ସମ୍ବଲପୁରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା, ପ୍ରବଳ ଉତ୍ତେଜନା
ସମ୍ବଲପୁର,୨ା୧(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସହରରେ ପୁନର୍ବାର ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ଗୁରୁବାର ସକାଳ ୬ଟାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୂତାପଡ଼ା ଛକରୁ ଧନକଉଡ଼ା ପର୍ଯ୍ୟନ୍ତ ଚାଲିଥିବା ଜବରଦଖଲ ଭୟରେ ମୋତିଝରଣ ଛକରେ ଉଚ୍ଛେଦକାରୀ…
ଥରାଉଛି ଶୀତ, ଆହୁରି ଖସିବ ତାପମାତ୍ରା
ଭୁବନେଶ୍ୱର,୨ା୧: ରାଜ୍ୟକୁ ଫେରିଛି ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାରଠାରୁ ୪ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି…
ସିଡନୀ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍କା: ଦଳରୁ ବାଦ୍ ପଡ଼ିଲେ…
ସିଡନୀ,୨।୧: ବର୍ତ୍ତମାନ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିରେ କଙ୍ଗାରୁ ଦଳ ୨-୧ରେ ଆଗୁଆ ରହିଛି। ବର୍ତ୍ତମାନ ସିରିଜର ପଞ୍ଚମ ତଥା ଶେଷ ଟେଷ୍ଟ ଜାନୁଆରୀ ୩ରୁ ସିଡନୀରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ଭାରତୀୟ ଦଳରେ ମତଭେଦ…
ଚଳିତବର୍ଷ ୨ ସୂର୍ଯ୍ୟୋପରାଗ, ୨ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେଉଁ କେଉଁ ତାରିଖରେ ପଡ଼ିବ
ଭୁବନେଶ୍ୱର, ୨।୧(ସୁଚିସ୍ମିତା ସାହୁ): ଚଳିତବର୍ଷ ମୋଟ ଚାରୋଟି ପରାଗ ଓ ଗ୍ରହଣ ସଂଗଠିତ ହେବ। ସେଥିରୁ ଦୁଇଟି ଆଶିଂକ ସୂର୍ଯ୍ୟାପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ। ସେଥିମଧ୍ୟରୁ କେବଳ ଗୋଟିଏ ପୂଣ୍ଣର୍ର୍ ଚନ୍ଦ୍ରଗ୍ରହଣ ଭାରତରୁ ଦେଖିହେବ ବୋଲି ଜନବିଜ୍ୟାନୀ ଡ. ଶୁଭେନ୍ଧୁ…
ଜ୍ୟାକ୍ଲିନ୍ଙ୍କ ଡିନର ପାର୍ଟି
ଶ୍ରୀଲଙ୍କା ସୁନ୍ଦରୀ ଜ୍ୟାକ୍ଲିନ୍ ଫର୍ନାଡିଜ୍ ଯାହା କହିଥିଲେ ତାହା ପୂରଣ କରିଛନ୍ତି। ‘ଫତେ’ ଫିଲ୍ମର ଶୁଟିଂ ଶେଷହେବା ସମୟରେ ସେ ୟୁନିଟ୍ ସଦସ୍ୟଙ୍କୁ ଏକ ଡିନର ପାର୍ଟି ଦେବାକୁ ସୂଚନା ଦେଇଥିଲେ। ଏବେ ତ ଏହାର ଶୁଟିଂ ପୂରା ଦମ୍ରେ ଚାଲୁ…
୩ରେ ରିଲିଜ ହେବ ଓ୍ବାଇଫ୍
ଓଲିଉଡ୍ର ଅନ୍ୟତମ ନାମୀ ପ୍ରଯୋଜକ ବିଜୟ କାନ୍ଦୋଇ ଭିନ୍ନ ଧରଣର କାହାଣୀକୁ ନେଇ ଏବେ ଏକ ନୂଆ ସିନେମା ନିର୍ମାଣ କରିଛନ୍ତି। ଏହି ଫିଲ୍ମଟିର ଟାଇଟଲ ରହିଛି ‘ଓ୍ବାଇଫ୍’। ଏହି ଚିତ୍ରଟି ଚଳିତ ମାସ ୩ ତାରିଖରେ ଏବର୍ଷର ପ୍ରଥମ ସିନେମା…
