Home

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ପୋଲିସ ଗାଡ଼ି ଦେଖି ମାରୁଥିଲେ ଫେରାର, ଆଉ ତା’ ପରେ…

ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଏକ ଜୁଆଆଡ୍ଡାରେ ଚଢ଼ାଉ କରାଯାଇଛି। ଏଥିରେ ସମ୍ପୃକ୍ତ ୧୩ ଜଣଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ନଗଦ ୫୬ ହଜାର ୧୯୦ ଟଙ୍କା ସହ ୧୨ଟି ମୋଟରସାଇକଲ ଜବତ କରାଯାଇଥିବା…

ଅଧରାତିରେ କେମିତି ଜଳବନ୍ଦୀଙ୍କୁ ଉଦ୍ଧାର କଲେ, ଖବରଦାତା ସମ୍ମିଳନୀରେ କହିଲେ ପୂରା ଘଟଣା…

ଭଦ୍ରକ,୨୭ା୧୦: ବାତ୍ୟା ଦାନା ଟଳି ଯିବା ପରେ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଲା। ଦୁଇ ଦିନ ପରେ ଏବେବି ପାଣିଘେରରେ ରହିଛନ୍ତି ଅନେକ ଲୋକ। ରେବ, କପାଳି ଓ ଶାଳନ୍ଦୀ ନଦୀରେ ଜଳ ସ୍ତର…

ବିହାରରେ ବଢ଼ିଲା ରାଜନୈତିକ ହଲଚଲ: ଶାହାବୁଦ୍ଦିନଙ୍କ ପୁଅ ଓସାମା RJDରେ ସାମିଲ, କ୍ରିକେଟର ଈଶାନଙ୍କ ବାପା ଧରିଲେ ‘ନୀତୀଶ’ଙ୍କ ହାତ

ପାଟନା,୨୭।୧୦: ରାଜନୀତିର ପାଠଶାଳା କୁହାଯାଉଥିବା ବିହାରରେ ୨ ବଡ଼ ଘଟଣା ସାମ୍ନାକୁ ଆସିଛି। ସ୍ବର୍ଗତ ଏମ୍‌ପି ତଥା ଆର୍‌ଜେଡିର ବରିଷ୍ଠ ନେତା ଥିବା ମହମ୍ମଦ ଶାହାବୁଦ୍ଦିନଙ୍କ ପୁଅ ଓସାମା ରବିବାର ଆର୍‌ଜେଡିରେ ସାମିଲ ହୋଇଛନ୍ତି। ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ…

ବାତ୍ୟା‘ଦାନା’ ପ୍ରଭାବରେ ୧୦୮ ବ୍ଲକ ପ୍ରଭାବିତ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୭ା୧୦: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ ଜିଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ ସହରାଞ୍ଚଳର ୪୨୬ଟି ଓ୍ବାର୍ଡ ବାତ୍ୟାରେ ମଧ୍ୟ ପ୍ରଭାବିତ ହୋଇଛି। ଏହି…

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି। ଅସୁସ୍ଥ ହୋଇଥିବା ମା’ ସସ୍ମିତା ଦାସ(୩୦) ଓ ଝିଅ ପ୍ରୀତିପ୍ରଭା (୧୦) ଏବଂ ପଡ଼ୋଶୀ…

ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍‌, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ

ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ ଶନିବାର ହୋଇଥିବା ଆକ୍ରମଣରେ ଇସ୍ରାଏଲ ଇରାନର ଅଣ୍ଟାକୁ ଭାଙ୍ଗି ଦେଇଛି। ଜେରୁଜେଲମ ପୋଷ୍ଟ ଅନୁଯାୟୀ…

କୋରାପୁଟରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ, ବାଦ୍ୟର ତାଳେ ତାଳେ ଝୁମିଲେ…

କୋରାପୁଟ,୨୭ା୧୦(ଅମିତାଭ ବେହେରା): ରବିବାର କୋରାପୁଟ ଜିଲାର ସେମିଲିଗୁଡା ବ୍ଲକର ଦୁଧାରୀ ଗ୍ରାମର ମା’ ମାଉଲିମା ମନ୍ଦିରରୁ ପୂଜାର୍ଚ୍ଚନା ପରେ ଅନୁଷ୍ଠାନିକ ଭାବେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୪ ଶୁଭାରମ୍ଭ ହୋଇଛି। ଜିଲାପାଳ ଭି.କୀର୍ତ୍ତି ଭାସନ, କୋରାପୁଟ ବିଧାୟକ ରଘୁରାମ ମାଛ,…

ସାନଖେମୁଣ୍ଡିରେ ଅନାସ୍ଥାକୁ ନେଇ ରାଜନୈତିକ ଛକାପଞ୍ଝା, ନାଏବ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼

ଦିଗପହଣ୍ଡି,୨୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ କିଛିଦିନ ହେଲା ଛକାପଞ୍ଝା ଲାଗିରହିଛି। ଶନିବାର ବିଳମ୍ବିତ ରାତିରେ ପଞ୍ଚାୟତ ଅଧୀନ ନୂଆଗଡ଼ ଗ୍ରାମରେ…

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସାକ୍ଷାତ…

ଐଶ୍‌-ସଲମାନଙ୍କ ବ୍ରେକଅପ୍‌ ପଛର ପ୍ରକୃତ ସତ୍ୟ,ସୋହେଲ ଉଠାଇଲେ ପରଦା

ବମ୍ବେ: ଦିନ ଥିଲା ବଲିଉଡ୍‌ର ଚର୍ଚ୍ଚିତ ଲଭ୍‌ବାର୍ଡ ଥିଲେ ସଲମାନ ଖାନ୍‌ ଏବଂ ଐଶ୍ୱର୍ଯ୍ୟା ରାୟ। ସଞ୍ଜୟ ଲିଲା ବନ୍‌ଶାଲୀଙ୍କ ଫିଲ୍ମ ‘ହମ୍‌ ଦିଲ୍‌ ଦେ ଚୁକେ ସନମ’ ସେଟ୍‌ରେ ଦୁହିଁଙ୍କ ମଧ୍ୟରେ ନିବିଡ଼ତା ବଢ଼ିଥିଲା। ଶୁଟିଂ କରୁ କରୁ ସତ…

‘ମନ୍‌ କି ବାତ୍‌’ରେ ମୋଟୁ-ପତ୍‌ଲୁ, ଛୋଟା ଭୀମ୍‌ କଥା କହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୭ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମର ୧୧୫ତମ ପର୍ଯ୍ୟାୟରେ ତାଙ୍କ ଜୀବନର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତଗୁଡ଼ିକୁ ମନେ ପକାଇଛନ୍ତି। ମୋଦି କହିଛନ୍ତି, ସେ ସ୍ବତନ୍ତ୍ର ବିର୍ସାମୁଣ୍ଡାଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର ସୁଯୋଗ ପାଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି,…

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ, ଆଉ କେତେକ ବିନା ଟିକେଟ୍‌ରେ ମଧ୍ୟ ଘରକୁ ଯିବା ପାଇଁ ଟ୍ରେନ୍‌ରେ ଚଢ଼ିବା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri