Home

ମହାକାଶରୁ ଫେରୁଛନ୍ତି ଶୁଭାଂଶୁ, ସାଙ୍ଗରେ ଆଣୁଛନ୍ତି…

ନୂଆଦିଲ୍ଲୀ,୧୪।୭: ଆନ୍ତର୍ଜାତୀୟ ମହାକାଶ ଷ୍ଟେଶନ (ISS) ରେ ୧୮ ଦିନ ବିତାଇବା ଏବଂ ଅନେକ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ପରୀକ୍ଷଣ କରିବା ପରେ, ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ଏବେ ପୃଥିବୀକୁ ଫେରିବାକୁ ପ୍ରସ୍ତୁତ। Axiom-4 ମିଶନ ଅଧୀନରେ, ସେ ଏବଂ…

ଭାଜପାକୁ ୯୭ କୋଟି ଚାନ୍ଦା ଦେଇଛି ବେଦାନ୍ତ

ନୂଆଦିଲ୍ଲୀ,୧୪ା୭; ଗତବର୍ଷ ସୁପ୍ରିମକୋର୍ଟ ଇଲେକ୍ଟୋରାଲ ବଣ୍ଡ୍‌ ରଦ୍ଦ କରିବା ସତ୍ତ୍ୱେ ୨୦୨୪-୨୫ ଆର୍ଥତ୍କ ବର୍ଷରେ ଅନିଲ ଅଗ୍ରଓ୍ବାଲଙ୍କ କମ୍ପାନୀ ବେଦାନ୍ତ ଲିମିଟେଡ୍‌ ଶାସକ ଦଳ ଭାଜପାକୁ ୯୭ କୋଟି ଟଙ୍କା ଚାନ୍ଦା ଦେଇଥିବା ଏହାର ସଦ୍ୟତମ ବାର୍ଷିକ ରିପୋର୍ଟରୁ ଜଣାପଡ଼ିଛି। ବିଭିନ୍ନ…

ଆମାଜନ ଶୈଳୀରେ ହେବ ଜନଶୁଣାଣି ଟ୍ରାକିଂ

ଭୁବନେଶ୍ୱର,୧୪ା୭(ରବିନାରାୟଣ ଜେନା): ଜନଶୁଣାଣି ପ୍ରତି ଲୋକଙ୍କ ଯେତିିକି ବିଶ୍ୱାସ ରହିଛି, ଆଗାମୀ ଦିନରେ ଏହା କିଭଳି ଜନତାଙ୍କ ହୃଦୟ ଜିଣିବ ସେ ନେଇ ସରକାରୀ ପ୍ରକ୍ରିୟା ଆରମ୍ଭ ହୋଇଛି। ଲୋକେ ଘରେ ବସି ସେମାନଙ୍କ ଅଭିଯୋଗର ଯେଭଳି ଟିକିନିଖି ଖବର ପାଇପାରିବେ…

ବିଭିନ୍ନ ସମସ୍ୟାର ସମାଧାନ ନେଇ କେସିଙ୍ଗା ସିଟିଜେନ୍ସ ଫୋରମ୍‌ର ଦାବି

କେସିଙ୍ଗା,୧୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ସିଟିଜେନ୍ସ ଫୋରମର ସଭାପତି ଡ.ହେମସାଗର ସାହୁଙ୍କ ନେତୃତ୍ୱରେ କେସିଙ୍ଗା ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ଏକ ଖବରଦାତା ସମ୍ମିଳନୀ ସରକାରୀ ବିଦ୍ୟାପୀଠର ସଭାଗୃହରେ ରବିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗାର ମୁଖ୍ୟ ସମସ୍ୟା ଗୋଷ୍ଠୀ…

କାର୍ତ୍ତିକଙ୍କ ଫିଲ୍ମରେ ଜ୍ୟାକି

ମୁମ୍ବାଇ: ଆସନ୍ତା ଫେବୃଆରୀ ୧୩ରେ ରିଲିଜ୍‌ ହେବାକୁ ଥିବା ଫିଲ୍ମ ‘ତୁ ମେରୀ ମେଁ ତେରା, ମେଁ ତେରା ତୁ ମେରୀ’ରେ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ଏବଂ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ନଜରକୁ ଆସିବେ। ଏବେ ଏହି ଫିଲ୍ମର ଶୁଟିଂ ଜାରି…

ଧୀରେ ଧୀରେ ସମୁଦ୍ରରେ ବୁଡ଼ୁଛି କାନ୍‌ସାଇ ଏୟାରପୋର୍ଟ

ଟୋକିଓ: ଜାପାନର କାନ୍‌ସାଇ ଅନ୍ତର୍ଜାତୀୟ ବିମାନବନ୍ଦର (କେଆଇଏକ୍ସ) ଏବେ ଏକ ଗମ୍ଭୀର ସଙ୍କଟର ସମ୍ମୁଖୀନ ହେଉଛି। ଓସାକା ଉପସାଗରର ମଧ୍ୟଭାଗରେ ୨ଟି କୃତ୍ରିମ ଦ୍ୱୀପ ଉପରେ ନିର୍ମିତ ଏହି ବିମାନବନ୍ଦର କ୍ରମାଗତ ଭାବେ ସମୁଦ୍ରରେ ବୁଡ଼ିବାକୁ ଲାଗିଛି। ରିପୋର୍ଟ ଅନୁଯାୟୀ, ଏହି…

ଅକ୍ଟୋବର ସୁଦ୍ଧା ପ୍ରଥମ ଡେଙ୍ଗୁ ଟିକାର ୩ୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣ ପାଇଁ ପଞ୍ଜୀକରଣ

ନୂଆଦିଲ୍ଲୀ, ୧୪ା୭: ଭାରତୀୟ ଚିକିତ୍ସା ଗବେଷଣା ପରିଷଦ (ଆଇସିଏମ୍‌ଆର୍‌)ର ଜଣେ ବୈଜ୍ଞାନିକଙ୍କ ସୂଚନା ଅନୁଯାୟୀ, ପାନାସିଆ ବାୟୋଟିକ୍‌ ଦ୍ୱାରା ବିକଶିତ ଦେଶର ପ୍ରଥମ ସ୍ବଦେଶୀ ଡେଙ୍ଗୁ ଟିକା ‘ଡେଙ୍ଗିଅଲ’ର ତୃତୀୟ ପର୍ଯ୍ୟାୟ କ୍ନିନିକାଲ ପରୀକ୍ଷଣରେ ପ୍ରାୟ ୧୦,୫୦୦ ଅଂଶଗ୍ରହଣକାରୀଙ୍କ ପଞ୍ଜୀକରଣ ଆସନ୍ତା…

ମହାରାଷ୍ଟ୍ରରେ ତୀବ୍ର ହେଉଛି ଭାଷା ବିବାଦ

ପାଲଘର,୧୪ା୭: ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ଏବଂ ରାଜ୍‌ ଠାକ୍‌ରେଙ୍କ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) କର୍ମୀମାନେ ରାଜ୍ୟର ପାଲଘର ଜିଲାରେ ଜଣେ ଆପ୍ରବାସୀ ଅଟୋରିକ୍ସା ଡ୍ରାଇଭରଙ୍କୁ ସର୍ବସମ୍ମୁଖରେ ମାଡ଼ ମାରିଛନ୍ତି। ଏହି ଘଟଣା ରାଜ୍ୟରେ ଭାଷା ପ୍ରସଙ୍ଗକୁ ନେଇ…

ତ୍ରିପୁରା ଛାତ୍ରୀ ଦିଲ୍ଲୀରୁ ସପ୍ତାହେ ହେଲା ନିଖୋଜ

ନୂଆଦିଲ୍ଲୀ,୧୪ା୭: ଦିଲ୍ଲୀ ୟୁନିଭର୍ସିଟିରେ ପଢ଼ୁଥିବା ତ୍ରିପୁରାର ସ୍ନେହା ଦେବନାଥ(୧୯) ସପ୍ତାହେ ହେଲା ନିଖୋଜ ଅଛନ୍ତି। ଦିଲ୍ଲୀ ପୋଲିସ ଏବଂ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଜୋର୍‌ଦାର ତଲାସି ଅଭିଯାନ ଚଳାଇଥିଲେ ମଧ୍ୟ ଖୋଜଖବର ମିଳୁ ନ ଥିବାରୁ ତାଙ୍କ ନିଖୋଜ ରହସ୍ୟ ଘେରରେ ରହିଛି।…

ଏଇ ଭାରତରେ

ବର୍ତ୍ତମାନ ଶ୍ରବଣ କୁମାରଙ୍କ ଭଳି ମାତାପିତାଙ୍କୁ ଭକ୍ତି ପ୍ରଦର୍ଶନ କଥା ଭାବିଲେ ଅସମ୍ଭବ ମନେହୁଏ। କିନ୍ତୁ ଏଭଳି ଭକ୍ତି ପ୍ରଦର୍ଶନ କରି ଉଦାହରଣ ସାଜିଛନ୍ତି ଉତ୍ତରପ୍ରଦେଶ ବୁଲନ୍ଦସହରର ସିକନ୍ଦରାବାଦ ଅଞ୍ଚଳର ଚାରି ପୁଅ ଓମକାର, ସନି, ନୀରଜ ଓ ହେମନ୍ତ। ଏମାନେ…

ଶ୍ୟାମଳ ପୃଥିବୀର ସ୍ବପ୍ନ

କୃତିକ ସମ୍ପଦରେ ଭରପୂର ଆମ ପ୍ରକୃତି। ମୃତ୍ତିକା, ଜଳ, ଉଦ୍ଭିଦ, ଜୀବଜନ୍ତୁ, ଖଣିଜ ଦ୍ରବ୍ୟ ଇତ୍ୟାଦି ଏହାର ଅନ୍ତର୍ଭୁକ୍ତ। ଆଦିମାନବ ଏହାର ସମ୍ପୂର୍ଣ୍ଣ ବ୍ୟବହାର ଶିକ୍ଷା କରି ନ ଥିଲା। ଶିକ୍ଷା ଓ ସଭ୍ୟତାର ଉନ୍ନତି ହେବା ସଙ୍ଗେ ସଙ୍ଗେ ମଣିଷ…

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୧୪ା୭(ସୁନିତ୍‌ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବେ। ସୋମବାର ସନ୍ଧ୍ୟାରେ ରାଷ୍ଟ୍ରପତି ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍‌ସ) ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?