Home

ସାମାଜିକ ପ୍ରତିଷ୍ଠାନକୁ ଏସ୍‌ବିଆଇର ସହାୟତା

ଭୁବନେଶ୍ୱର,୩୧।୧୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ରାଜ୍ୟର ଦୁଇଟି ପ୍ରମୁଖ ସାମାଜିକ ପ୍ରତିଷ୍ଠାନ (ଓପନ୍‌ ଲର୍ନିଂ ସିଷ୍ଟମ୍ସ ଭୁବନେଶ୍ୱର ଏବଂ ଗୋବିନ୍ଦ ଗୋଧାମ ଗୋଶାଳା, ପୁରୀ)କୁ ଯଥାକ୍ରମେ ଏକ ସ୍କୁଲ ବସ୍‌ ଏବଂ ପିକ୍‌-ଅପ୍‌ ଭ୍ୟାନ୍‌ ଯୋଗାଇଦିଆଯାଇଛି।…

ନବବର୍ଷ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୩୧ା୧୨(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଇଂରାଜୀ ନୂତନ ବର୍ଷ ପରିପ୍ରେକ୍ଷୀରେ ଆନୁଷ୍ଠାନିକ ଭାବେ କୌଣସି ଉତ୍ସବ ଏବଂ ଅଭିନନ୍ଦନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ନାହିଁ ବୋଲି ତାଙ୍କ ଏକ୍ସ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି। ସେ ସେଥିରେ…

ମୃତଦେହ ସହ ୧୦ ମିନିଟ ବିତାଇବାକୁ ୨୫ ହଜାର ଦରମା

ବେଜିଂ: ସୋସିଆଲ ମିଡିଆରେ ଏକ ନିଯୁକ୍ତି ବିଜ୍ଞାପନ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଶ୍ୱର ଦ୍ୱିତୀୟ ଜନବହୁଳ ଦେଶ ଚାଇନାର ଶାଣ୍ଡୋଙ୍ଗ ପ୍ରଦେଶ ଅନ୍ତର୍ଗତ ରୁଶାନ ସହରର ଏକ ଅନ୍ତିମ ସଂସ୍କାର ଗୃହ ପାଇଁ ଏହି ନିଯୁକ୍ତି ବିଜ୍ଞାପନ…

ଫି’ ବଢ଼ାଇଲେ କାର୍ତ୍ତିକ

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ପାଇଁ ବର୍ଷ ୨୦୨୪ ବେଶ୍‌ ଭଲ ରହିଥିଲା। ବକ୍ସ ଅଫିସ୍‌ରେ ହିଟ୍‌ ହୋଇଥିବା ‘ଭୁଲ୍‌ ଭୁଲୈୟା ୩’ ଚଳଚ୍ଚିତ୍ରରେ କାର୍ତ୍ତିକଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଏକ ରିପୋର୍ଟ ଅନୁଯାୟୀ, ‘ଭୁଲ୍‌ ଭୁଲୈୟା ୩’ର ସଫଳତା…

ଆଇସ୍‌କ୍ରିମ୍‌ ବିରିୟାନି

ମୁମ୍ବାଇ: ଭାରତରେ ସର୍ବାଧିକ ଲୋକ ଖାଉଥିବା ବ୍ୟଞ୍ଜନ ମଧ୍ୟରୁ ବିରିୟାନି ଅନ୍ୟତମ। ସୁସ୍ବାଦୁ ବ୍ୟଞ୍ଜନ ଭାବେ ବିରିୟାନି ଖାଇବାକୁ ଅନେକ ଭାରତୀୟ ଇଚ୍ଛା ପ୍ରକାଶ କରିଥାନ୍ତି। ତେବେ ନିକଟରେ ଫୁଡ୍‌ ବ୍ଲଗର ହିନା କୌଶର ରାଦ୍‌ ଏକ ସ୍ବତନ୍ତ୍ର ଡିସ୍‌ ପ୍ରସ୍ତୁତ କରି…

କୃଷକଙ୍କ ପଞ୍ଜାବ ବନ୍ଦ ଯୋଗୁ ବସ୍‌ ଓ ରେଳସେବା ବ୍ୟାହତ

ଚଣ୍ଡିଗଡ଼,୩୧ା୧୨(ପି.ଟି.): ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଉପରେ ଆଇନଗତ ଗ୍ୟାରେଣ୍ଟି ସମେତ ବିଭିନ୍ନ ଦାବି ନେଇ କେନ୍ଦ୍ର ବିରୋଧରେ ଆନ୍ଦୋଳନ ଚଳାଇଥିବା କୃଷକମାନେ ସୋମବାର ପଞ୍ଜାବ ବନ୍ଦ ପାଳନ କରିବାରୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଟ୍ରେନ୍‌ ଓ ସଡ଼କ ପରିବହନ ସମ୍ପୂର୍ଣ୍ଣ…

