜନଜାତିର ଦୁଇ ଭାଇ ଜଣେ ମହିଳାଙ୍କୁ ବିବାହ କରିଛନ୍ତି, ଯାହାକୁ ପୁରୁଣା ବହୁପତି ବିବାହ ତଥା ସ୍ଥାନୀୟ ଭାଷାରେ…

ବିବାହିତା ମହିଳାଙ୍କୁ ବଳାତ୍କାର, ଗିରଫ ହେଲେ ରାୟଗଡ଼ା ଅତିରିକ୍ତ ଅଗ୍ନିଶମ ଅଧିକାରୀ

ରାୟଗଡ଼ା,୨୦।୭(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଅଗ୍ନିଶମ ବିଭାଗର ଅତିରିକ୍ତ ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କୁ ବଳାତ୍କାର ମାମଲାରେ ରାୟଗଡ଼ା ଟାଉନ ଥାନା ପୋଲିସ ରବିବାର ଗିରଫ କରିଛି। ଗିରଫ ପରେ ଡାକ୍ତରୀ ମାଇନା କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି…

ଦିଲ୍ଲୀ ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡ଼ିତା 

ଭୁବନେଶ୍ୱର,୨୦।୭: AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତା ଏୟାରଲିଫ୍ଟ ହୋଇଛନ୍ତି। ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀକୁ ଏୟାରଲିଫ୍ଟ ହୋଇଛନ୍ତି ପୀଡ଼ିତା। ଦିଲ୍ଲୀ AIIMSରେ ପୀଡ଼ିତାଙ୍କ ଅଧିକ ଚିକିତ୍ସା କରାଯିବ। ପୂର୍ବରୁ ଏୟାରଲିଫ୍ଟ ନେଇ ଏମ୍ସ ନିର୍ଦ୍ଦେଶକ ସୂଚନା ଦେଇ କହିଥିଲେ ଯେ, ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥାରେ…

ଟୋଲ୍‌ପ୍ଲାଜା ବୁଥ୍‌ ଉପରକୁ ଚଢ଼ିଗଲା କାର୍‌: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ବୈଶିଙ୍ଗା,୨୦ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ପଦ୍ମନାଭପୁର ଟୋଲ୍‌ପ୍ଲାଜା ନିକଟରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି…

ସାଉଦି ଆରବର ‘ସ୍ଲିପିଂ ପ୍ରିନ୍ସ’ଙ୍କ ଦେହାନ୍ତ; ୨୦ ବର୍ଷ ଧରି ଥିଲେ କୋମାରେ, ଜାଣନ୍ତୁ କିଏ ଥିଲେ…

ରିଆଧ,୨୦।୭: ସାଉଦୀ ଆରବର ‘ସ୍ଲିପିଂ ପ୍ରିନ୍ସ’ ଆଲୱାଲିଦ ବିନ ଖାଲିଦଙ୍କର ୨୦ ବର୍ଷ କୋମାରେ ରହିବା ପରେ ଦେହାନ୍ତ ହୋଇଛି। ସେ ସାଉଦି ରାଜ ପରିବାରର ସଦସ୍ୟ ତଥା ବିଶ୍ୱବ୍ୟାପୀ ‘ସ୍ଲିପିଂ ପ୍ରିନ୍ସ’ ନାମରେ ଜଣାଶୁଣା ଥିଲେ। ୨୦୦୫ ମସିହାରେ ମାତ୍ର…

ଅବ୍ୟବସ୍ଥା ଘେରରେ କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ: ଖାଲିପଡ଼ିଛି ଅନେକ ପଦବୀ, ଲୋକେ ପାଉନାହାନ୍ତି ସେବା

କର୍ଲାମୁଣ୍ଡା,୨୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅବ୍ୟବସ୍ଥା ଘେରରେ ରହୁଥିବାରୁ ଲୋକେ ଉପଯୁକ୍ତ ସମୟରେ ସରକାରୀ ସେବାଗୁଡ଼ିକ ଠିକ୍‌ ଭାବେ ପାଇପାରୁ ନ ଥିବା ଅଭିଯୋଗ ହେଉଛି। ୧୨ଟି ପଞ୍ଚାୟତକୁ ନେଇ ଗଠିତ ଏହି ବ୍ଲକରେ ଅନେକ ଗୁଡ଼ିଏ…

ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍‌ ନୋଟ୍‌ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…

ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍‌ ନୋଟ୍‌ରେ ସ୍ବାମୀ ଆଉ ପ୍ରେମିକାଙ୍କୁ ଦାୟୀ କରି ନ୍ୟାୟ ମାଗିଛନ୍ତି। ଏପରି ଅଭାବନୀୟ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?