Home

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ ପୁନର୍ବିଚାର କରିବାକୁ ନିଷ୍ପତ୍ତି ନେଇଛି। କିଛି ସମୟ ପୂର୍ବରୁ, BCCI ସଚିବ ଦେବଜିତ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁପାଳନରେ ଅବହେଳା କରାଯାଇଛି। ଏହାକୁ ନେଇ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଏହି ମାମଲାରେ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର କରିବାକୁ ପଡ଼ିଛି। ହରେକାଲା ମାଙ୍ଗାଲୋରର ଏକ ବସ୍‌ଷ୍ଟାଣ୍ଡରେ କମଳା ଲେମ୍ବୁ ବିକ୍ରିକରି ପରିବାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ ଜରୁରୀ। ପରିବର୍ତ୍ତନ ନ ହେଲେ ନୂତନତ୍ୱ ଆସେ ନାହିଁ ଏବଂ ଆମେ ଜଡ଼ତା…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ ନାଗରିକଙ୍କ ଉନ୍ନତ ଜୀବନଯାପନ ପାଇଁ ସର୍ବନିମ୍ନ ସୁବିଧା ସୁଯୋଗ ଯୋଗାଇଦେବା ଏହାର ଉଦ୍ଦେଶ୍ୟ।…

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ କୋଠରିରେ ନୁହେଁ, ବରଂ ଜନସାଧାରଣଙ୍କ ଦ୍ୱାରଦେଶରେ ଥାଏ। ଭାରତୀୟ ଗଣତନ୍ତ୍ରର ମୂଳଦୁଆ ସ୍ଥାନୀୟ…

NEET ପରୀକ୍ଷା ଦେବା ପାଇଁ ମଦ୍ୟପାନ କରି ଆସି ସିଟରେ ବସିଗଲେ ପ୍ରାର୍ଥୀ, ହେଲେ କିପରି? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୩୧।୮: ତେଲଙ୍ଗାନାର ରଙ୍ଗା ରେଡ୍ଡି ଜିଲାରେ NEET-PG ପରୀକ୍ଷା ଦେଉଥିବା ପ୍ରାର୍ଥୀ ମହମ୍ମଦ ରିଜୱାନ ମଦ୍ୟପାନ କରି ପରୀକ୍ଷାସ୍ଥଳରେ ପହଞ୍ଚିଥିଲେ। ସେ ସୁରକ୍ଷା ବ୍ୟବସ୍ଥାକୁ ଭେଦ କରି ପରୀକ୍ଷା ହଲ ଭିତରେ ନିଜ ସିଟରେ ବସିିବାରେ ସଫଳ ହୋଇଥିଲେ। ତଥାପି, ପରୀକ୍ଷା…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ଯୋଗଦାନ କରି…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ ଗାଁର ବବି ନାଏକ(୩୫) କଦଳୀ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ ନାଟକୀୟ ମୋଡ଼ ଆସିଛି। ଘଟଣାର କିଛି ଘଣ୍ଟା ପରେ ଚିକିତ୍ସାଳୟଠାରୁ ପ୍ରାୟ ୧୦…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ ନିଜେ ଯୁଦ୍ଧ କରି ନ ଥିଲେ। କେବେ ବି ଭଗବାନ୍‌ କୃଷ୍ଣ ନିଜକୁ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ ଏବଂ ମୋହିତ ଭାବରେ ଚିହ୍ନଟ କରାଯାଇଛି, ଉଭୟଙ୍କୁ ପୋଲିସ ଖୋଜୁଥିଲା। ଏନକାଉଣ୍ଟରରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?