ଭାରତ ଆଖି ଦେଖାଇବାରୁ ବାଟକୁ ଆସିଲା କାନାଡା, ପୋଲିସ ଅଫିସର ସସପେଣ୍ଡ
ଓଟାଓ୍ବା,୫।୧୧: ବ୍ରମ୍ପଟନରେ ହିନ୍ଦୁ ସଭା ମନ୍ଦିର ଉପରେ ଆକ୍ରମଣ ଏବଂ ହିନ୍ଦୁମାନଙ୍କୁ ପିଟିବା ମାମଲାରେ କାନାଡା ପୋଲିସ ପ୍ରଥମ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ମାମଲାରେ ପିଲ ଆଞ୍ଚଳିକ ପୋଲିସ ଅଧିକାରୀ ସରୋଜ ହରିନ୍ଦର ସୋହିଙ୍କୁ ନିଲମ୍ବିତ କରାଯାଇଛି। ହରିନ୍ଦର…
ୱାକାଥନ୍ ଜରିଆରେ ଜାଗରୁକତା ସୃଷ୍ଟି
ଭୁବନେଶ୍ୱର,୫।୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)ର କଟକ ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ମଣ୍ଡଳ ପରିସରରେ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ପିଏନ୍ବି…
ନାଲ୍କୋରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ
ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲକୋ ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ନିକଟରେ ପାଳିତ ହୋଇଯାଇଛି। ଏପରିକି ଚଳିତ ବର୍ଷର ବିଷୟବସ୍ତୁ ‘ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର…
ବିଓଏମ୍ ପକ୍ଷରୁ ସତର୍କତା ସଚେତନତା ସପ୍ତାହ
ଭୁବନେଶ୍ୱର,୫।୧୧: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍) ର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ ନିକଟରେ ଶେଷ ହୋଇଯାଇଛି। ଏପରିକି ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ବିଓଏମ ଅଞ୍ଚଳ କାର୍ଯ୍ୟାଳୟଠାରେ…
ଦିନକରେ ୬ଲକ୍ଷ କୋଟି ହରାଇଲେ ନିବେଶକ
ମୁମ୍ବାଇ,୫।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଭୂ-ରାଜନୈତିକ ବାତାବରଣ ଯୋଗୁ ଭାରତୀୟ ପୁଞ୍ଜି ବଜାର ଓ ଷ୍ଟକ ମାର୍କେଟ କାରବାରରେ ଏକ ପ୍ରକାରର ବଡ ଧରଣର ପ୍ରଭାବ ପଡିଛି। ଏପରିକି ଶେୟାର ବଜାରର ନିବେଶକ ଦିନକରେ (ସୋମବାର) ୬ ଲକ୍ଷ କୋଟିରୁ ଅଧିକ…
ମହାକାଶରୁ ଫେରିଲେ ୩ ଚାଇନା ଆଷ୍ଟ୍ରୋନଟ୍
ବେଜିଂ: ଚାଇନାର ୩ ମହାକାଶଚାରୀ ଗତ ୬ ମାସ ଧରି ଟିଆନ୍ଗୋଙ୍ଗ୍ ମହାକାଶ ଷ୍ଟେଶନରେ ବିତାଇବା ପରେ ସୋମବାର ସୁରକ୍ଷିତ ଭାବେ ପୃଥିବୀକୁ ଫେରି ଆସିଛନ୍ତିଛନ୍ତି। ଟିଆନ୍ଗୋଙ୍ଗ୍ ନିମ୍ନ କକ୍ଷପଥ ମହାକାଶ ଷ୍ଟେଶନର ବିକାଶ ପାଇଁ ଏହି ୩ ମହାକାଶଚାରୀ ସେଠାରେ…
