Home

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ ୩୬ ରନ ଜିତିଥିଲା। ଏହି ବିଜୟ ସହିତ ପାକିସ୍ତାନ ବିଶ୍ୱ ରେକର୍ଡ ହାସଲ କରିଛି।…

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା। ପୋଥି ଅନୁଯାୟୀ ଶ୍ରୀମନ୍ଦିର ଭଣ୍ଡାର ମେକାପଙ୍କୁ ହସ୍ତାନ୍ତର କରାଯାଇଥିଲା। ଶ୍ରୀମନ୍ଦିର ପୁରାତନ କାଗଜାତରୁ ଆମେ…

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଏହି ବିବାହ କୋଲୋକାଡୋର ଆସପେନ ସହରରେ ଅନୁଷ୍ଠିତ ହେବ।…

ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ

ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ ସମୟରେ ଚାଷୀ ତା’ର ଅମଳ ଧାନକୁ କାଟି ମଣ୍ଡିରେ ନେଇ ବିକ୍ରି କରିଥାନ୍ତା, ସେହି…

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ ପରିଚାଳିତ ହେବ। ଏସ୍‌ସିବି କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଅପରପକ୍ଷରେ ଭେଷଜ…

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ ବେଶ୍‌ ଉତ୍ସାହିତ ଅଛନ୍ତି। ଏହି ଦିନରେ ଲୋକମାନେ ବିଭିନ୍ନ ସ୍ଥାନକୁ ଯାଇ ବୁଲାବୁଲି କରିବା…

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ଭଲ ସମ୍ପର୍କ ପାଇଁ ଏଲୋନ…

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ରମ୍ଭା ନିକଟ ହରିପୁର ବୁରୁଡିର ପ୍ରଶାନ୍ତି…

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା ସହ ଜଡିତ, ଯାହା ଜଷ୍ଟିନ ଟ୍ରୁଡୋଙ୍କ ସରକାରକୁ ଏକ ଶକ୍ତିଶାଳୀ ଝଟ୍‌କା ଦେବାକୁ ପ୍ରସ୍ତୁତ…

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା ପାର୍ଟିର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଶିବଶକ୍ତି ଲୋକନାଟ୍ୟର ମାଲିକ ତଥା କଟକ…

ଏଇ ଭାରତରେ

କେଶ କାଟିବାକୁ ହେଲେ ସେଲୁନ୍‌ ଯିବାକୁ ପଡେ। ହେଲେ ସେଲୁନ୍‌ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି ଏକ ଦୃଶ୍ୟ ଏବେ ଦେଖିବାକୁ ମିଳୁଛି ଉତ୍ତରପ୍ରଦେଶ ବାରାଣସୀରେ। ଏଠାରେ ଜଣେ ବ୍ୟକ୍ତି ସାଇକେଲରେ…

ରୋବୋ ଯୁଦ୍ଧ

ଣସି ଯୁଦ୍ଧ ପାଇଁ ସୈନିକ ଏବଂ ଅସ୍ତ୍ରଶସ୍ତ୍ର ହେଉଛି ଅତି ଗୁରୁତ୍ୱପୂର୍ଣ୍ଣ। ପ୍ରାଚୀନ କାଳରେ ଖଣ୍ଡା, ତରବାରି ସାହାଯ୍ୟରେ ଯୁଦ୍ଧ ହେଉଥିଲା। ଏହା ଥିଲା ପ୍ରତ୍ୟକ୍ଷ ଯୁଦ୍ଧ। ଦୁଇଜଣ ସୈନିକ ସାମ୍‌ନାସାମ୍‌ନୀ ପରସ୍ପର ସହିତ ଯୁଦ୍ଧ କରୁଥିଲେ। ଅଶୋକ, ଆଲେକ୍‌ଜାଣ୍ଡାର, ନେପୋଲିଅନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri