ବର୍ଷା ପ୍ରଭାବରେ ଧାନଫସଲ ନଷ୍ଟ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର
ଦିଗପହଣ୍ଡି,୨୭ା୧୨(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ବର୍ଷା ପ୍ରଭାବରେ ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ଚାଷୀଙ୍କ ବ୍ୟାପକ ଧାନ ଓ ପନିପରିବା ଫସଲ ନଷ୍ଟ ହୋଇଛି।ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ଚାଷୀ ଓ ଭାଗଚାଷୀଙ୍କୁ କ୍ଷତିପୂରଣ ଦାବିରେ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ…
ବ୍ରାହ୍ମଣୀଗାଁରେ ନେଟୱର୍କ ଅଚଳ, ଲୋକେ ହନ୍ତସନ୍ତ
ଦାରିଙ୍ଗବାଡ଼ି /ବ୍ରାହ୍ମଣୀଗାଁ,୨୮/୧୨(ଅରୁଣ ସାହୁ /ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳ ବ୍ରାହ୍ମଣୀଗାଁରେ ନେଟୱାର୍କ ଅଚଳ ପାଇଁ ସରକାରୀ ଓ ବେସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଛି। ସରକାର ଏବେ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ଅନୁଦାନ ପ୍ରଦାନ କରୁଥିବା ବେଳେ…
ଛିଣ୍ଡିପଡ଼ିଲା ବିଦ୍ୟୁତ୍ ତାର:ବିଲରେ ଜଳିଗଲେ ଚାଷୀ
ଚାନ୍ଦବାଲି,୨୮।୧୨(କିଷାନ ପାତ୍ର):ଚାଷଜମିରେ ଛିଣ୍ଡି ପଡ଼ିଥିବା ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀ ଜଳି ଯାଇଛନ୍ତି। ଏଥିସହ ଚାଷୀଙ୍କ ୨ ଏକର ଜମିର ଧାନ ପୋଡ଼ି ପାଉଁଶ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନରେ ଏଭଳି ଏକ ଦୁଃଖଦ ଘଟଣା ଘଟିଛି…
ରାଶନ କାର୍ଡ ହାତେଇଛନ୍ତି ୪୦ ଲକ୍ଷ ଭୂତ ହିତାଧିକାରୀ:ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ…
ଭୁବନେଶ୍ୱର,୨୮ା୧୨(ସୁନିତ୍ ମିଶ୍ର):ରାଜ୍ୟରେ ବହୁ ସଂଖ୍ୟାରେ ଭୂତ ହିତାଧିକାରୀ ରାଶନ କାର୍ଡ ହାତେଇଥିବା ବିଷୟ ଅନେକ ସମୟରେ ଆଲୋଚନା ହୋଇଆସୁଛି। ତେବେ ସରକାର ଖୁବ୍ଶୀଘ୍ର ଭୂତ ହିତାଧିକାରୀଙ୍କୁ ଚିହ୍ନଟକରି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବେ ବୋଲି ଅନେକ ସମୟରେ କହିଆସୁଛନ୍ତି। ତେବେ…
ପୁଣି ବର୍ଷା ସମ୍ଭାବନା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା):ପଶ୍ଚିମା ଝଡ଼ ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଉତ୍ତର ତଥା ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୩୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ…