ଦୀପାବଳିରେ ବାଣ ନିଷେଧାଦେଶ କାର୍ଯ୍ୟକାରୀ ହୋଇନି
ନୂଆଦିଲ୍ଲୀ,୫ା୧୧(ପି.ଟି.): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏହା ସତ୍ତ୍ୱେ ଦୀପାବଳି ପରେ ରାଜଧାନୀ ବିଶ୍ୱର ସବୁଠୁ ପ୍ରଦୂଷିତ ସହରରେ ପରିଣତ ହୋଇଥିବାରୁ ସୁପ୍ରିମକୋର୍ଟ ସୋମବାର ଦିଲ୍ଲୀ ସରକାର ଏବଂ ପୋଲିସ କମିଶନରଙ୍କୁ…
‘ବେବି ଜନ୍’ ଟିଜର ଆଉଟ
ମୁମ୍ବାଇ: ଅଭିନେତା ବରୁଣ ଧାୱନଙ୍କ ପରବର୍ତ୍ତୀ ଫିଲ୍ମ ‘ବେବି ଜନ୍’ ଆସନ୍ତା ଡିସେମ୍ବର ୨୫ ବଡ଼ଦିନ ଉପଲକ୍ଷେ ରିଲିଜ୍ ହେବାକୁ ଯାଉଛି। ଶନିବାର ‘ବେବି ଜନ୍’ର ନିର୍ମାତାଙ୍କ ପକ୍ଷରୁ ଏହାର ଟିଜରକୁ ଜାରି କରାଯାଇଛି। ବରୁଣ ମଧ୍ୟ ଏହି ଟିଜରକୁ ନିଜ ଇନ୍ଷ୍ଟାଗ୍ରାମ…
ସୁନାମି ସଚେତନତା ନିହାତି ଜରୁରୀ
ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ ସୁନାମିର ପ୍ରକୋପରୁ କିପରି ଲୋକଙ୍କ ଜୀବନ ରକ୍ଷା କରାଯାଇପାରିବ ସେ ବିଷୟରେ କୁହାଯାଇଥାଏ।…
ଆଗରେ ‘ସିଂଘମ୍ ଏଗେନ୍’
ମୁମ୍ବାଇ: ଦୀପାବଳି ଉପଲକ୍ଷେ ଶୁକ୍ରବାର ୨ଟି ବଡ଼ ବଜେଟ୍ର ବଲିଉଡ୍ ଚଳଚ୍ଚିତ୍ର ‘ସିଂଘମ୍ ଏଗେନ୍’ ଓ ‘ଭୁଲ୍ ଭୁଲୈୟା ୩’ ମୁକ୍ତିଲାଭ କରିଥିଲା। ରିଲିଜ୍ ହେବାର ପ୍ରଥମ ୩ ଦିନ ମଧ୍ୟରେ ଦୀପାବଳି ଓ ୱିକ୍ଏଣ୍ଡ ପଡୁଥିବାରୁ ଉଭୟ ଫିଲ୍ମ ବକ୍ସ ଅଫିସ୍ରୁ…
ଖ୍ୟାତନାମା ମ୍ୟୁଜିସିଆନ୍ କୁଇନ୍ସି ଜୋନ୍ସଙ୍କ ପରଲୋକ
ଓ୍ବାଶିଂଟନ,୫ା୧୧: ଆମେରିକାର କିମ୍ବଦନ୍ତୀ ସଙ୍ଗୀତକାର, ପ୍ରଯୋଜକ ତଥା କମ୍ପୋଜର କୁଇନ୍ସି ଜୋନ୍ସଙ୍କର ରବିବାର ରାତିରେ ୯୧ ବର୍ଷ ବୟସରେ ଲସ୍ଆଞ୍ଜେଲସ୍ ବାସଭବନରେ ପରଲୋକ ହୋଇଯାଇଛି। ବହୁ ପ୍ରତିଭାର ଅଧିକାରୀ ଜୋନ୍ସ ଖ୍ୟାତନାମା ପପ୍ ଗାୟକ ମାଇକେଲ ଜାକ୍ସନ୍ଙ୍କ ଐତିହାସିକ ‘ଥ୍ରିଲର’ ଆଲବମ୍ ନିର୍ମାଣଠାରୁ…
କାନାଡା ହିନ୍ଦୁ ମନ୍ଦିରରେ ଖଲିସ୍ତାନୀଙ୍କ ଆକ୍ରମଣ
ଓଟ୍ଟାଓ୍ବା/ନୂଆଦିଲ୍ଲୀ,୫ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍ଟନ୍ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି ଆକ୍ରମଣର ପ୍ରତିବାଦରେ ହିନ୍ଦୁମାନେ ବିକ୍ଷୋଭ କରୁଥିବାବେଳେ କାନାଡା ପୋଲିସ ସେମାନଙ୍କୁ ମାଡ଼ ମାରିଥିବା ଅଭିଯୋଗ…
Archives


