ବିକଶିତ ଭାରତ ପାଇଁ ସମସ୍ତେ ଧର୍ମପଦ ହେବା: ରାଜସ୍ବ ମନ୍ତ୍ରୀ
ବରଗଡ଼,୨୬।୧୨(ପ୍ରେମାନନ୍ଦ ଖମାରୀ):ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଏକଶହତମ ଜନ୍ମ ଜୟନ୍ତୀ ଅବସରରେ ବୁଧବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ…
ଖୁବ୍ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ
ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ମନୋଜ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସମାବେଶରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଯୋଗଦେଇ…
ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…
ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଏହା ଘୋଷଣା କରିଛନ୍ତି। ରାଜ୍ୟର ପ୍ରାୟ ଏକ…
୯୧ ବର୍ଷରେ ଖ୍ୟାତନାମା ଲେଖକ ଏମ୍. ଟି. ବାସୁଦେବନଙ୍କ ପରଲୋକ
ନୂଆଦିଲ୍ଲୀ,୨୫।୧୨: ମାଲାୟାଲମ ଲେଖକ ଏମ.ଟି ବାସୁଦେବନ ନାୟାରଙ୍କ ୯୧ ବର୍ଷ ବୟସରେ ପରଲୋକ ଘଟିଛି। ଡିସେମ୍ବର ୧୫ ରେ ଶ୍ୱାସ ନେବାରେ ଅସୁବିଧା ହେତୁ ତାଙ୍କୁ କୋଜିକୋଡେସ୍ଥିତ ବେବି ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏଠାରେ ସେ ଶେଷ ନିଶ୍ୱାସ ତ୍ୟାଗ…
ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…
ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ ଯୁବକ ଉଦ୍ଧାର କରି ଜରପଡ଼ା ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ଛେଣ୍ଡିପଦା ବ୍ଲକ…
ପ୍ରଥମ ଭାରତୀୟ ଦ୍ରୁତ ବୋଲର୍ ଭାବେ ଇତିହାସ ରଚିଲେ ଜସପ୍ରିତ ବୁମ୍ରା
ନୂଆଦିଲ୍ଲୀ,୨୫।୧୨: ଦ୍ରୁତ ବୋଲର୍ ଜସପ୍ରିତ ବୁମ୍ରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ବୋଲିଂ ର଼୍ୟାଙ୍କିଂରେ ୯୦୪ ଅଙ୍କ ହାସଲ କରି ଇତିହାସ ରଚିଛନ୍ତି। ସେ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଭାରତୀୟ ରେକର୍ଡର ସମକକ୍ଷ ହୋଇଛନ୍ତି। ବୁମ୍ରା ଅଷ୍ଟ୍ରେଲିଆ ବିପକ୍ଷରେ ବ୍ରିସବେନରେ ଖେଳାଯାଇଥିବା ତୃତୀୟ…
ପଡ଼ୋଶୀ ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍: ୪୬ ମୃତ, ଜବାବ ଦିଆଯିବ ବୋଲି କହିଲା…
କାବୁଲ, ୨୫।୧୨: ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ ପାକିସ୍ତାନୀ ସେନା ଦ୍ୱାରା ଏୟାରଷ୍ଟ୍ରାଇକ କରାଯାଇଛି। ଏହି ଆକ୍ରମଣରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି।…
ବରୁଣଙ୍କୁ ପ୍ରପୋଜ କରିଥିଲେ ଶ୍ରଦ୍ଧା, ମନା କରିବା ଯୋଗୁ ଖାଇଥିଲେ ମାଡ଼
ମୁମ୍ବାଇ: ବଲିଉଡ ସୁପରଷ୍ଟାର ବରୁଣ ଧାଓ୍ବନଙ୍କୁ ପ୍ରପୋଜ କରିଥଲେ ଅଭିନେତ୍ରୀ ଶ୍ରଦ୍ଧା କପୁର। ହେଲେ ମନା କରିଦେଇଥିଲେ ଅଭିନେତା। ଏହାପରେ ଶ୍ରଦ୍ଧା ନେଇଥିଲେ ପ୍ରତିଶୋଧ। ଜଣେ କି ଦୁଇ ଜଣ ନୁହେଁ, ବରଂ ତିନି ଜଣ ପୁଅଙ୍କୁ ଲଗାଇ ସେ ବରୁଣଙ୍କୁ…
ମୃତ ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କା ଦେବେ ଅଲ୍ଲୁ ଅର୍ଜୁନ
ହାଇଦ୍ରାବାଦ:ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବଡ଼ ଘୋଷଣା। ହାଇଦ୍ରାବାଦ ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ସେ ଏବଂ ‘ପୁଷ୍ପା’ ଫିଲ୍ମ ନିର୍ମାତା। ଅଭିନେତାଙ୍କ ବାପା ତଥା ଭେଟେରାନ…
ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!
ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ କଳ୍ପନାଜଳ୍ପନା ଚାଲିଛି। ରଘୁବର ଏହି ସମୟରେ ଇସ୍ତଫା ଦେଇଛନ୍ତି ଯେତେବେଳେ ଭାରତୀୟ ଜନତା ପାର୍ଟିର…
ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍ ପୋଷ୍ଟ’ ସେବା
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍କା ଦେଇଛି। ରେଡିଷ୍ଟର୍ଡ ବୁକ୍ ପୋଷ୍ଟ(ଆର୍ବିପି) ସେବା ଅଧୀନରେ ୫ କିଗ୍ରାର ପୁସ୍ତକ ପଠାଇବା ଲାଗି…
କାଜାକିସ୍ତାନ ବିମାନ ଦୁର୍ଘଟଣାର ଭୟଙ୍କର ଭିଡିଓ ଆସିଲା ସାମ୍ନାକୁ
ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ ବୁଧବାର କାଜାକିସ୍ତାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା କାଜାକିସ୍ତାନର ଅକଟାଉ ସହର ନିକଟରେ ଘଟିଛି। ବିମାନଟି ଆଜେରବାଇଜାନରୁ ରୁଷିଆକୁ ଉଡ଼ି ଯାଇଥିଲା। ଏହି ବିମାନରେ ୬୭ଜଣ ଯାତ୍ରୀ ଏବଂ ପାଞ୍ଚ ଜଣ କ୍ରୁ…
Archives


