ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…
ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ ପ୍ରଥମେ କିଛି…
ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ
ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ ଦୁଇଟି ରକେଟ ଲଞ୍ଚରକୁ ଟାର୍ଗେଟ କରିଥିଲା। ଏହା ଜୁଲାଇ ୩୦ ପରେ ଇରାନ…
ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ
କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ ପାରି ଶଢ଼ିବାକୁ ଲାଗିଲାଣି। ତେଣୁ ବନ୍ୟାର ୫ମ ଦିନରେ କର୍ତ୍ତୃପକ୍ଷ ଚିହ୍ନଟ ହୋଇ…
ଆର୍ଏସ୍ଏସ୍ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ
ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ ରବିବାର ଅଭିଯୋଗ କରିଛନ୍ତି। ଭାଗବତ ଶନିବାର ନ୍ୟୁୟର୍କରେ ଉଦ୍ବୋଧନ ଦେଇ ବିବିଧତା ମଧ୍ୟରେ…
ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା
ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର ପରିଚୟ ଦେଇଛନ୍ତି। ଉତ୍ତର ପ୍ରଦେଶ ସୀତାପୁର ଜିଲାର ମୂଳ ବାସିନ୍ଦା ତଥା ୨୪…
ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ
ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଚିକିତ୍ସାଳୟ ପରିସରରେ ଚାଞ୍ଚଲ୍ୟ…
ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍ ଗଲେ ଯୁବକ
ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ ବଳପୂର୍ବକ ଭାବେ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏହି ଘଟଣାରେ ଗିରଫ ଅଭିଯୁକ୍ତ ଯୁବକଙ୍କୁ…
ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…
ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଛି। ସୂଚନାରୁ ଜଣାଯାଇଛି ଯେ, ଦଶମ ଶ୍ରେଣୀ…
ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…
କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ ସଭାପତିତ୍ୱରେ ଋଷି ସାହା ସଂସ୍କୃତି ଭବନ ପରିସରରେ ରବିବାର ଅନୁଷ୍ଠିତ ହୋଇଥିଲା। ଏଥିରେ…
ନିଟ୍ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…
କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍ ପରୀକ୍ଷାରେ ସଫଳତା ହାସଲ କରିବା ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛି। ହେଲେ ଡାକ୍ତରୀ ପାଠ ପଢ଼ିବା ପାଇଁ…
୩୨ କେଭି ବିଦ୍ୟୁତ୍ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ
ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଚନ୍ଦନ କେଲୁଆ ନିକଟସ୍ଥ ନରଣପୁର ମାମୁ…
ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ
ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍ଡିପିଓ କମଳ କୁମାର ପଣ୍ଡା ନିଶାର ଭୟାବହତା, ଶାରୀରିକ-ମାନସିକ ସ୍ବାସ୍ଥ୍ୟ ଓ ସମାଜ ଉପରେ…

