Home

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି ବିଶ୍ୱ ଭାରତ ପ୍ରତି ଆକର୍ଷିତ ହେଉଛି, କାରଣ ଆଜି ଭାରତକୁ ନେଇ ଲୋକଙ୍କ ମନରେ…

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ ଅନମୋଲ ବିଷ୍ଣୋଇଙ୍କୁ ଓ୍ବାଣ୍ଟେଡ ଅଭିଯୁକ୍ତ ବୋଲି କହିଛି। ଏହି ଘଟଣାରେ ମୁମ୍ବାଇ ପୋଲିସ ୩୨…

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା ଦିଆଯାଇଛି। ଇସଲାମାବାଦର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ…

ମାନବୀୟ ମୂଲ୍ୟ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ କାମ୍ବୋଡିଆର ନେମ୍ପେର ରୟାଲ ୟୁନିଭରସିଟି ଅଫ୍‌ ଲ’ ଆଣ୍ଡ୍‌ ଇକୋନିମିକ୍ସରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଆଣ୍ଡ୍‌…

ବଲାଙ୍ଗୀର ଡବଲ ମର୍ଡର ଘଟଣା: ମିଳିଲା ଯୁବତୀ-ଯୁବକଙ୍କ ପରିଚୟ

ବଲାଙ୍ଗୀର,୨୬ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତଣ୍ଡାମୁଣ୍ଡା ଜଙ୍ଗଲର ଡବଲ ମର୍ଡର ଘଟଣାରେ ଶନିବାର ମୃତ ଯୁବତୀ ଯୁବକଙ୍କ ପରିଚୟ ମିଳିଛି। ଉଭୟ ଝାଡ଼ଖଣ୍ଡ ରାଜ୍ୟ ବୋକାରୋର ବୋଲି ଜଣାପଡ଼ିଛି। ଗତ କିଛି ଦିନ ହେବ ଉଭୟ ବଲାଙ୍ଗୀର ସହର ମହାଲକ୍ଷ୍ମୀନଗର…

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ ଘରକୁ ଯାଇ ଏହି ଦମ୍ପତିଙ୍କୁ ଆଶୀର୍ବାଦ ଦେଇଛନ୍ତି। ଏହାର କିଛି ଫଟୋ ଏଏପି ଏମପିଙ୍କ…

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ…

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି ଏପି ଅନୁଯାୟୀ ଏହି ଆକ୍ରମଣରେ ଅତି କମରେ ୧୦ଜଣ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ,…

ପରିସ୍ଥିତି ନା ରଣନୀତି…ହେମନ୍ତ ସୋରେନଙ୍କ ବରହେଟ୍‌ରେ କାହିଁକି ପ୍ରାର୍ଥୀ ଦେଉନାହିଁ ଭାଜପା?

ରାଞ୍ଚି,୨୬।୧୦: ଝାଡ଼ଖଣ୍ଡର ୬୮ ଆସନରେ ନିର୍ବାଚନ ଲଢ଼ୁଥିବା ଭାଜପା ୬୬ ଆସନରେ ପ୍ରାର୍ଥୀ ଘୋଷଣା କରିଛି। ହେଲେ ଯେଉଁ ୨ ଆସନରେ ଦଳ ପ୍ରାର୍ଥୀ ଦେଇ ନାହିଁ, ସେଥିରେ ଧନବାଦର ଟୁଣ୍ଡି ଏବଂ ସାହେବଗଞ୍ଜର ବରହେଟ୍‌ ଆସନ ରହିଛି। ଭାଜପା ଏଠାରେ…

ପୌରାଧ୍ୟକ୍ଷା ପଦ ହରାଇବା ପରେ ବିଷ୍ଣୁ ପ୍ରଧାନଙ୍କୁ ମିଳିଲା ଭାରପ୍ରାପ୍ତ ଅଧ୍ୟକ୍ଷ ଦାୟିତ୍ୱ

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୌରପାଳିକା ଅଧ୍ୟକ୍ଷା ସଂଯୁକ୍ତା ବେହେରା ନିଜ ପଦ ହରାଇବା ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ଓଡ଼ିଶା ମ୍ୟୁନିସିପାଲ ମାନୁଆଲ ଆକ୍ଟ…

ସାନଖେମୁଣ୍ଡିରେ ବାଘ ଆତଙ୍କ, ଟ୍ରାପ୍‌ କ୍ୟାମେରା ଖଞ୍ଜିଲା ବନ ବିଭାଗ

ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ନରସିଂହ ଗଡ଼ ଗ୍ରାମ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ଶନିବାର ସକାଳେ ବାଘର ପାଦ ଚିହ୍ନ ଦେଖିବାକୁ ମିଳିଛି। ନରସିଂହଗଡ଼ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲକୁ ଜାଳ…

୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ

ପୁଣେ,୨୫।୧୦: ଟିମ୍‌ ଇଣ୍ଡିଆର ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ ବ୍ୟାଟିଂ ନିଦର୍ଶନ ଦେଇ ଭାରତୀୟ ଟିମ୍‌ର ପ୍ରମୁଖ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri