Home

ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପୂର୍ବରୁ କାନ୍ଦ ବୋବାଳିରେ ଫାଟୁପଡ଼ୁଛି ଗାଁ: ଭୋଗରାଇ ପଳାସିଆରେ ଶୋକାକୁଳ ପରିବେଶ

ଭୋଗରାଇ,୧୫।୭: ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ…

ରାତିଅଧିଆ ଏମ୍ସର ପଛ ଗେଟ୍‌ ଦେଇ FM ଛାତ୍ରୀଙ୍କ ମୃତଦେହ ଘରକୁ ନିଆଗଲା: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୫।୭: ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ…

ସୌମ୍ଯାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ଯୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ…

ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ:AIIMS ପକ୍ଷରୁ ଘୋଷଣା 

ଭୁବେଶ୍ବର,୧୫/୭: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨…

କାର୍‌-ପିକ୍‌ଅପ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ପଁର୍ରାପାଟ ମନ୍ଦିର ନିକଟରେ ସୋମବାର ରାତି ପ୍ରାୟ ୯ଟା ୩୦ ମିନିଟରେ ଏକ ସଡକ ଦୁର୍ଘଟଣା ଘଟିଛି। କାର୍‌ ଏବଂ ପିକଅପ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ଲୋକଙ୍କର…

ଭାଜପାକୁ ଚେତାବନୀ ଦେଲେ ଓମାର ଅବଦୁଲ୍ଲା: କହିଲେ, କାଲି ଯଦି ନିର୍ବାଚନ ହୁଏ…

ଶ୍ରୀନଗର,୧୪।୭:ଜୁଲାଇ ୧୩ରେ ଶହୀଦ ଦିବସକୁ ନେଇ ଜମ୍ମୁ କଶ୍ମୀରରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଉଛି। ଶ୍ରୀନଗରର ଶହୀଦ କବରସ୍ଥାନରେ କାନ୍ଥ ଚଢ଼ି ପୋଲିସ ସହ ସଂଘର୍ଷର ଭିଡିଓ ଭାଇରାଲ ହେବାର କିଛି ଘଣ୍ଟା ପରେ, ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା କହିଛନ୍ତି, ଯଦି…

କଠୋର ହେଲା DGCA: ୨୧ ତାରିଖ ସୁଦ୍ଧା ବୋଇଂ ବିମାନର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଯାଞ୍ଚ କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୪ା୭:ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ସମ୍ପର୍କିତ ପ୍ରାରମ୍ଭିକ ତଦନ୍ତ ରିପୋର୍ଟ ଆସିବା ପରେ ବୋଇଂ ୭୮୭ ଏବଂ ବୋଇଂ ୭୩୭ ବିମାନଗୁଡ଼ିକର ଇନ୍ଧନ ନିୟନ୍ତ୍ରଣ ସୁଇଚ୍‌ ଆସନ୍ତା ୨୧ ତାରିଖ ସୁଦ୍ଧା ଯାଞ୍ଚ କରିବାକୁ ସୋମବାର ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ)…

ପାଣିରେ ପଡ଼ିଲା ଜାଡେଜାଙ୍କ ଲଢ଼ୁଆ ଅର୍ଦ୍ଧଶତକ: ରୋମାଞ୍ଚକ ମ୍ୟାଚ୍‌ରେ ହାରିଲା ଭାରତ

ଲଡର୍‌ସ, ୧୪।୭:ରବୀନ୍ଦ୍ର ଜାଡେଜାଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ଦ୍ୱିତୀୟ ଇନିଂସରେ ୧୯୩ ରନ କରିପାରିଲାନି ଭାରତ। ଗୋଟିଏ ପଟରେ ଏକାକୀ ଲଢ଼େଇ କରି ଜାଡେଜା ୬୧ ରନରେ ଅପରାଜିତ ରହିଥିଲେ ମଧ୍ୟ ଭାରତର ଦ୍ୱିତୀୟ ଇନିଂସ ୧୭୦ ରନରେ ସୀମିତ ରହି…

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଏସବୁ ଭିତରେ ସୋମବାର ରାଜ୍ୟ ସରକାର ଏକ ବଡ଼ ପପକ୍ଷେପ ନେଇଛନ୍ତି।…

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଥିଲା। କିନ୍ତୁ ଏହା ଆତ୍ମହତ୍ୟ ନା ହତ୍ୟା ତାହା ପୋଲିସ ତଦନ୍ତ…

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଦିଗପହଣ୍ଡି ଥାନା ପଦ୍ମନାଭପୁର ଗ୍ରାମର ଅଭିଷେକ ପଣ୍ଡା ଥାନାରେ ଏତଲା ଦେଇଛନ୍ତି…

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ ୱେବରେ ପ୍ରକାଶ ପାଇବା ପରେ କୁଆଁରମୁଣ୍ଡା ବ୍ଲକ ଓ ରାଜସ୍ବ ବିଭାଗ ତତ୍ପର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?