Home

ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୭: ଏମ୍ସରେ ଚିକିତ୍ସାଧିନ ଥିବା ବଳଙ୍ଗା ପୀଡ଼ିତାଙ୍କୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦରକାର ପଡ଼ିଲେ ଦିଲ୍ଲୀକୁ ଏୟାର ଲିଫ୍ଟ ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୂଚନାଯୋଗ୍ୟ, ପୁରୀ ବଳଙ୍ଗାରେ ଜଣେ ବାଳିକାଙ୍କୁ କେହି କିରୋସିନ…

କନ୍ଧମାଳରେ ଲଜ୍ଜା: ପୁଣି ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ମାସିକ ସାନିଟାରୀ ପ୍ୟାଡ୍‌ ନ ନେବାରୁ…

ତୁମୁଡିବନ୍ଧ/ବାଲିଗୁଡ଼ା,୧୯।୭(ଦୀପକ କୁମାର ପରାସେଠ/ସଞ୍ଜୟ କୁମାର ପାଣିଗ୍ରାହୀ): ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ। ମାସିକ ସାନିଟାରୀ ପ୍ୟାଡ୍‌ ନ ନେବାରୁ ସନ୍ଦେହକୁ ଆସି ଡାକ୍ତରୀ ମାଇନା ପରେ ମାମଲା ରୁଜୁ କଲେ ବିଦ୍ୟାଳୟ କର୍ତ୍ତୃପକ୍ଷ। କନ୍ଧମାଳ ଜିଲାର ତୁମୁଡିବନ୍ଧ ବ୍ଳକ ଅନ୍ତର୍ଗତ ବେଲଘର…

ହିନ୍ଦୁଙ୍କୁ ନେଇ ବଡ଼ ବୟାନ ଦେଲେ କିରେନ ରିଜିଜୁ

ନୂଆଦିଲ୍ଲୀ,୧୯।୭: ଏକ ଆଲୋଚନା ସମୟରେ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ଏବଂ ସଂଖ୍ୟାଲଘୁମାନେ ଏହି ଦେଶରେ ସବୁଠାରୁ ସୁରକ୍ଷିତ। ସେ ଗୁରୁତ୍ୱାରୋପ କରିଥିଲେ ଯେ ସଂଖ୍ୟାଲଘୁମାନେ ବହୁଳ ହିନ୍ଦୁଙ୍କ ଯୋଗୁ ସମ୍ପୂର୍ଣ୍ଣ ସ୍ବାଧୀନତା…

ମୋଦି ୪୨ ଦେଶ ବୁଲିପାରୁଛନ୍ତି ହେଲେ ମଣିପୁର ଯାଇପାରୁ ନାହାଁନ୍ତି, ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କଲେ ମଲ୍ଲିକାର୍ଜୁନ

ନୂଆଦିଲ୍ଲୀ,୧୯।୭: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶନିବାର କର୍ନାଟକର ମୈସୁରୁରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ ମଣିପୁରରେ ହିଂସା ଉପରେ ପ୍ରଧାନମନ୍ତ୍ରୀ…

ବଳଙ୍ଗା ପୀଡ଼ିତାଙ୍କ ଅବସ୍ଥା ଗୁରୁତର, ବୟାନ ରେକର୍ଡ କରିବା ପରେ ପୋଲିସର ତନାଘନା 

ଭୁବନେଶ୍ୱର,୧୯।୭: ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳର ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ତାଙ୍କର ବୟାନ ରେକର୍ଡ ହୋଇଛି। ତେବେ ସ୍ଥାନୀୟ ଅଞ୍ଚଳର ସିସିଟିଭି ଯାଞ୍ଚ କରି ଛାନଭିନ୍‌ କରିବା ସହ ବୟାନ ଆଧାରରେ ତଦନ୍ତ ଆରମ୍ଭ ହୋଇଛି।…

ପ୍ରଫେସର ଦେଉଥିଲେ ନିର୍ଯାତନା ସହି ନ ପାରି ଏମିତି ନୋଟ ଲେଖି ଚରମ ନିଷ୍ପତ୍ତି ନେଲେ ଡାକ୍ତରୀ ଛାତ୍ରୀ

ନୂଆଦିଲ୍ଲୀ,୧୯।୭: ଗ୍ରେଟର ନୋଏଡାର ନଲେଜ ପାର୍କ ଥାନା ଅଞ୍ଚଳରେ ଥିବା ଶାରଦା ବିଶ୍ୱବିଦ୍ୟାଳୟର ହଷ୍ଟେଲରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ଏବେ ଶିକ୍ଷକ-ଛାତ୍ରୀଙ୍କ ସମ୍ପର୍କକୁ ନେଇ ଉଠିଛି ପ୍ରଶ୍ନ। ଶୁକ୍ରବାର ରାତିରେ ଛାତ୍ରୀ ଜଣକ ହଷ୍ଟେଲରେ ଆତ୍ମହତ୍ୟା କରିଥିଲେ। ଶନିବାର…

ସେକ୍ସ ଓ୍ବାର୍କର ପାଇଁ ମନା କରିବାରୁ ପ୍ରେମିକାଙ୍କୁ ମା’ ଭାଇଙ୍କ ସାମ୍ନାରେ ଏମିତି କଲେ ପ୍ରେମିକ

ବିଜୟଓ୍ବାଡା,୧୯।୭: ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଏକ ଲୋମଟାଙ୍କୁରା ଖବର ଆସିଛି, ଯେଉଁଠାରେ ଜଣେ ପୁରୁଷ ତାଙ୍କ ଲିଭ-ଇନ ପାର୍ଟନରଙ୍କୁ ହତ୍ୟା କରିଛନ୍ତି। କୁହାଯାଉଛି ଯେ ମହିଳା ପାର୍ଟନର ସେକ୍ସ ଓ୍ବାର୍କର ହେବାକୁ ମନା କରିବାରୁ ତାଙ୍କ ପୁରୁଷ ବନ୍ଧୁ ତାଙ୍କୁ ହତ୍ୟା କରିଛନ୍ତି।…

ଆପକୁ ଲାଗିଲା ଜବରଦସ୍ତ ଝଟକା, ସୋସିଆଲ ମିଡିଆରେ ପୋଷ୍ଟ କରି ଏହି ନେତା କହିଲେ…

ଚଣ୍ଡିଗଡ଼,୧୯।୭: ପଞ୍ଜାବ ଖରାର ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ଅନମୋଲ ଗଗନ ମାନ, ଯାହାଙ୍କୁ ପୂର୍ବରୁ ମନ୍ତ୍ରୀ ପଦରୁ ହଟାଯାଇଥିଲା, ସେ ଏବେ ତାଙ୍କ ବିଧାୟକ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ବିଧାନସଭାର ବାଚସ୍ପତି କୁଲତାର ସିଂହ ସନ୍ଧୱାନଙ୍କୁ ଶୀଘ୍ର ତାଙ୍କ…

ମା’ କାଳୀଙ୍କ ନାଁ ନେବାରୁ ମୋଦିଙ୍କ ଉପରେ ବର୍ଷିଲେ ମହୁଆ

ନୂଆଦିଲ୍ଲୀ,୧୯।୭: ପଶ୍ଚିମବଙ୍ଗର ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେବୀ କାଳୀଙ୍କ ନାମ ନେବାରୁ ତ୍ରୁଣଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଏହାକୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି ଯେ ବଙ୍ଗାଳୀ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଏପରି ପ୍ରୟାସ…

ଦାଦା-ପୁତୁରାଙ୍କ ହେବ ମିଳନ! ମହାରାଷ୍ଟ୍ର ରାଜନୀତି ପୁଣି ହଲଚଲ

ମୁମ୍ବାଇ,୧୯।୭: ପ୍ରାୟ ୨ ଦଶନ୍ଧି ପରେ ମହାରାଷ୍ଟ୍ରରେ ଠାକରେ ଭାଇମାନଙ୍କୁ ଏକାଠି ହେଉଥିବାର ଦେଖାଯାଉଛି। କଳ୍ପନାଜଳ୍ପନା ଆରମ୍ଭ ହୋଇଛି ଯେ, ଦାଦା-ପୁତୁରା ଅର୍ଥାତ୍‌ ଶରଦ ପାୱାର ଏବଂ ଅଜିତ ପାୱାର ମଧ୍ୟ ମିଳନ ହୋଇପାରିବେ। ଏହି କଳ୍ପନାଜଳ୍ପନା ପରେ, ମହାରାଷ୍ଟ୍ରର ରାଜନୀତି…

ଏସିଆ କପ ୨୦୨୫ ବୟକଟ କରିବ BCCI! ପଛରେ ରହିଛି ବଡ଼ କାରଣ

ନୂଆଦିଲ୍ଲୀ,୧୯।୭:ଏସିଆ କପ ୨୦୨୫ ଆୟୋଜନକୁ ନେଇ ସମସ୍ୟା ଦେଖାଦେଇଛି। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ଏସୀୟ କ୍ରିକେଟ ପରିଷଦ (ACC)ର ବାର୍ଷିକ ବୈଠକ ସମ୍ପର୍କରେ ଏକ ବଡ଼ ମତ ରଖିଛି। ଏହି ବୈଠକ ଜୁଲାଇ ୨୪ରେ ବାଂଲାଦେଶର ରାଜଧାନୀ ଢାକାରେ…

ତିରୁପତି ମନ୍ଦିରରୁ ହଟିଲେ ୪ ଅଣହିନ୍ଦୁ କର୍ମଚାରୀ, ପଛରେ ରହିଛି ଏହି କାରଣ…

ଅମରାବତୀ,୧୯ା୭: ଆନ୍ଧ୍ରପ୍ରଦେଶର ତିରୁମାଲା ତିରୁପତି ଦେବସ୍ଥାନମ (TTD) ମନ୍ଦିର ଅନ୍ୟ ଧର୍ମ ପାଳନ କରୁଥିବା ଅଭିଯୋଗରେ ୪ ଜଣ କର୍ମଚାରୀଙ୍କୁ ନିଲମ୍ବିତ କରିଛି। ଏହି କର୍ମଚାରୀମାନଙ୍କ ମଧ୍ୟରେ ଜଣେ ଡେପୁଟି ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର, ଜଣେ ଷ୍ଟାଫ ନର୍ସ, ଜଣେ ଫାର୍ମାସିଷ୍ଟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?