ଭାରତୀୟ କାର୍ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ଓସାମୁ ସୁଜୁକିଙ୍କ ପରଲୋକ
ନୂଆଦିଲ୍ଲୀ,୨୮ା୧୨:ମାରୁତି ୮୦୦ କାର୍ ଆଣି ଭାରତୀୟ କାର୍ ବଜାରରେ ବୈପ୍ଳବିକ ପରିବର୍ତ୍ତନ ଆଣିଥିବା ସୁଜୁକି ମୋଟର କର୍ପୋରେଶନର ପୂର୍ବତନ ଅଧ୍ୟକ୍ଷ ତଥା ସିଇଓ ଓସାମୁ ସୁଜୁକିଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୪ ବର୍ଷ ହୋଇଥିତ୍ଲା। ସେ ରକ୍ତ କର୍କଟରେ ପୀଡ଼ିତ…
ଲ’ କମିଶନ ଗଠନ କଲେ ରାଜ୍ୟ ସରକାର:ଜଷ୍ଟିସ ବିଶ୍ୱନାଥ ରଥ ଅଧ୍ୟକ୍ଷ ନିଯୁକ୍ତ
ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ରାଜ୍ୟ ସରକାର ଲ’ କମିଶନ ଗଠନ କରିଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ ଲ’ କମିଶନ ଅଧ୍ୟକ୍ଷ ଭାବେ…
ସର୍ବଦା ନୀଳ ରଙ୍ଗର ପଗଡ଼ି କାହିଁକି ପିନ୍ଧୁଥିଲେ ମନମୋହନ ସିଂ? ନିଜେ କହିଥିଲେ କାରଣ…
ନୂଆଦିଲ୍ଲୀ,୨୭।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡା. ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ସାରା ଦେଶରେ ଶୋକର ଲହର ଖେଳିଯାଇଛି। ଗୁରୁବାର ରାତିରେ…
ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର
ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତେବେ…
୨୦୨୫ରେ ଏହି ୩ ରାଶିର ଚମକିବ ଭାଗ୍ୟ, ଆପଣ ନାହାନ୍ତି ତ…
ଜ୍ୟୋତିଷଶାସ୍ତ୍ରରେ କେତୁ ଗ୍ରହକୁ ମୋକ୍ଷ ଏବଂ ଆଧ୍ୟାତ୍ମର କାରକ ବୋଲି କୁହାଯାଏ। ଏହାକୁ ପାପ ଗ୍ରହ କୁହାଯାଉଥିଲେ ହେଁ ଏହାର କିଛି ଗୁଣ ବୃହସ୍ପତିଙ୍କ ସହ ମେଳ ଖାଏ। ଆସନ୍ତାବର୍ଷ ମେ’ ୧୮ରେ କେତୁ ଗ୍ରହ କନ୍ୟା ରାଶିରୁ ବାହାରି ସିଂହ…
ଭୂକମ୍ପ ଝଟ୍କାରେ ଥରିଲା ଜମ୍ମୁ କଶ୍ମୀର
ଶ୍ରୀନଗର,୨୭।୧୨: ଥରିଲା ଜମ୍ମୁ କଶ୍ମୀର। ଶୁକ୍ରବାର ରାତି ୯.୦୬ରେ କଶ୍ମୀରର ବାରାମୂଳାରେ ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଆକଳନ କରାଯାଇଛି। ଏଯାବତ ଭୂକମ୍ପକୁ ନେଇ କୌଣସି କ୍ଷୟକ୍ଷତିର ଖବର ମିଳିନାହିଁ। ଅପରପକ୍ଷେ ଘାଟିରେ ପ୍ରବଳ…
ଦଳରୁ ବାଦ୍ ପଡ଼ିବା ପରେ ଗିଲଙ୍କ ବଡ଼ ପଦକ୍ଷେପ, ସାଲ୍ୟୁଟ୍ କରୁଛନ୍ତି ପ୍ରଶଂସକ
ମେଲବର୍ନ,୨୭।୧୨: ବର୍ଡର ଗାଭାସ୍କର ଟ୍ରଫିରେ ଟିମ୍ ଇଣ୍ଡିଆ ଏବଂ ଅଷ୍ଟ୍ରେଲିଆ ସମାନ ସ୍ଥିତିରେ ଅଛନ୍ତି। ଏବେ ଉଭୟ ଟିମ୍ ମେଲବର୍ନ ଟେଷ୍ଟ ଜିତି ସିରିଜରେ ଆଗୁଆ ରହିବା ଉଦ୍ଦେଶ୍ୟରେ ମଇଦାନକୁ ଓହ୍ଲାଇଛନ୍ତି। ମେଲବର୍ନରେ ଚତୁର୍ଥ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ…
Archives


