Home

କଥା କଟାକଟିରୁ ସୁନାଦୋକାନୀଙ୍କ ଏସିଡ୍‌ ମାଡ, ରାଜମିସ୍ତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ

ଖଇରା, ୨୯ା୧୦(ଉତ୍କଳବନ୍ଧୁ ପଣ୍ଡା)-ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଡିଗଡିଆ ବଜାରସ୍ଥିତ ଅଶୋକ ସାହୁ ନାମକ ଗହଣା ଦୋକାନୀଙ୍କ ଏସିଡ୍‌ ଆକ୍ରମଣରେ ରାମଚନ୍ଦ୍ର ପାଢୀ ନାମକ ରାଜମିସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି ା ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ପ୍ରଥମେ ସୋର ଓ…

ଦୀପାବଳି ପାଇଁ ଗାଇଡ୍‌ଲାଇନ୍‌: ୭ଟାରୁ ୯ଟା ଯାଏ ବାଣ ଫୁଟାଇବାକୁ ଅନୁମତି

ଭୁବନେଶ୍ୱର,୨୯।୧୦: ଦିନକ ପରେ ଆଲୋକର ପର୍ବ ‘ଦୀପାବଳି’। ଏହାକୁ ନେଇ ମଙ୍ଗଳବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସନ୍ଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ତେବେ ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ…

ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ

ପୁରୀ,୨୯ା୧୦(ଅଜିତ୍‌ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ…

ମହିଳା ଯାତ୍ରୀଙ୍କୁ ଧକ୍କା ଦେଇ ଛାତି ଉପରେ ଚଢ଼ିଗଲା ‘ମୋ ବସ୍‌’

କଟକ,୨୯ା୧୦ (କାର୍ତ୍ତିକ ସାହୁ) କଟକ ନେତାଜୀ ବସ୍‌ ଟର୍ମିନାଲ (ସିଏନ୍‌ବିଟି) ଭିତରେ ମୋ ବସ୍‌ (ଓଡି-୩୩-ଭି-୨୮୯୫) ଚଢ଼ିଯିବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସିଡିଏ ମର୍କତନଗର ଅଞ୍ଚଳର ସରସ୍ବତୀ ଗୋଚ୍ଛାୟତ(୬୦)। ଏହି ବିଷାଦପୂର୍ଣ୍ଣ ଘଟଣାଟି ମଙ୍ଗଳବାର ସନ୍ଧ୍ୟା…

ବରଗଡ଼ ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ଦିନକ ପୂର୍ବରୁ ଆସିଥିଲେ

ବରଗଡ଼, ୨୯। ୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କାରାଗାରରେ ବିଚାରାଧୀନ କଏଦୀଭାବେ ରହିଥିବା ଜଣେ ଯୁବକଙ୍କ ମଙ୍ଗଳବାର ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ଝାରବନ୍ଧ ଥାନା ଜାମପାଲି ଗ୍ରାମର ନୃପତ୍‌ ସାହୁ(୨୬)। ସେ ପୋକ୍ସୋ ଆକ୍ଟରେ ଗିରଫ ହୋଇ ସୋମବାର…

ମୋହନ ମାଝୀ ସରକାରଙ୍କ ୟୁ-ଟର୍ନ: ରାଜ୍ୟରେ ପୁଣି ଚାଲିବ ଡ୍ୟାନ୍ସବାର୍‌,  ହେଲେ ମହିଳା ଡ୍ୟାନ୍ସରଙ୍କୁ… 

ଭୁବନେଶ୍ୱର,୨୯।୧୦:କିଛିଦିନର ବିରାମ ପରେ ରାଜ୍ୟ ସରକାର ରାଜ୍ୟରେ ଡ୍ୟାନ୍ସ ବାର୍‌ ଚଲାଇବାକୁ ଅନୁମତି ଦେଇଛନ୍ତି । ଅବକାରୀ ବିଭାଗ ପକ୍ଷରୁ ଏ ନେଇ ମଙ୍ଗଳବାର ‘ଓଡ଼ିଶା ଅବକାରୀ (ସଂଶୋଧନ) ରୁଲ୍‌ସ-୨୦୨୪ ବିଜ୍ଞପ୍ତି ଜାରି ହୋଇଛି । ଓଡ଼ିଶା ଅବକାରୀ ଆଇନ-୨୦୦୮ର ଧାରା…

ଫୁଟ୍‌ବଲ୍‌ ଖେଳିଲା ବଣୁଆ ଦନ୍ତା; କିକ୍‌ ମାରିଲା, ପିଲାଙ୍କ ଭଳି ପଡ଼ିଆରେ ଧାଇଁଲା…

କେନ୍ଦୁଝର,୨୯।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ପିଲାଙ୍କ ସହ ଫୁଟ୍‌ବଲ୍‌ ଖେଳିଲା ଦନ୍ତା। ଏଭଳି କିଛି ଦୃଶ୍ୟ କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବି ପାଟଣା ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମରେ ପିଲା ମାନେ ଫୁଟବଲ ଖେଳୁଥିବା ବେଳେ ହଠାତ୍‌ ଏକ ବଣୁଆ…

କ୍ଷୀର ଦେବା ବେଳେ ଛେପ ପକାଉଥିଲେ ବ୍ୟକ୍ତି, ସିସିଟିଭିରେ ଏଭଳି ଦୃଶ୍ୟ କଏଦ ହେବା ପରେ…

ଲକ୍ଷ୍ନୌ,୨୯।୧୦: ଉତ୍ତର ପ୍ରଦେଶ ସହ ବିଭିନ୍ନ ରାଜ୍ୟରେ ‘ସ୍ପିଟ୍‌ ଜିହାଦ’ର ଅନେକ ମାମଲା ସାମ୍ନାକୁ ଆସିଛି। ୟୁପି ସରକାର ଏଭଳି ମାମଲା ଉପରେ କଡ଼ା ପଦକ୍ଷେପ ନେଉଛନ୍ତି। ଏପରିକି ସ୍ପିଟ୍‌ ଜିହାଦକଚ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ସୁଦାମ ମାରାଣ୍ଡିଙ୍କୁ ନେଇ ବଡ଼ ଖବର, ଝାଡଖଣ୍ଡ ନିର୍ବାଚନରେ…

ଭୁବନେଶ୍ୱର,୨୯।୧୦: ଆଗକୁ ଝାଡଖଣ୍ଡ ନିର୍ବାଚନ। ଏନେଇ ରାଜ୍ୟର ଶାସକ ଦଳ ଓ ବିରୋଧୀ ଦଳ ଅଣ୍ଟା କଷିଲେଣି। ଶାସକ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା କଂଗ୍ରେସ ଓ ଆରଜେଡି ସହ ମେଣ୍ଟ କରି ମଇଦାନକୁ ଓହ୍ଲାଇଛି। ସେହିପରି ଭାରତୀୟ ଜନତା ପାର୍ଟି ମଧ୍ୟ…

ମହାବାତ୍ୟାରେ ଭାସି ଯାଇଥିଲେ ସ୍ତ୍ରୀ-୪ ସନ୍ତାନ: ତଥାପି ହାରିନାହାନ୍ତି ଶଙ୍କର ନନା

ପାରାଦୀପ,୨୯।୧୦(ଶରତ ରାଉତ):ଓଡ଼ିଶାର ସବୁଠାରୁ ବଡ଼ ବାତ୍ୟା କୁହାଯାଉଥିବା ୧୯୯୯ ମହାବାତ୍ୟାକୁ ମଙ୍ଗଳବାର ୨୫ ବର୍ଷ ପୂରିଛି। ଏହି ୨୫ ବର୍ଷ ମଧ୍ୟରେ ଉପକୂଳ ଓଡ଼ିଶାରେ ୧୧ ଥର ବାତ୍ୟା ହେଲାଣି। ସେଗୁଡିକ ହେଲା ୨୦୧୩ରେ ଫାଇଲିନ୍‌, ୨୦୧୪ ହୁଡ୍‌ହୁଡ୍‌, ୨୦୧୬ ତିତ୍‌ଲି,…

୩୩ ଘଣ୍ଟା ପରେ ମୃତଦେହକୁ ମିଳିଲା ଶ୍ମଶାନ

ପାପଡାହାଣ୍ଡି,୨୯।୧୦(ସ୍ବପ୍ନଜିତ ପଟ୍ଟନାୟକ):ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ସଦର ମହକୁମାଠାରେ ଧର୍ମ ପରିବର୍ତ୍ତନ ଯୋଗୁ ଗ୍ରାମର ଡମୁଯାନୀଙ୍କ ସୋମବାର ମୃତ୍ୟୁ ପରେ ଶ୍ମଶାନ ମିଳି ନ ଥିଲା। ଦୀର୍ଘ ୩୩ ଘଣ୍ଟା ପରେ ମଙ୍ଗଳବାର ଗ୍ରାମ ନିକଟରେ ତାଙ୍କ ସତ୍କାର…

ଅମିତ ଶାହାଙ୍କ ଗୋଟିଏ ହ୍ବିସିଲ୍‌ରେ ଭାଙ୍ଗିଯିବ ବିଜେଡି: ଜୟନାରାୟଣଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ୱର,୨୯।୧୦: ବିଜେଡିର ୨୪ ବର୍ଷ ଶାସନ ପରେ ଭାଜପା ରାଜ୍ୟରେ ପ୍ରଥମଥର ସରକାର ଗଢିଛି। ନୂଆ ସରକାରଙ୍କୁ ଟାର୍ଗେଟ୍‌ କରିବାରେ ବିଜେଡି ନେତାମାନେ ଆଦୌ ପଛାଉ ନ ଥିବାବେଳେ ଭାଜପା ମଧ୍ୟ ମୁହଁତୋଡ ଜବାବ ଦେଉଛି। ଏହି କ୍ରମରେ ବିରୋଧୀ ଦଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri