Home

ଅହମଦାବାଦ ବିମାନ ଦୁର୍ଘଟଣାକୁ ନେଇ ବଡ଼ ଦାବି କଲା ଆମେରିକା ରିପୋର୍ଟ, କହିଲା ‘ପାଇଲଟ ହିଁ ବନ୍ଦ କରିଦେଇଥିଲେ ଇଞ୍ଜିନ ଫୁଏଲ’

ନୂଆଦିଲ୍ଲୀ,୧୭।୭: ଗୁଜୁରାଟର ଅହମଦାବାଦରେ ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନର ଦୁଇ ପାଇଲଟଙ୍କ ମଧ୍ୟରେ ଶେଷ କଥାବାର୍ତ୍ତାର କକପିଟ ରେକର୍ଡିଂ ସୂଚାଇଛି ଯେ କ୍ୟାପ୍ଟେନ ବିମାନର ଇଞ୍ଜିନର ଇନ୍ଧନ ବନ୍ଦ କରିଦେଇଥିଲେ। ଏହି ସୂଚନା ଆମେରିକୀୟ ଗଣମାଧ୍ୟମ ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ ଦେଇଛି।…

ସୌମ୍ୟାଶ୍ରୀ ମୃତ୍ୟୁ: ଭକ୍ତ ଦାସ ଗିରଫ, ଆନ୍ଦୋଳନ ଭିତରେ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ ନେଇଛି ପୋଲିସ। ଲୋୟର ପିଏମଜିରୁ ଆସିଲା ବଡ଼ ଖବର। ବିଧାନସଭା ଘେରାଉବେଳେ ଭକ୍ତଙ୍କୁ ଉଠାଇ…

ଡ୍ରାଇଭରଙ୍କ ଉପରେ ଓଲଟି ପଡ଼ିଲା ହାଇଓ୍ବା, ଚାପି ହୋଇଗଲେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ବୁଧବାର ରାତିରେ ଏକ ହାଇଓ୍ବା ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର ଜଣକ ହେଉଛନ୍ତି ପଣ୍ଡାପଡ଼ା ଥାନା ଉକୁଚାବେଡ଼ା ଗ୍ରାମର ଗିରିଧାରୀ ମହାନ୍ତ(୪୮)। ସୂଚନା ଯେ, ମଙ୍ଗଳପୁର-ଭୀମକୁଣ୍ଡ…

ପାଟଣାଗଡ଼ରେ ଓଡ଼ିଶା ବନ୍ଦର ପ୍ରଭାବ

ପାଟଣାଗଡ଼,୧୭ା୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ଗୁରୁବାର ଓଡିଶା ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଲକ ସଭାପତି ପତିତପାବନ ପ୍ରଧାନଙ୍କ ନେତୃତ୍ୱରେ ଆଜି ସକାଳୁ ଏନ୍‌ଏସିସ୍ଥିତ ରାମପୁରଠାରେ ସମସ୍ତ କଂଗ୍ରେସ କର୍ମୀ ଏକତ୍ରିତ ହୋଇଥିଲେ। ପରେ ସହରର…

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣା: କଂଗ୍ରେସ-ସିପିଆଇର ବନ୍ଦ ପାଳନ

ପୁରୁଷୋତ୍ତମପୁର,୧୭ା୭(ସିମାଞ୍ଚଳ ମିଶ୍ର): ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ଭାବରେ ବନ୍ଦ ପାଳନ ହୋଇଛି। କଂଗ୍ରେସ ଓ ସିପିଆଇ, ସିପିଏମ୍‌ କର୍ମୀମାନେ…

ସଚିନଙ୍କୁ ମିଳୁଛି କେତେ ପେନସନ୍‌: ଧୋନୀଙ୍କଠୁ କମ୍‌ ନା ବେଶୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୭।୭: ଅବସରପ୍ରାପ୍ତ ଭାରତୀୟ ଖେଳାଳିମାନେ ପ୍ରତି ମାସରେ ବିସିସିଆଇରୁ ପେନସନ ପାଆନ୍ତି। ବିସିସିଆଇ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ ପ୍ରତି ମାସରେ ୭୦,୦୦୦ ଟଙ୍କା ପେନସନ ଆକାରରେ ଦିଏ। ସଚିନ ଏବଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି। କିନ୍ତୁ…

ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା,୧୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍‌ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ…

ଟ୍ରମ୍ପଙ୍କ ଚାଲ୍‌ରେ ଫସିଯିବ କି ଭାରତ: ହୋଇପାରେ ବଡ଼ କ୍ଷତି

ଓ୍ବାଶିଂଟନ୍‌,୧୭।୭: ଭାରତ ଏବଂ ଆମେରିକା ମଧ୍ୟରେ ଟ୍ରେଡ୍‌ ଡିଲ୍‌ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି ସୂଚାଇଛନ୍ତି ଯେ, ଭାରତ ସହିତ ଏହି ଚୁକ୍ତିନାମା ଇଣ୍ଡୋନେସିଆ ସହିତ ତାଙ୍କର ବାଣିଜ୍ୟ ଚୁକ୍ତିନାମା ପରି ହୋଇପାରେ। କିନ୍ତୁ…

କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦକୁ ସ୍ବତଃପୂର୍ତ୍ତ ସମର୍ଥନ

କର୍ଲାମୁଣ୍ଡା,୧୭ା୭(ପ୍ରଦୀପ କୁମାର ସାହୁ): ବାଲେଶ୍ବର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି କଂଗ୍ରେସ। ଗୁରୁବାର କଂଗ୍ରେସ ସମେତ ବାମ ପନ୍ଥୀ ଦଳମାନେ ଦେଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦକୁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଧ୍ୟ ସ୍ବତଃପୂର୍ତ୍ତ…

ହୁତୁହୁତୁ ହୋଇ ଜଳିଗଲା ଶପିଂ ମଲ୍‌, ଜୀବନ୍ତ ଜଳିଗଲେ ୫୦ରୁ ଊର୍ଦ୍ଧ୍ୱ, ଭାଇରାଲ ହେଉଛି ଭିଡ଼ିଓ

ବାଗଦାଦ,୧୭।୭: ଇରାକର ଏକ ଶପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡରେ ଅତି କମରେ ୫୦ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ରିପୋର୍ଟ ମିଳିଛି। ସମ୍ବାଦ ସରବରାହ ସଂସ୍ଥା AFP ଅନୁଯାୟୀ, ଇରାକର ଅଲ-କୁଟରେ ଥିବା ଏକ ସୁପରମାର୍କେଟରେ ଏହି ଘଟଣା ଘଟିଥିବା କୁହାଯାଉଛି।…

ଆନ୍ଦୋଳନ ଭିତରେ ଭାଜପାର ବଡ଼ ଘୋଷଣା, ଆମେ…

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ସାରା ରାଜ୍ୟ ଉଠୁଛି ପଡୁଛି। ଏହି ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଥିବାବେଳେ ଅକଳରେ ପଡିଛନ୍ତି ଭାଜପା ସରକାର। ଗତକାଲି ବିଜେଡି ଭୁବନେଶ୍ୱର ଓ ବାଲେଶ୍ୱରରେ ଚକା ଜାମ୍‌ କରିଥିବାବେଳେ ଆଜି ପୂରା ଓଡ଼ିଶାର ଅଖଚକ ବନ୍ଦ…

Video: ନ୍ୟୁଜ ପଢିବା ବେଳେ ଇସ୍ରାଏଲର ବୋମାମାଡ଼ରେ ହଡବଡେଇ ଯାଇ ଦୌଡିଲେ ଉପସ୍ଥାପିକା

ଜେରୁଜେଲମ,୧୭।୭: ଇରାନ ପରେ ଏବେ ଇସ୍ରାଏଲ ସିରିଆ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଛି। ଇସ୍ରାଏଲୀ ସେନା ବୁଧବାର (୧୬ ଜୁଲାଇ ୨୦୨୫) ସିରିଆର ରାଜଧାନୀ ଡାମାସ୍କସରେ ପ୍ରତିରକ୍ଷା ମନ୍ତ୍ରଣାଳୟ ମୁଖ୍ୟାଳୟ ଏବଂ ରାଷ୍ଟ୍ରପତି ଭବନ ନିକଟରେ ଡ୍ରୋନ ଆକ୍ରମଣ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?