ରାସ୍ତାକଡ଼ରେ ପଡିଛି ନବଜାତ ଶିଶୁକନ୍ୟାଙ୍କ ମୃତଦେହ: ଝୁଣିଖାଉଛି କାଉ
ପୁରୁଷୋତ୍ତମପୁର,୨।୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର ଦାମୋଦରପୁର ଗ୍ରାମ ନିକଟସ୍ଥ ରାସ୍ତାକଡରେ ଥିବା ଏକ ପଡିଆରେ ନବଜାତ ଶିଶୁକନ୍ୟାର ମୃତଦେହ ପଡ଼ିଥିବାବେଳେ ଏହାକୁ କାଉ ଖୁମ୍ପି ଖାଉଥିବାର ଏକ ହୃଦୟବିଦାରକ ଭଳି ଘଟଣା ଗୁରବାର ସକାଳେ…
ବୈଶାଳୀ ଜିତିଲେ ଓ୍ବାଲର୍ଡ ବ୍ଲିଜ୍ ବ୍ରୋଞ୍ଜ
ନ୍ୟୁୟର୍କ, ୨।୧ (ପି.ଟି.): ଭାରତର ବୈଶାଳୀ ଓ୍ବାଲର୍ଡ ବ୍ଲିଜ୍ ଚେସ୍ ଚାମ୍ପିୟନଶିପ୍ର ମହିଳା ବିଭାଗରେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ରାପିଡ ଇଭେଣ୍ଟରେ କୋନେରୁ ହମ୍ପି ଟାଇଟଲ ଜିତିଥିବାବେଳେ ବୈଶାଳୀଙ୍କ ଏହି ସଫଳତା ଯୋଗୁ ଭାରତ ପାଇଁ ଟୁର୍ନାମେଣ୍ଟ ସ୍ମରଣୀୟ ହୋଇଛି।…
ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ମୁକୁଳା ଡ୍ରେନର ସମୀକ୍ଷା କଲେ ମନ୍ତ୍ରୀ
ଭୁବନେଶ୍ୱର,୨।୧: ଗୁରୁବାର ସକାଳୁ ରାଜଧାନୀର ମୁକୁଳା ଡ୍ରେନର ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀର ବିଭିନ୍ନ ଡ୍ରେନ ଓ ପରିମଳ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ମନ୍ତ୍ରୀଙ୍କ ସହ ବିଏମ୍ସି ଏବଂ ବିଡିଏର…
ରେକର୍ଡ ପରିମାଣର ଟିକସ ଆଦାୟ
ନୂଆଦିଲ୍ଲୀ,୨।୧ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଡିସେମ୍ବର ମାସରେ ମଧ୍ୟ ରେକର୍ଡ ପରିମାଣର ଟିକସ ଆଦାୟ କରାଯାଇଛି। ଏପରିକି ପ୍ରତି ଥର ପରି ଚଳିତ ଥର ମଧ୍ୟ ୧,୭୬,୮୫୭ (ପ୍ରାୟ ୧.୭୭ ଲକ୍ଷ କୋଟି ) କୋଟି ଟଙ୍କାର ସାମଗ୍ରୀ ଏବଂ…
କମିଲା କମର୍ସିଆଲ ଗ୍ୟାସ୍ ଦର
ନୂଆଦିଲ୍ଲୀ,୨।୧: ବର୍ଷ ଆରମ୍ଭରୁ କମର୍ସିଆଲ ଗ୍ୟାସ୍ ବ୍ୟବହାରକାରୀଙ୍କୁ ଖୁସି ଖବର ମିଳିଛି। କମର୍ସିଆଲ ଗ୍ୟାସ୍ (୧୯କେ.ଜି) ଦରରେ ୧୬ ଟଙ୍କା ହ୍ରାସ ହୋଇଥିବାବେଳେ ଘରୋଇ ଗ୍ୟାସ୍ (୧୪.୨କି.ଗ୍ରା.)ର ଦର ପୂର୍ବପରି ସ୍ଥିର ରହିଛି। ଉଲ୍ଲେଖଯୋଗ୍ୟ, ଦେଶର ପ୍ରମୁଖ ଗ୍ୟାସ୍ ବିପଣନକାରୀ କମ୍ପାନୀଗୁଡ଼ିକ ପକ୍ଷରୁ…
ଡିସେମ୍ବରରେ ୩୨୦ ୟୁନିଟ୍ ଡିପିଭି ବିକ୍ରି
ନୂଆଦିଲ୍ଲୀ,୨।୧: କ୍ରମାଗତ ଭାବେ ଘରୋଇ ବଜାରରେ ଡୋମେଷ୍ଟିକ୍ ପାସେଞ୍ଜର ଭେଇକିଲ(ଡିପିଭି)ର ଖୁଚୁରା ବିକ୍ରି ପରିମାଣ ବୃଦ୍ଧି ପାଉଛି। ଏପରିକି ୨୦୨୪ ଡିସେମ୍ବର ମାସରେ ଡିପିଭିର ଖୁଚୁରା ବିକ୍ରି ବାର୍ଷିକ ଭିତ୍ତିରେ ପ୍ରାୟ ୧୧% ବୃଦ୍ଧି ପାଇ ୩,୨୦,୦୦୦ ୟୁନିଟ୍ରେ ପହଞ୍ଚତ୍ଛି। ଅପରପକ୍ଷରେ ଭାରତୀୟ…
Archives


