ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…
ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି। ମାନସ ଡେରା ପଞ୍ଚାୟତ…
ଲାଇନଚ୍ୟୁତ ହେବାରୁ ବର୍ତ୍ତିଲା ବରେଲି-ବାରାଣସୀ ଏକ୍ସପ୍ରେସ, ଟ୍ରାକ୍ରୁ ମିଳିଲା ବଡ଼ କାଠଗଣ୍ଡି
ଲକ୍ଷ୍ନୌ,୨୬।୧୦: ଲକ୍ଷ୍ନୌରେ ବରେଲି-ବାରାଣସୀ ଏକ୍ସପ୍ରେସ ଲାଇନଚ୍ୟୁତ ହେବାରୁ ଅଳ୍ପକେ ବର୍ତ୍ତିଛି। ଲୋକୋ ପାଇଲଟ୍ ହଠାତ୍ ଟ୍ରେନ୍କୁ ଅଟକାଇ ଦୁର୍ଘଟଣାକୁ ଏଡ଼ାଇ ଯାଇଛନ୍ତି। ମାଲିହାବାଦ-କାକୋରୀ ମଧ୍ୟରେ ଥିବା ଉଭୟ ଟ୍ରାକ୍ରେ ବଡ଼ କାଠ ଗଣ୍ଡ ଦେଖିବାକୁ ମିଳିଥିଲା। ଏହାର ଲମ୍ବ ୨ଫୁଟରୁ ଅଧିକ…
ବାବା ସିଦ୍ଦିକୀଙ୍କ ଆସନରୁ ନିର୍ବାଚନ ଲଡିବେ ଲରେନ୍ସ? କିଣାହେଲା ପ୍ରାର୍ଥିପତ୍ର
ମୁମ୍ବାଇ,୨୬।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପୂର୍ବରୁ ଉତ୍ତର ଭାରତୀୟ ବିକାଶ ସେନା ନାମକ ଏକ ରାଜନୈତିକ ଦଳ ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ଫର୍ମ ଏ ଏବଂ ଫର୍ମ ବି ନେଇ ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମରେ ନାମାଙ୍କନ…
ଯମୁନା ନଦୀରେ ବୁଡ ପକାଇବା ପରେ ଅସୁସ୍ଥ ହେଲେ ଦିଲ୍ଲୀ ଭାଜପା ଅଧ୍ୟକ୍ଷ, ଏଏପି କହିଲା ନାଟକ
ନୂଆଦିଲ୍ଲୀ,୨୬।୧୦: ଦିଲ୍ଲୀ ଭାଜପା ସଭାପତି ବିରେନ୍ଦ୍ର ସଚ୍ଚେଦେବାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ଆରଏମଏଲ ନର୍ସିଂହୋମରେ ଭର୍ତ୍ତି କରାଯାଇଛି। ଦୁଇ ଦିନ ପୂର୍ବେ ଦିଲ୍ଲୀ ଭାଜପା ସଭାପତି ଯମୁନା ନଦୀରେ ବୁଡ ପକାଇଥିଲେ। ଏହା ପରେ, ଶନିବାର ସକାଳେ, ନିଶ୍ୱାସ…
ମମତାଙ୍କ ବଡ଼ ଦାବି, ଦୀପାବଳି ପୂର୍ବରୁ ପଶ୍ଚିମବଙ୍ଗରେ ହେବ ଦଙ୍ଗା ସହ ବିସ୍ଫୋରଣ
କୋଲକାତା,୨୬।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୋଲିସକୁ ସୁରକ୍ଷା ବ୍ୟବସ୍ଥା ବଢାଇବାକୁ ଅନୁରୋଧ କରିଛନ୍ତି କାରଣ ସେ କହିଛନ୍ତି ଯେ ଆଗାମୀ ପର୍ବରେ କିଛି ସାମାଜିକ ଲୋକ ଅଶାନ୍ତି ସୃଷ୍ଟି କରିବାକୁ ଯୋଜନା କରୁଛନ୍ତି। ଦୀପାବଳି, କାଳୀ ପୂଜା ଏବଂ ଛଟ…
ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି…
ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ କରିଥାଏ। ଯଦି ଆପଣ ନିୟମିତ ଆୟ ଲାଗି ଭଲ ବିନିଯୋଗ ବିକଳ୍ପ ଖୋଜୁଛନ୍ତି, ତେବେ…
