ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ
ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ଭଦୋଦରା…
ଦୁନିଆ ଦେଖିବ ଟାଟାର ଦମ୍, ରତନ ଟାଟାଙ୍କୁ ମନେ ପକାଇ ମୋଦି କହିଲେ…
ନୂଆଦିଲ୍ଲୀ,୨୮ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍ (TASL) କ୍ୟାମ୍ପସ୍ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନ ପରେ ଲୋକଙ୍କୁ…
ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି
କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର କୌଣସି ଚିହ୍ନ ବର୍ଣ୍ଣ ଦେଖାଯାଉ ନାହିଁ । ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ ବ୍ୟାଟେରି, ଗାଡ଼ି-ଷ୍ଟ୍ରିଟ୍ ଲାଇଟ୍ରୁ ଚୋରି କରି ନେଉଛନ୍ତି
ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): ଏବେ ଦୁର୍ବୃତ୍ତଙ୍କ ଟାର୍ଗେଟ୍ରେ ବ୍ୟାଟେରି। ୫୯ ନଂ ଜାତୀୟ ରାଜପଥ ପକ୍ଷରୁ ରାଜପଥ କଡ଼ରେ ଲାଗିଥିବା ଷ୍ଟ୍ରିଟ୍ ଲାଇଟ୍ରୁ ସୋଲାର ପ୍ୟାନେଲ ସହ ବ୍ୟାଟେରି ଚୋରି ହେଉଛି। ଏଥିସହ ଏବେ ରାସ୍ତାକଡ଼ରେ, ଘର ସମ୍ମୁଖରେ ରହିଥିବା ୪ ଓ…
ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ
ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର ମହୋତ୍ସବ ପାଳନ କରାଯାଏ। ଏଥର ମଧ୍ୟ ଆଜି ଅର୍ଥାତ୍ ସୋମବାର ଦୀପାବଳିକୁ ‘ହ୍ବାଇଟ୍ ହାଉସ୍’ରେ…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତାବର୍ଷରୁ ଆରମ୍ଭ ହେବ ଜନଗଣନା, ଏଥିରେ ଆସିବ ଏପରି ପରିବର୍ତ୍ତନ
ନୂଆଦିଲ୍ଲୀ,୨୮ା୧୦: କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା ସମ୍ପର୍କରେ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଆସନ୍ତାବର୍ଷଠାରୁ ଦେଶରେ ଜନଗଣନା ଆରମ୍ଭ ହୋଇପାରେ ବୋଲି ସୂତ୍ରରୁ ପ୍ରକାଶ। ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୧୬ ପର୍ଯ୍ୟନ୍ତ ହେବ। କରୋନା ମହାମାରୀ ହେତୁ ୨୦୨୧ରେ ହେବାକୁ ଥିବା…
ମିଳୁନି ମାଟି, ସଙ୍କଟରେ କୁମ୍ଭକାରଙ୍କ ଜୀବିକା
କାକଟପୁର/ଅସ୍ତରଙ୍ଗ(ଶୁଭଦର୍ଶନ ମିଶ୍ର/ ପ୍ରଦୀପ୍ତ କୁମାର ଦୀକ୍ଷିତ)୨୮ା୧୦: ଓଡ଼ିଆ ଚଳଣି ଓ ପରମ୍ପରା ନିଆରା। ସବୁ ପର୍ବପର୍ବାଣି, ପୂଜାର୍ଚ୍ଚନା ଓ ଯାନିଯାତ୍ରା ସମୟରେ ମାଟିତିଆରି ସାମଗ୍ରୀ ଖୋଜାପଡ଼େ। କୌଣସି ଶୁଭକାମ କରିବା ସମୟରେ ପ୍ରଥମେ ମାଟିପାତ୍ର ଆବଶ୍ୟକ ହୋଇଥାଏ। ଯୁଗ ବଦଳିଥିଲେ ମଧ୍ୟ…
ଦିନକୁ ୩ ଥର ରଙ୍ଗ ବଦଳାଉଛି ଫୁଲ
ନୂଆଦିଲ୍ଲୀ: ପ୍ରକୃତିର କୋଳରେ ଅନେକ ଚମତ୍କାରୀ ଉଦ୍ଭିଦ ରହିଥାନ୍ତି। ଏହିପରି ଏକ ନିଆରା ଉଦ୍ଭିଦ ହେଉଛି ହିବିସ୍ସ୍କସ୍ ମୁଟାବିଲିସ୍। ଏହାକୁ ପୃଥିବୀର ପଦ୍ମ ବୋଲି ମଧ୍ୟ କୁହାଯାଏ। ସାଧାରଣତଃ ପଦ୍ମ ଫୁଲ ପାଣିରେ ଫୁଟିଥାଏ, କିନ୍ତୁ ଏହି ବିଶେଷ ପ୍ରକାରର ପଦ୍ମ…
ଗାଁର ନାଁ ଦୀପାବଳି
ଶ୍ରୀକାକୁଲମ: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ ଆସୁଥିବା ଅମାବାସ୍ୟାକୁ ଦୀପାବଳି ଭାବେ ପାଳନ କରାଯାଇଥାଏ। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲା ଗାର୍ ସବ୍ଡିଭିଜନ ଅନ୍ତର୍ଗତ ଦୀପାବଳି ନାମରେ ଏକ ଗାଁ ରହିଛି। ଏହି ଗାଁର ପରିବେଶ ପ୍ରତିଦିନ ପ୍ରାୟତଃ ଦୀପାବଳି ପରି ରହିଥାଏ ବୋଲି…
ବରାହିପୁର ସରପଞ୍ଚ ନିଲମ୍ବିତ
ମାହାଙ୍ଗା,୨୮ା୧୦(ଯଯାତି ସିଂହ): କଟକ ଜିଲା ମାହାଙ୍ଗା ବ୍ଲକ ଅନ୍ତର୍ଗତ ବରାହିପୁର ପଞ୍ଚାୟତରେ ସରକାରୀ ଅର୍ଥ ତୋସାରପାତ ଅଭିଯୋଗରେ ସରପଞ୍ଚଙ୍କୁ ନିଲମ୍ବିତ କରାଯାଇଛି। ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଚିଠି (ନଂ.୨୪୩୨୪/୨୪-୧୦-୨୦୨୪) ଅନୁସାରେ ସରପଞ୍ଚ ରଶ୍ମିତା ସ୍ବାଇଁଙ୍କୁ ପଦବୀରୁ ହଟାଇ…
ଗ୍ୟାସ୍ ସିଲିଣ୍ଡର ଫାଟି ଜଳିଗଲା ୧୦ ବଖରା, ସବୁ ଜଳିପୋଡ଼ି ଛାରଖାର
ଖଲ୍ଲିକୋଟ,୨୮ା୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତୁଳସୀପୁର ପଞ୍ଚାୟତର କମଳାପଦର ଗ୍ରାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୩ ପରିବାରର ୧୦ ବଖରାରୁ ଅଧିକ ଘର ଜଳିପୋଡ଼ି ଛାରଖାର ହୋଇଯାଇଛି। ଗ୍ରାମର ଭୁବନୀ ପାହାନ, ଅର୍ଜୁନ ପାହାନ ଓ…
ପ୍ରକାଶ ସେଠୀଙ୍କ ନାଁରେ ୩ ଏତଲା
କଟକ ସଦର,୨୮ା୧୦(ସୁଶାନ୍ତ କୁମାର ଜେନା): କଟକ ସଦରର ପୂର୍ବତନ ବିଧାୟକ ଚନ୍ଦ୍ରସାରଥି ବେହେରା ବିଜେଡି ଛାଡ଼ି ଭାଜପାର ସଦସ୍ୟତା ଗ୍ରହଣ କରିଥିବା ନେଇ ଏକ ହ୍ବାଟ୍ସଆପ୍ ମେସେଜ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ହେଲେ ଏହା ନକଲି ମେସେଜ୍ ହୋଇଥିବାରୁ ଏନେଇ…
Archives


