ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK
ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ ଅଧିନାୟକତ୍ୱରେ ସିଏସକେ ଅନେକ ଥର ଟାଇଟଲ ଜିତିଛି ଏବଂ ସେ ଫ୍ରାଞ୍ଚାଇଜର ସବୁଠାରୁ…
୫ ବର୍ଷ ପରେ ଟିମ୍ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ ଆଡକୁ ମୁହାଁଇଥିବାବେଳେ, ୩୫ ବର୍ଷୀୟ କୃଣାଲ ପାଣ୍ଡ୍ୟାଙ୍କ ପୁଣି ଦଳକୁ ଫେରିବେ ବୋଲି…
ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ
କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ । ଜାମିନ ଦେବା ସମୟରେ ନିମ୍ନ ଅଦାଲତ ଆବଶ୍ୟକ…
ଫୋରିୟର ଟ୍ରାନ୍ସଫର୍ମର
ଚିନ୍ତା କରନ୍ତୁ, ଆପଣ ରଥଯାତ୍ରା ଦେଖିବାକୁ ଯାଇଛନ୍ତି, ବାୟୁ ଚାପର ତୀବ୍ର ପରିବର୍ତ୍ତନ ଯୋଗୁ ଆପଣଙ୍କ କାନରେ ଏକ ଗୋଳମାଳିଆ ଓ ପ୍ରକମ୍ପିତ ଶବ୍ଦ ତରଙ୍ଗ ଆସି ବାଡ଼େଇ ହେଉଛି। ତଥାପି ଆପଣଙ୍କ ମସ୍ତିଷ୍କ ତୁରନ୍ତ ଏକ ଚମତ୍କାର କାର୍ଯ୍ୟ କରୁଛି:…
ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….
ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ ଗୁଡାରି ଏନଏସିକୁ ୨ କୋଟି ଟଙ୍କାର ଚେକ ପ୍ରଦାନ କରାଯାଇଛି । ଏନଏସି…
କଂଗ୍ରେସ-TVK ମଧ୍ୟରେ ବଢ଼ିଲା ବିବାଦ, ୨୦୨୯ରେ ରାହୁଲଙ୍କୁ ପିଏମ୍ ପ୍ରାର୍ଥୀ ନକଲେ….
ଚେନ୍ନାଇ,୩୧।୮: ତାମିଲନାଡୁରେ କଂଗ୍ରେସ ଓ TVK ମଧ୍ୟରେ ୨୦୨୯ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି। କଂଗ୍ରେସ ନେତା ତଥା ପର୍ଯ୍ୟଟନ ମନ୍ତ୍ରୀ ଏସ୍. ରାଜେଶ କୁମାର ଟିଭିକେକୁ ଏହି ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ସ୍ପଷ୍ଟ…
କିଡ୍ନୀ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ…
ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି କିଡ୍ନୀ। ଏହା ସୁସ୍ଥ ରହିବା ନିହାତି ଦରକାର। ତେବେ ଏଥିଲାଗି କେତୋଟି ସରଳ ଉପାୟ ରହିଛି। ଆସନ୍ତୁ ସେ ବିଷୟରେ ଜାଣିବା ଏବଂ ତାହାକୁ ଠିକ୍ ଭାବରେ ଉପଯୋଗ କରିବା। ସୁସ୍ଥ କିଡ୍ନୀ…
ଝିଅର ଫି’ ପାଇଁ ଖାଲି ପାଦରେ ଦୌଡ଼ିଲେ ମା’, ମାରାଥନ୍ରେ ଜିତିଲେ ୩ ହଜାର ଟଙ୍କା
ମୁମ୍ବାଇ,୩୧।୮: ଝିଅମାନଙ୍କ ପାଠପଢ଼ା ପାଇଁ ଜଣେ ମା’ଙ୍କ ସଂଘର୍ଷ ଏବେ ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଛି। ଝିଅଙ୍କ ଫି’ ଟଙ୍କା ଯୋଗାଡ଼ କରିବା ପାଇଁ ଖାଲି ପାଦରେ ମାରାଥନ୍ ଦୌଡ଼ି ପ୍ରଥମ ସ୍ଥାନ ହାସଲ କରିଛନ୍ତି ୪୭ ବର୍ଷୀୟା ରମାବାଇ ରଣବୀର।…
୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…
ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ ସହରର ଗୁରୁତ୍ୱ ତଥା ସେତେବେଳର ବାଣିଜ୍ୟ ବ୍ୟବସାୟକୁ ଦୃଷ୍ଟିରେ ରଖି ୧୯୫୧ରେ ରାଜ୍ୟ…
ଧାନ ବିକ୍ରି ପଞ୍ଜୀକରଣ ପାଇଁ ପାକ୍ସରେ ଚାଷୀଙ୍କ ଭିଡ଼
ଅମରପାଲି,୩୧ା୮(ପୀତାମ୍ବର ସାହୁ): ଚାଷ ଓ ଚାଷୀଙ୍କ ଜିଲା ସୁବର୍ଣ୍ଣପୁର। ଜିଲାର ଅଧିକାଂଶ ଧାନ ଚାଷ କରନ୍ତି। ଚଳିତ ଖରିଫ ଋତୁରେ ଧାନ ବିକ୍ରି ପାଇଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଏବେ ଚାଷୀ ପଞ୍ଜୀକରଣ ଯୋରଦାର ଭାବେ ଚାଲିଛି। ଚଳିତବର୍ଷ ମହିଳା…
ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍ ମାମଲା
କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ ଏକ ବିଶାଳ ଜଳପ୍ରବାହ ରସୁୱା ଏବଂ ନୁୱାକୋଟ ଜିଲାରେ ବିପର୍ଯ୍ୟୟ ସୃଷ୍ଟି କରିଛି…
Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର
କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି ଅଞ୍ଚଳରେ ଥିବା କୃଷି ବିକାଶ ବ୍ୟାଙ୍କ ଶାଖା ମଧ୍ୟ ବନ୍ୟା ପାଣି ଏବଂ…