ତ୍ରିପାକ୍ଷିକ ବୈଠକ: ଆନ୍ଦୋଳନ ଡାକରାକୁ ସ୍ଥଗିତ ରଖିଲା ଫେଡେରେସନ
ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ମାଲ ପରିବହନ କାର୍ଯ୍ୟରେ ନିୟୋଜିତ କରିବା ଓ ସଠିକ ଦର ପ୍ରଦାନ କରିବା ଦାବି ନେଇ ଗଞ୍ଜାମ ମାଲ ବୋଝେଇ ଟ୍ରକ ମାଲିକ ଫେଡେରେସନ ପକ୍ଷରୁ ଏକ ଦାବିପତ୍ର ଗତ ୭ ଦିନ…
କାହିଁକି ଶାମିଙ୍କୁ ମିଳିଲାନି ଭାରତୀୟ ଦଳରେ ସ୍ଥାନ
ନୂଆଦିଲ୍ଲୀ,୨୬।୧୦: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ବର୍ଡର-ଗାଭାସ୍କର ଟ୍ରଫି ପାଇଁ ୧୮ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଅଷ୍ଟ୍ରେଲିଆ ଗସ୍ତରେ ଖେଳାଯାଇଥିବା ଏହି ସିରିଜ ପାଇଁ ଦ୍ରୁତ ବୋଲର ମହମ୍ମଦ ଶାମି ଟିମ ଇଣ୍ଡିଆରେ ସ୍ଥାନ ହରାଇଲେ। ଏବେ…
ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ଭାଜପା ରାଜ୍ୟ ସଭାପତି
ଚାନ୍ଦବାଲି, ୨୬।୧୦(କିଶାନ ପାତ୍ର)- ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି l ଘର ଭାଙ୍ଗିବା ସହ ଚାଷ ଜମି ଜୁଆର ପାଣି ମାଡି ନଷ୍ଟ ହୋଇଛି l ଶନିବାର ଭାଜପା ରାଜ୍ୟ…
ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍ଡେଟ୍ ଦେଲେ ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି ଅଞ୍ଚଳରେ ପାଣି ଜମିଥିବା ଖବର ଆସିଛି। ବର୍ଷା ଯୋଗୁ ବୁଢ଼ାବଳଙ୍ଗରେ ପାଣି ବଢ଼ିଛି, ବିପଦ…
ବାତ୍ୟା ପରେ ବନ୍ୟା ପରିସ୍ଥିତି: ଲୋକଙ୍କ ଘରେ ପଶିଲା ପାଣି
ଭଦ୍ରକ, ୨୬।୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ରାସ୍ତା ସମେତ ସାହି ବସ୍ତି ଜଳମଗ୍ନ ହୋଇଛି l ତଳିଆ…
‘ଅପର୍ଚୁନିଟିଜ୍ ଆଣ୍ଡ୍ ଚ୍ୟାଲେଞ୍ଜସ୍ ଇନ୍ ରିଜିଓନାଲ ମିଡିଆ’ କାର୍ଯ୍ୟକ୍ରମ ଆରମ୍ଭ: ଯୋଗଦେଲେ ବିଶିଷ୍ଟ ସାମ୍ବାଦିକ
ଭୁବନେଶ୍ୱର,୨୬।୧୦: ଭୁବନେଶ୍ୱରରେ ପ୍ରେସ୍ କ୍ଲବ୍ରେ ଶନିବାର ‘ଅପର୍ଚୁନିଟିଜ୍ ଆଣ୍ଡ୍ ଚ୍ୟାଲେଞ୍ଜସ୍ ଇନ୍ ରିଜିଓନାଲ ମିଡିଆ’ ଶୀର୍ଷକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏଡିଟର୍ସ ଗିଲ୍ଡ ଅଫ୍ ଇଣ୍ଡିଆ (ଇଜିଆଇ) ଏବଂ ପ୍ରେସ୍ କ୍ଲବ୍ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ଏହି…
Archives


