ଉଦିତ ନାରାୟଣଙ୍କ ପ୍ରଥମ ପତ୍ନୀଙ୍କ ବଡ଼ ଖୁଲାସା, ଜୋରଜବରଦସ୍ତ ଗର୍ଭପାତ…
ନୂଆଦିଲ୍ଲୀ,୧୨ା୨: ପ୍ରସିଦ୍ଧ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଉଦିତ ନାରାୟଣ ପୁଣି ଥରେ ବିବାଦରେ ଫସିଛନ୍ତି । ତାଙ୍କ ପ୍ରଥମ ପତ୍ନୀ ରଞ୍ଜନା ବିହାରର ସୁପୌଲ ଜିଲାର ମହିଳା ଥାନାରେ ଗୁରୁତର ଅଭିଯୋଗ ଆଣିଛନ୍ତି । ରଞ୍ଜନା ଦାବି କରିଛନ୍ତି ଯେ ଚିକିତ୍ସା…
କେନ୍ଦୁଝରରେ ଧର୍ମଘଟ: ଏଆଇଟିୟୁସି କର୍ମୀ ବାଇକ୍ରେ ବୁଲି ବୁଲି ଦୋକାନ ବଜାର ବନ୍ଦ ପାଇଁ କଲେ ଅନୁରୋଧ
କେନ୍ଦୁଝର,୧୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଫେବୃଆରୀ ୧୨ ତାରିଖ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ଡାକରାରେ କେନ୍ଦୁଝର ଜିଲାର ସଦର ମହକୁମା ସମେତ ଖଣି ଅଞ୍ଚଳ ଯୋଡ଼ା, ବଡ଼ବିଲ, ବଲାଣି, ଗୁଆଲି, ଜିଲିଂ ଆଦି ଅଞ୍ଚଳରେ ଭାରତ ବନ୍ଦର ବିଶେଷ ପ୍ରଭାବ ପରିଲିଖିତ…
ଭଞ୍ଜନଗର ବନ୍ଦ ପ୍ରଭାବ: ଯାତାୟାତ ଠପ୍
ଭଞ୍ଜନଗର,୧୨।୨(ବାବୁଲା ପ୍ରଧାନ): ବିଭିନ୍ନ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଭଞ୍ଜନଗରରେ ମଧ୍ୟ ପଡ଼ିଛି। ବାମପନ୍ଥୀ ସଂଗଠନ ଗୁଡ଼ିକ ଆଜି ସକାଳୁ ସକାଳୁ ସହରର ବିଭିନ୍ନ ଛକରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସହର ଦେଇ ବସ,…
ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍
ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମିଳିତ ଆହ୍ବାନ କ୍ରମେ…
ଧୋକା ଦେଲା ପ୍ରେମ…ପ୍ରଥମେ ଜ୍ବାଇଁ ସହ ଫେରାର ହେଲେ ଶାଶୁ, ୧୦ ମାସ ପରେ ଏବେ ଭିଣୋଇକୁ ଧରି ଛୁ
ଲକ୍ଷ୍ନୌ,୧୨।୨: ଉତ୍ତର ପ୍ରଦେଶର ଆଲିଗଡ଼ରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ ମହିଳା ନିଜ ଜ୍ବାଇଁଙ୍କୁ ପ୍ରେମ କରି ତାଙ୍କ ସହିତ ପଳାଇ ଯାଇଥିଲେ। ଏହି ଘଟଣା ୧୦ ମାସ ପୂର୍ବେ ଖବରର ଶିରୋନାମା ପାଲଟିଥିଲା। କିନ୍ତୁ…
୧୨ ଘଣ୍ଟିଆ ଭାରତ ବନ୍ଦ: ଯାନବାହନ ଚଳାଚଳ ଠପ୍
ବଣାଇଁ, ୧୨।୨(ପ୍ରଦୀପ ତ୍ରିପାଠୀ): ସର୍ବଭାରତୀୟ ସ୍ତରରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଓ ମିଳିତ ଟ୍ରେଡ ୟୁନିଅନର ଡାକରା କ୍ରମେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରାକୁ ବଣାଇଁ ଅଞ୍ଚଳରେ ସମର୍ଥନ ମିଳିଥିବା ଦେଖାଯାଇଛି l ପ୍ରଭାବରେ ୫୨୦ ଓ ୧୪୩ ନମ୍ବର…
ପୋଲିସ ବସ୍ର ବ୍ରେକ ଫେଲ୍: ଶତାଧିକ ଆନ୍ଦୋଳନକାରୀ…
ରାୟଗଡ଼ା,୧୨।୨(ଆଶିଷ ରଞ୍ଜନ ପଣ୍ଡା):ବ୍ରେକ ଫେଲ ହେଲା ପୋଲିସ ବସ୍। ଅଳ୍ପକେ ବର୍ତ୍ତିଲେ ଶତାଧିକ ଆନ୍ଦୋଳନକାରୀ, ପୋଲିସ ଓ ସାମ୍ବାଦିକ। ବିଭିନ୍ନ ଦାବି ନେଇ ଆଜି କେନ୍ଦ୍ରୀୟ ଶ୍ରମିକ ସଂଗଠନ ମିଳିତ ମଞ୍ଚ ଓ ସ୍ବାଧୀନ ଫେଡରେସନ ସର୍ବଭାରତୀୟ ସ୍ତରରେ ବନ୍ଦ ଡାକରା…
ବର ଗାଡ଼ିକୁ ଅଟକାଇଲେ ବିକ୍ଷୋଭକାରୀ: ପ୍ରବଳ ଉତ୍ତେଜନା
ଭୁବନେଶ୍ୱର,୧୨।୨: ଭାରତୀୟ ଚାଷୀ ଏବଂ ଟ୍ରେଡ୍ ୟୁନିୟନଗୁଡିକ ପକ୍ଷରୁ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍ ବାତିଲ ଦାବିରେ ୧୦ ଟ୍ରେଡ୍ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ତେବେ ଏହି…
ଟ୍ରେନରେ କଟି ଯୁବକଙ୍କ ଚାଲିଗଲା ଜୀବନ: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ
କଣ୍ଟାବାଞ୍ଜି ୧୨।୨(ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ପଞ୍ଚାୟତ ବାନ୍ଧନପାଲି ଗ୍ରାମର ଜଣେ ଯୁବକ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଯୁବକ ହେଲେ ଭକ୍ତ ମାଝୀ ବୟସ ୧୮ ବର୍ଷ । ଏହି…
ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…
ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍ରେ ଭାରତ ୨୯ ରନ୍ରେ ଆମେରିକାକୁ ପରାସ୍ତ କରିଛି। ଦଳର ପରବର୍ତ୍ତୀ ମ୍ୟାଚ ନାମ୍ବିଆ ବିପକ୍ଷରେ କିନ୍ତୁ…
ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ
ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି l କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ…
ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…
ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ ପରିଭାଷା ଦେଇଯାଉଛି। ଏବେ ଚାଲିଛି ପ୍ରେମର ଋତୁ। ଯୁବପିଢି ଭାଲେଣ୍ଟାଇନ ଡେ’ ପାଳନ…
Archives


