ପ୍ରଥମେ ବଳାତ୍କାର ପରେ ବୁଝାମଣା…ଯୌନ ଉତ୍ପିଡନ ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୭।୧୧: ରାଜସ୍ଥାନ ହାଇକୋର୍ଟଙ୍କ ସେହି ଆଦେଶକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି ଯେଉଁଥିରେ ଆପୋଷ ବୁଝାମଣା ଆଧାରରେ ଯୌନ ଉତ୍ପୀଡ଼ନ ମାମଲା ରଦ୍ଦ ହୋଇଯାଇଥିଲା। କୋର୍ଟ କହିଛନ୍ତି ଯେ ଅଭିଯୋଗକାରୀ ଏବଂ ଅଭିଯୁକ୍ତଙ୍କ ମଧ୍ୟରେ ଆପୋଷ ବୁଝାମଣା ହୋଇଛି ବୋଲି ଆଧାର କରି…
ମନ ଇଚ୍ଛା ବଦଳାଇ ପାରିବେନି ସରକାରୀ ଚାକିରିର ନିୟମ, ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୭।୧୧: ସରକାରୀ ଚାକିରି ପାଇଁ ନିଯୁକ୍ତି ପ୍ରକ୍ରିୟାର ନିୟମରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାରୀ ଚାକିରି ପ୍ରକ୍ରିୟା ଆରମ୍ଭ ହେବା ପରେ ନିୟମ ପରିବର୍ତ୍ତନ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ୫ଜଣ ବିଚାରପତିଙ୍କ ସମ୍ବିଧାନ ବେଞ୍ଚ ସମ୍ମୁଖରେ…
ଆମ ବାର ବର୍ଷର ତପସ୍ୟା ଶୁଖୁଆ ପୋଡ଼ାରେ ଶେଷ କରିଦେଲେ; କାହିଁକି ଏମିତି କହିଲେ ନବୀନ…
ଭୁବନେଶ୍ୱର,୭।୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର ତପସ୍ୟାକୁ…
ଗ୍ରାମବାସୀଙ୍କ ଅଭିଯୋଗକୁ ବ୍ଲକ ଅଧ୍ୟକ୍ଷାଙ୍କ ଚ୍ୟାଲେଞ୍ଜ, ଖବରଦାତା ସମ୍ମିଳନୀରେ କହିଲେ ରାଜନୈତିକ…
ତିହିଡ଼ି,୭ା୧୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧ୍ୟକ୍ଷା ଏବଂ ତାଙ୍କ ସ୍ବାମୀ ବିଭିନ୍ନ ଦୁର୍ନୀତିରେ ସମ୍ପୃକ୍ତ ଥିବା ନେଇ ଅଭିଯୋଗ ହୋଇଥିଲା। ବ୍ଲକର କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମର ଅଧିବାସୀମାନେ ଏକ ଖବରଦାତା ସମ୍ମିଳନୀରେ ଏହି ଅଭିଯୋଗ କରି…
ଝିଅଙ୍କୁ ସ୍କୁଲରେ ଛାଡ଼ି ପାରିଲେନି, ଟ୍ରଲର ଚକା ତଳେ ଚାଲିଗଲା ବାପାଙ୍କ ଜୀବନ
ସୁନ୍ଦରଗଡ଼,୭।୧୧(ଜୟ ନାରାୟଣ ମେଣ୍ଡୁଳି): ଝିଅକୁ ସ୍କୁଲରେ ଛାଡ଼ିି ଅନ୍ୟ କୌଣସି କାମରେ ଯିବା ଲାଗି ଥିଲା ଯୋଜନା। ଏଥିପାଇଁ ମା’ ବାପା ଓ ଝିଅ ବାଇକ୍ରେ ବାହାରିଥିଲେ। ହେଲେ ଝିଅ ସ୍କୁଲରେ ପହଞ୍ଚିବା ପୂର୍ବରୁ ଘଟିଗଲା ମର୍ମନ୍ତୁଦ ଦୁର୍ଘଟଣା। ମା’ ଝିଅଙ୍କ…
ପିଲାଙ୍କୁ ପାଳି କରି ଝାଡୁ ମାରିବାକୁ ନିର୍ଦ୍ଦେଶ ଦେଉଛନ୍ତି କର୍ତ୍ତୃପକ୍ଷ, ଅଭିଭାବକ ମହଲରେ ଅସନ୍ତୋଷ
ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ବିଦ୍ୟାଳୟକୁ ସରକାର ଦଣ୍ଡମୁକ୍ତ ଅଞ୍ଚଳ ଘୋଷଣା କରିଥିବାବେଳେ ଏବେ ଏକ ଅଜବ ନୀତି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଡକରବାଡ଼ି ବିଦ୍ୟାଳୟରେ। ସକାଳ ୮ ଟାରୁ ଆସି ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପରିସର, ଶ୍ରେଣୀଗୃହ…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏହି ମାସରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ…
ଭୁବନେଶ୍ୱର,୭।୧୧: ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ ଯୋଗାଣ…
ପିଡିଏସ୍ ଚାଉଳ ବଦଳରେ ବିଧବା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଲେ ଯୋଗାଣ ସହାୟକ, ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରି…
ଲୋଇସିଂହା,୭ା୧୧: ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ ରଖିବା ପାଇଁ ବାଧ୍ୟ କରିବାକୁ ଯାଇ ଜଣେ ସରକାରୀ କର୍ମଚାରୀ ପୂର୍ବରୁ ରଖିଥିବା ଏକ ଅନ୍ତରଙ୍ଗ ମୁର୍ହୂତ୍ତର ଭିଡିଓ ଭାଇରାଲ…
ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା: ଆଉ ଜଣେ ସେବାୟତଙ୍କୁ ନିଲମ୍ବନ କଲା ଶ୍ରୀମନ୍ଦିର ପ୍ରଶାସନ
ପୁରୀ ୬ା୧୧(ଅଜିତ କୁମାର ମହାନ୍ତି)-ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ସମ୍ପୃକ୍ତି ଥିବା ପନ୍ତିବଡୁ ସେବକ ଅମିତ୍ରାଂଶୁ ସାମନ୍ତରାୟ ଓରଫ ଜୁଜିକୁଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ର ୨୧- ଖ(କ) ଧାରା ଅନୁସାରେ…
ଶୁଣିଲାନି ପ୍ରଶାସନ: ୩ କିମି ରାସ୍ତା ନିର୍ମାଣ କଲେ ଗ୍ରାମବାସୀ
ଦାରିଙ୍ଗବାଡ଼ି,୭ା୧୧(ଅରୁଣ ସାହୁ): ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି…
କେନାଲ କଡ଼ରେ ପଡ଼ିଛି ଡ୍ରାଇଭରଙ୍କ ମୃତଦେହ,ତଦନ୍ତ ଆରମ୍ଭ କଲା ବରଗଡ଼ ପୋଲିସ
ବରଗଡ଼, ୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବ୍ରହ୍ମଚାରୀ ନିକଟ କେନାଲ କଡରୁ ଗୁରୁବାର ସ୍ଥାନୀୟ ଟାଉନ ଥାନା ପୋଲିସ ଜଣଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଜଣଙ୍କ ହେଲେ ବରଗଡ ପୌର ପରିଷଦ ଅଧିନ ଗଙ୍ଗାଧର ନଗର ନିବାସୀ ଗଣେଶ ଦାଶ। ସେ…
‘ତମକୁ ଦେଖିନବୁ’
କୋଲକାତା, ୭।୧୧: ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କର ଅଡ଼ୁଆ ବଢ଼ିଛି। ଗତ ମାସ ୨୭ ତାରିଖରେ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଜିଲାରେ ଭାଜପାର ଏକ ସଦସ୍ୟତା ଗ୍ରହଣ ଅଭିଯାନରେ ଉତ୍ତେଜନାମୂଳକ ଭାଷଣ ଦେଇଥିବା ଅଭିଯୋଗରେ ବୁଧବାର ତାଙ୍କ…
Archives