ଚିନାବାଦାମ ଚାଷୀରୁ ଆମେରିକା ରାଷ୍ଟ୍ରପତି

ଜଣେ ସାଧାରଣ ଚିନାବାଦାମ ଚାଷୀରୁ ଜିମ୍ମି କାର୍ଟର ଡେମୋକ୍ରାଟ୍‌ ନେତା ହେବା ସହ ଆମେରିକାର ୩୯ତମ ରାଷ୍ଟ୍ରପତି ହୋଇଥିଲେ। ୧୯୭୭ରୁ ୧୯୮୧ ରାଷ୍ଟ୍ରପତି ରହିଥିବା କାର୍ଟର ୨ ମାସ ପୂର୍ବରୁ ତାଙ୍କର ୧୦୦ତମ ଜନ୍ମଦିନ ପାଳନ କରିଥିଲେ। ମାନବୀୟ କାର୍ଯ୍ୟ ପାଇଁ…

ଆକାଶରେ ଦିଶିବନି ‘କଳା ଜହ୍ନ’: ୩୧ ରାତିରେ ଧଳା ବଙ୍କୁଲି ଭଳି ଦେଖାଯିବ ଜହ୍ନ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ଡିସେମ୍ବର ୩୧ ଆକାଶରେ ତଥାକଥିତ ‘କଳା ଜହ୍ନ’ ଦେଖାଯିବ ନାହିଁ। ତେଣୁ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ପ୍ରଚାରିତ ହେଉଥିବା ‘କଳା ଜହ୍ନ’ କଥା ଠିକ୍‌ ନୁହେଁ। ସବୁ ଅମାବାସ୍ୟା ଭଳି ଡିସେମ୍ବର ୩୦ ରାତି…

ଚନ୍ଦ୍ରବାବୁ ସବୁଠୁ ଧନୀ, ମମତା ସବୁଠୁ ଗରିବ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୩୧।୧୨ (ପି.ଟି.):ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ହେଉଛନ୍ତି ଭାରତର ସବୁଠୁ ଧନୀ ମୁଖ୍ୟମନ୍ତ୍ରୀ। ତାଙ୍କର ୯୩୧ କୋଟି ଟଙ୍କାର ସମ୍ପତ୍ତି ରହିଛି। ସେହିପରି ମାତ୍ର ୧୫ ଲକ୍ଷ ଟଙ୍କାର ସମ୍ପତ୍ତି ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଶର…

ଇତିହାସ ରଚିଲା ଇସ୍ରୋ, ଶ୍ରୀହରିକୋଟାରୁ ସଫଳତାର ସହ SpaDex Mission ଲଞ୍ଚ

ଶ୍ରୀହରିକୋଟା,୩୦।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ସୋମବାର ଇତିହାସ ରଚିଛି। ଇସ୍ରୋ ସଫଳତାର ସହିତ ଏହାର ଉଚ୍ଚାଭିଳାଷୀ ମିଶନ PSLV-C60 SpaDeX ଆରମ୍ଭ କରିଛି। ଏହି ମିଶନ ସହିତ ଭାରତ ଦେଶମାନଙ୍କର ସିଲେକ୍ଟ କ୍ଲବରେ ଯୋଗ ଦେଇଛି, ଯେଉଁମାନେ ସ୍ପେସ…

ମନମୋହନଙ୍କୁ ନେଇ ସାରା ଦେଶ ଶୋକ ପାଳୁଥିବା ବେଳେ ଭିଏତନାମ ଗଲେ ରାହୁଲ ଗାନ୍ଧୀ, କଟାକ୍ଷ କଲା ଭାଜପା

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ସୋମବାର ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମାଲୋଚନା କରିଛି। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକର କିଛି ଦିନ ପରେ ନୂଆ ବର୍ଷକୁ ସ୍ବାଗତ କରିବାକୁ ରାହୁଲ ଭିଏତନାମ ଯାଇଛନ୍ତି। ଏପରି…

ଫୁଲଟସ୍‌ ବଲ୍‌ରେ ଛକା ମାରି ଟଳିପଡ଼ିଲେ…କ୍ରିକେଟ ମଇଦାନରେ ଖେଳାଳିଙ୍କ ଦୁଃଖଦ ମୃତ୍ୟୁ

ମୁମ୍ବାଇ,୩୦।୧୨: ମହାରାଷ୍ଟ୍ରର ଜଲନା ସହରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଏଠାରେ ଖ୍ରୀଷ୍ଟମାସ ଅବସରରେ ‘ଫ୍ରେସର ବଏଜ’ ଗ୍ରାଉଣ୍ଡରେ ଏକ କ୍ରିକେଟ ଟୁର୍ନାମେଣ୍ଟର ଆୟୋଜନ କରାଯାଇଥିଲା। ଖେଳ ସମୟରେ ଜଣେ କ୍ରିକେଟର ଛକା ମାରିବା ମାତ୍ରେ ସେ ହଠାତ୍‌ ତଳେ ପଡ଼ିଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri