Home

ଓଡ଼ିଆରେ ବୈଷୟିକ ଶିକ୍ଷା

କିଛି ବ୍ୟକ୍ତିଙ୍କର କହିବା କଥା ଯେ, ବୈଷୟିକ ଶିକ୍ଷା ଓଡ଼ିଆ ଭାଷାରେ ପଢ଼ାଲେଖା ନ ହେବାରୁ ଆମ ଭାଷା ସଙ୍କୁଚିତ ହୋଇଯାଉଛି। ତେଣୁ ସମସ୍ତ ବିଷୟ ବୈଷୟିକ ଶିକ୍ଷା ସହିତ ଓଡ଼ିଆରେ ପଢ଼ାହେଲେ, ଆମ ଭାଷାକୁ ସୁରକ୍ଷିତ କରିପାରିବା ଓ ତା’ର…

ଆଜି ଓଡ଼ିଶା ଆସିବେ ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ, ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪ା୧୧: ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ ସୋମବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡ଼ିଶାରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି କାହାକୁ କରାଯିବା ଦରକାର ସେନେଇ ରିପୋର୍ଟ ସଂଗ୍ରହ କରିବାକୁ ଅଖିଳ ଭାରତ କଂଗ୍ରେସ…

ତାଜ୍‌ ଫଲକ୍‌ନୁମା ପ୍ୟାଲେସ୍‌ରେ ‘ସିକନ୍ଦର’ର ଶୁଟିଂ

ହାଇଦ୍ରାବାଦ: ଲରେନ୍ସ ବିଷ୍ଣୁ ଗ୍ୟାଙ୍ଗ୍‌ ପକ୍ଷରୁ ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ଦିଆଯାଉଛି l ତେବେ ଏହାରି ମଧ୍ୟରେ ସେ ସାହସର ସହ ନିଜର ସମସ୍ତ ପୂର୍ବ କାର୍ଯ୍ୟ ସମ୍ବନ୍ଧିତ ପ୍ରତିଶ୍ରୁତିଗୁଡ଼ିକୁ ପୂରଣ କରୁଛନ୍ତି। ଶନିବାର ସଲମାନଙ୍କୁ…

ଅଭିନେତ୍ରୀଙ୍କୁ ବାଛନ୍ତି ଅଭିନେତା

ମୁମ୍ବାଇ: ଅଭିନେତ୍ରୀ ତାପସୀ ପନ୍ନୁ ଅନେକ ସୁପରଷ୍ଟାରଙ୍କ ସହ କାର୍ଯ୍ୟ କରିଛନ୍ତି। ଅଭିନେତା ଅମିତାଭ ବଚ୍ଚନଙ୍କ ସହ ‘ବଦଲା’, ଶାହରୁଖ ଖାନ୍‌ଙ୍କ ସହ ‘ଡଙ୍କି’ ଆଦି ବହୁ ଫିଲ୍ମରେ ସେ ସୁପରଷ୍ଟାର ଅଭିନେତାଙ୍କ ମୁଖ୍ୟ ନାୟିକା ଭାବେ କାର୍ଯ୍ୟ କରିଛନ୍ତି। ତେବେ…

ବୃହତ୍‌ ଡାଇନୋସର କଙ୍କାଳର ନିଲାମି ହେବ

ପ୍ୟାରିସ୍‌: ଆସନ୍ତା ୧୬ରେ ଫ୍ରାନ୍ସର ପ୍ୟାରିସ୍‌ରେ ବିଶ୍ୱର ସବୁଠୁ ବଡ଼ ଡାଇନୋସରଙ୍କ ମଧ୍ୟରୁ ଅନ୍ୟତମ ଭଲ୍‌କେନ୍‌ର କଙ୍କାଳର ନିଲାମ କରାଯିବ। ଏନେଇ ଫରାସୀ ଅକ୍ସନ ହାଉସ୍‌ ‘କୋଲିନ୍‌ ଡୁ ବୋକେଜ ଓ ବାରବ୍ରୋସା’ ପକ୍ଷରୁ ଘୋଷଣା କରାଯାଇଛି। ୨୦୧୮ରେ ଆମେରିକାର ଓ୍ବମିଙ୍ଗଠାରେ ଉକ୍ତ…

ଉନ୍ନତମାନର ମସଲା ଯୋଗାଣକୁ ସିଦ୍ଧି ସ୍ପାଇସେସ୍‌ର ଗୁରୁତ୍ୱ

ଭୁବନେଶ୍ୱର,୪।୧୧: ବାଓଭର୍ଟ ଏକ୍ସପର୍ଟ ପ୍ରାଇଭେଟ ଲିମିଟେଡର ପ୍ରମୁଖ କମ୍ପାନୀ ତଥା ନୂତନ ମସଲା ବ୍ରାଣ୍ଡ୍‌ ସିଦ୍ଧି ସ୍ପାଇସେସର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳଠାରେ ‘ସିଦ୍ଧି ସ୍ପାଇସେସ୍‌’ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ…

ପାର୍ଥ ପ୍ରତୀମ ବନ୍ଧନ ବ୍ୟାଙ୍କର ନୂଆ ଏମ୍‌ଡି

ନୂଆଦିଲ୍ଲୀ,୪।୧୧: ବନ୍ଧନ ବ୍ୟାଙ୍କର ନୂଆ ଏମ୍‌ଡି ତଥା ସିଇଓ ଭାବେ ପାର୍ଥ ପ୍ରତୀମ ସେନଗୁପ୍ତା ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶେଷ କରି ବ୍ୟବସାୟ, ଋଣ ଓ ପ୍ରଯୁକ୍ତି ଉପରେ ବିଶେଷ ଦଖଲ ରଖିଥିବା ସେନଗୁପ୍ତା ସଫଳତାର ସହ ବୃହତ ବ୍ୟବସାୟ ପରିଚାଳନା…

ବିବାହ ଋତୁରେ ବିକ୍ରି ଅଭିବୃଦ୍ଧି ଆକଳନ

ନୂଆଦିଲ୍ଲୀ,୪।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ପାର୍ବଣ ବିକ୍ରି (ଫେଷ୍ଟିଭ ସେଲ୍‌ସ) ପରେ ପରେ ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନି ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ (ଏମ୍‌ଏସ୍‌ଆଇଏଲ୍‌)ପକ୍ଷରୁ େଓଡିଂ ସେଲ୍‌ସ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆଉ କିଛି…

ଧରିତ୍ରୀ ପ୍ରଭାବ: ଖବର ପ୍ରସାରଣ ପରେ ଜନସଚେତନ ଶପଥ କରାଇଲେ ଜିଲା ସମାଜ ମଙ୍ଗଳ ଅଧିକାରିଣୀ

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇ ଏବେ ବି ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ…

ବାଣରୁ କ୍ଷାନ୍ତ

ପ୍ରତିବର୍ଷ ଦୀପାବଳି ଆସିଲେ ଦିଲ୍ଲୀର ବାୟୁ ପ୍ରଦୂଷଣ ବିଷୟରେ ଗମ୍ଭୀର ଆଲୋଚନା ହୋଇଥାଏ। ପାରମ୍ପରିକ ଗଣମାଧ୍ୟମରେ ବିତର୍କ ହୁଏ ଓ ସୋସିଆଲ ମିଡିଆରେ ଏ ସମ୍ବନ୍ଧୀୟ ଅସଂଖ୍ୟ ପୋଷ୍ଟ ହେଉଥିବା ଦେଖିବାକୁ ମିଳେ। ମନେହୁଏ ଯେପରି ଅନ୍ୟ କୌଣସି ଜାଗାରେ ଦୀପାବଳି…

କ୍ଷୀରରେ ଗୋବର ପୋଛିଲେ ଭାଜପା ନେତା

ଚନ୍ଦାହାଣ୍ଡି,୪ା୧୧(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦଣ୍ଡାମୁଣ୍ଡା ଛକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଉମରକୋଟ-ଚନ୍ଦାହାଣ୍ଡି-ମାଲଗାଁ ରାସ୍ତାର ଉନ୍ନତୀକରଣ ନେଇ ଲାଗିଥିବା ହୋର୍ଡିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ର ଉପରକୁ ଶନିବାର…

ଦାରିଙ୍ଗବାଡ଼ିରେ ପହିଲି ଶୀତ, ମଜା ନେବାକୁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୪ା୧୧(ଅରୁଣ ସାହୁ): ଆସିଲା ଶୀତ, ପହିଲି ଶୀତର ମଜା ନେବାକୁ ଦାରିଙ୍ଗବାଡ଼ିମୁହାଁ ରାଜ୍ୟ ଓ ରାଜ୍ୟ ବାହାରର ପର୍ଯ୍ୟଟକ। ହୋଟେଲଠାରୁ ଆରମ୍ଭ କରି ପର୍ଯ୍ୟଟନକ୍ଷେତ୍ର ଯୁଆଡ଼େ ଦେଖିବେ ଶହ ଶହ ପର୍ଯ୍ୟଟକ। ପର୍ଯ୍ୟଟକଙ୍କ ଆଗମନକୁ ଦେଖି ବ୍ୟବସାୟୀମାନେ ମଧ୍ୟ ପ୍ରସ୍ତୁତ। ଚଳିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri