ଶୋଇଥିବା ବେଳେ ଚୋଟ ମାରିଲା ସାପ: ଚାଲିଗଲା ଛାତ୍ରୀଙ୍କ ଜୀବନ, ଜଣେ ଗୁରୁତର
ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନାରିଙ୍ଗିପଲ୍ଲୀ ଗ୍ରାମର ତେଜସୀନି ପ୍ରଧାନ(୯) ସର୍ପ ଦଂଶନରେ ମୃତ୍ୟୁବରଣ କରିଛନ୍ତି। ଭଞ୍ଜନଗର ପୋଲିସ ତାଙ୍କ ମରଶରୀରକୁ ଜବତ କରି ରବିବାର ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଛି। ସେହିଭଳି ଅନ୍ୟ…
‘ଏଭଳି ଭୁଲ ବରଦାସ୍ତ କରାଯିବନି’… ରାଗରେ ଚିହିଁକି ଉଠିଲେ ପଞ୍ଜାବ ମାଲିକାଣୀ
ନୂଆଦିଲ୍ଲୀ,୨୫।୫: ରାଗରେ ନିଆଁବାଣ ହେଲେ ପଞ୍ଜାବ କିଙ୍ଗ୍ସ ମାଲିକାଣୀ ତଥା ଅଭିନେତ୍ରୀ ପ୍ରୀତି ଜିଣ୍ଟା। ଦିଲ୍ଲୀ ବିପକ୍ଷ ମ୍ୟାଚ୍ ସମୟରେ ହୋଇଥିବା ଏକ ବଡ଼ ଭୁଲ ଯୋଗୁ ସେ ଚିହିଁକି ଉଠିଥିଲେ। ଏହା ପଛରେ ଦଳର ପରାଜୟ ଥିବା କୁହାଯାଉଥିଲେ ହେଁ…
ବିଶ୍ୱରେ ଚହଳ! ଭାରତ ପାଲଟିଲା ଚତୁର୍ଥ ବୃହତ୍ତମ ଅର୍ଥନୀତି
ନୂଆଦିଲ୍ଲୀ,୨୫।୫: ଭାରତ ଜାପାନକୁ ପଛରେ ପକାଇ ବିଶ୍ୱର ଚତୁର୍ଥ ବୃହତ ଅର୍ଥନୀତିରେ ପରିଣତ ହୋଇଛି। ଏବେ ଆକଳନ କରାଯାଉଛି ଯେ ଆଗାମୀ ୩୦ ରୁ ୩୬ ମାସ ମଧ୍ୟରେ ଭାରତ ଜର୍ମାନୀକୁ ପଛରେ ପକାଇ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ପାଲଟିବ।…
ଟ୍ରମ୍ପଙ୍କ ଦେଶରେ ଏତେ ବଡ଼କଥା କହିଦେଲେ ଥରୁର, ଆମେରିକାରେ ଚହଳ!
ନୂଆଦିଲ୍ଲୀ, ୨୫।୫: କଂଗ୍ରେସ ଏମପି ଶଶି ଥରୁରଙ୍କ ନେତୃତ୍ୱରେ ଏକ ସର୍ବଦଳୀୟ ପ୍ରତିନିଧି ଦଳ ଆମେରିକା ସମେତ ପାଞ୍ଚଟି ଦେଶରେ ଭାରତର ଆତଙ୍କବାଦ ବିରୋଧୀ ନୀତି ଏବଂ ଦୃଢ଼ ଆଭିମୁଖ୍ୟକୁ ବିଶ୍ୱ ସମୁଦାୟ ଆଗରେ ଉପସ୍ଥାପନ କରିବା ପାଇଁ ଗସ୍ତ କରୁଛନ୍ତି।…
ଭାରତ-ପାକିସ୍ତାନ ଯୁଦ୍ଧ ପଛରେ ଆମେରିକାର ହାତ! ବଡ଼ ଖୁଲାସା କଲେ…
ଇସଲାମବାଦ,୨୫।୫: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ ଆମେରିକା ଉପରେ ଏକ ବଡ଼ ବୟାନ ଦେଇଛନ୍ତି। ଖୱାଜା ଆସିଫ ସାରା ବିଶ୍ୱରେ ଘଟୁଥିବା ହିଂସା ଏବଂ ଯୁଦ୍ଧ ସମ୍ପର୍କରେ ଆମେରିକା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଆମେରିକା…
ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ, ଶିବଗଙ୍ଗା ପୁଷ୍କରିଣୀରେ ବୁଡ଼ି ଚାଲିଗଲା ଯୁବକଙ୍କ ଜୀବନ
ଧୂଷୁରୀ, ୨୫।୫ (ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଆଖଣ୍ଡଳମଣି ପୀଠ ଆରଡିରେ ଥିବା ଶିବଗଙ୍ଗା ପୁଷ୍କରିଣୀରେ ରବିବାର ଏକ ଅଘଟଣ ଘଟିଛି। ପୁଷ୍କରିଣୀରେ ଗାଧୋଉଥିବା ବେଳେ ଗୋଡ଼ ଖସିଯାଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଧାମନଗର ଥାନା ଅଧୀନ…
ଏଣିକି ଇପିଏଫ୍ରେ ମିଳିବ ୮.୨୫% ସୁଧ, ଜାଣନ୍ତୁ ଆକାଉଣ୍ଟକୁ ଆସିବ କେତେ ଟଙ୍କା?
ନୂଆଦିଲ୍ଲୀ,୨୫ା୫: କେନ୍ଦ୍ର ସରକାର ୨୦୨୫ ଆର୍ଥତ୍କ ବର୍ଷ ପାଇଁ କର୍ମଚାରୀ ଭବିଷ୍ୟ ନିଧି (ଇପିଏଫ୍) ଜମା ଉପରେ ୮.୨୫ ପ୍ରତିଶତ ସୁଧହାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ପୂର୍ବ ଆର୍ଥତ୍କ ବର୍ଷର ସୁଧହାରକୁ ଚଳିତ ଆର୍ଥତ୍କ ବର୍ଷରେ କାଏମ ରଖିବା ପାଇଁ ଗତ…
ପାକିସ୍ତାନ ଉପରେ ପୁଣି ବଡ଼ ଆଟାକ୍, ଭୟଙ୍କର ବୋମା ମାଡ଼…
ଇସଲାମବାଦ,୨୫।୫: ପାକିସ୍ତାନର ଅଶାନ୍ତ ଉତ୍ତର-ପଶ୍ଚିମ ଅଞ୍ଚଳ ପୁଣି ଥରେ ହିଂସାର ଶିକାର ହୋଇଛି। ଖାଇବର ପଖତୁନଖୱାରେ ହୋଇଥିବା ଦୁଇଟି ସନ୍ଦିଗ୍ଧ ଆତଙ୍କବାଦୀ ଆକ୍ରମଣ କେବଳ ସୁରକ୍ଷା ବ୍ୟବସ୍ଥାକୁ ସ୍ପଷ୍ଟ କରିନାହିଁ ବରଂ ପୁଣି ଥରେ ଏହି ପ୍ରଶ୍ନ ଉଠାଇଛି ଯେ ପାକିସ୍ତାନ…
ଦେଶ ବିକାଶର ଇଞ୍ଜିନ୍ ହେବ ଓଡ଼ିଶା
ଓଡ଼ିଶା ଭାରତର ବିକାଶରେ ଇଞ୍ଜିନ୍ ପାଲଟିବ ବୋଲି ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରାଜ୍ୟର ୬ ସହର ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା, ଜଟଣୀ ଓ ପାରାଦୀପକୁ ନେଇ ମେଟ୍ରୋପଲିଟାନ୍ ରିଜିଅନ୍ କରାଯିବାର ପ୍ରସ୍ତାବ ରହିଥିବା…
କହୁଛନ୍ତି କମ୍, ଲୁଚାଉଛନ୍ତି ବେଶୀ; ଜ୍ୟୋତିଙ୍କ ସାଇକୋଲୋଜିକାଲ୍ ଟେଷ୍ଟ ପରେ ହେବ ବଡ଼ ଖୁଲାସା!
ନୂଆଦିଲ୍ଲୀ,୨୪।୫: ଗୁପ୍ତଚର ମାମଲାରେ ଗିରଫ ହୋଇଥିବା YouTuber ଜ୍ୟୋତି ମାଲହୋତ୍ରାଙ୍କ ସାଇକୋଲୋଜିକାଲ ଟେଷ୍ଟ(ମନସ୍ତାତ୍ତ୍ୱିକ ପରୀକ୍ଷା) ହୋଇପାରେ। ତଦନ୍ତରୁ ଜଣାପଡିଛି ଯେ ଜ୍ୟୋତି ଏକ ବିଳାସପୂର୍ଣ୍ଣ ଜୀବନକୁ ଭଲ ପାଉଥିଲେ ଏବଂ ସେ ତାଙ୍କର ସଉକକୁ ପୂରଣ କରିବା ପାଇଁ ଏସବୁ କରିଥିଲେ।…
ଚେତାଇଲା ପାଣିପାଗ ବିଭାଗ: କାଲିଠୁ ବଢ଼ିବ ବର୍ଷା, ବଜ୍ରପାତ ସହ ଘଣ୍ଟାପ୍ରତି ବହିବ…
ଭୁବନେଶ୍ୱର,୨୪ା୫ (ଅନୁରାଧା ମହାରଣା)- ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଇତିମଧ୍ୟରେ ମୌସୁମୀ କେରଳ ଛୁଇଁଥିବାବେଳେ ଏହା ପ୍ରଭାବରେ ରାଜ୍ୟରେ ପ୍ରାକ୍ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଉତ୍ତର ଉପକୂଳ ଓଡ଼ିଶା ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ…
ଚିକିତ୍ସା ପାଇଁ ଯାଇଥିଲେ, ମେଡିକାଲରେ ୩ ପୁଅଙ୍କୁ ଛାଡ଼ି ବାପା ଫେରାର
ରାୟଗଡା, ୨୧।୫(ଆଶିଷ ରଞ୍ଜନ ପଣ୍ଡା)- ଜଣେ କି ଦୁଇଜଣ ନୁହେଁ, ତିନି କୁନି ପୁଅଙ୍କୁ ଚିକିତ୍ସା ପାଇଁ ଆଣି ମେଡ଼ିକାଲରେ ଛାଡ଼ି କେଉଁଆଡ଼େ ଚାଲିଯାଇଛନ୍ତି ବାପା । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଗୋଷ୍ଠୀ…
Archives


