ସନ୍ଦେହଘେରରେ ୟୁପିଏସ୍
କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକର ସମର୍ଥନ ଓ ଭାଗୀଦାରିରେ ଜାତୀୟ ଯୁଗ୍ମ କାର୍ଯ୍ୟକାରିଣୀ ପରିଷଦ (ଏନ୍ଜେସିଏ) ଭଳି ଏକ ବୃହତ୍କାୟ ସର୍ବଭାରତୀୟ ମିଳିତ ମଞ୍ଚ ଅଧୀନରେ ରେଳ କର୍ମଚାରୀ ମହାସଂଘ, କେନ୍ଦ୍ର ସରକାରୀ କର୍ମଚାରୀ ଓ ଶ୍ରମିକ ପରିସଂଘ ଅନୁବନ୍ଧିତ ଅନୂ୍ୟନ ୧୨୬…
ପରିସ୍ଥିତିର ଦାସ
ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍ ଲାଡେନ୍ଙ୍କ ସଙ୍ଗଠନ ଅଲ୍-କାଏଦା ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲ୍ୟୁଟିସି)ର ଦୁଇଟି ଟାଓ୍ବାର ଉପରେ ଆକ୍ରମଣ କରି ବ୍ୟାପକ କ୍ଷତି କରିଥିଲା।…
ମୁକୁଳିଲେ ଭିଏଟ୍ନାମର ୬ ନାବିକ
ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍ଭି ଦେବୀ ଜାହାଜର୨୧ ଜଣ ଭିଏଟ୍ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬ ଜଣ ମୁକୁଳିଛନ୍ତି। ପ୍ରତି ବଦଳରେ ଅନ୍ୟ ୬ ଜଣ ନାବିକ ଜାହାଜରେ ପ୍ରବେଶ କରିଛନ୍ତି।…
ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ
ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ ଓ ମନଲୋଭା କଳାକୃତିର ହାଣ୍ଡିକ୍ରାଫ୍ଟ ସାମଗ୍ରୀ କିଣିବାକୁ ଅଧିକ ପସନ୍ଦ କରୁଛନ୍ତି। ଏପରିକି ଭୁବନେଶ୍ୱରର…
ଜିନ୍ଦଲ ଷ୍ଟେନ୍ଲେସ୍କୁ ସୋର୍ଡ ଅଫ୍ ଅନର ପୁରସ୍କାର
ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍ଲେସ ଲିମିଟେଡ (ଜେଏସ୍ଏଲ୍)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍ ଅନର’ ମିଳିଛି। ଏପରିକି ଜେଏସ୍ଏଲ୍ର ହିସାର ୟୁନିଟକୁ ବ୍ରିଟିଶ ସେଫ୍ଟି କାଉନସିଲ୍ ପକ୍ଷରୁ ସମ୍ମାନଜନକ ‘ସୋର୍ଡ ଅଫ୍ ଅନର’ ସମ୍ମାନରେ ସମ୍ମାନିତ କରାଯାଇଛି।…
ଲୋକଙ୍କ ଭାବନା ଜାଣିପାରିବ ରୋବୋ
ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍’ ଜର୍ନାଲରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟୟନ ପ୍ରକାଶ ପାଇଛି। ଟୋକିଓ ମେଟ୍ରୋପଲିଟାନ ୟୁନିଭର୍ସିଟିର ବୈଜ୍ଞାନିକମାନଙ୍କ ଦ୍ୱାରା କରାଯାଇଥିବା ଏହି…
୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ
ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି। ୨୦୨୪ ଅଗଷ୍ଟ ସୁଦ୍ଧା ୧୪ଟି କ୍ଷେତ୍ରରେ ୧.୪୬ ଲକ୍ଷ…
ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍
ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍ କରାଯାଇ ତାକୁ ଶିମିଳିପାଳ ଅଭୟାରଣ୍ୟ ଫେରାଇ ଅଣାଯିବା ନେଇ ଏକ ସ୍ବତନ୍ତ୍ର ଟିମ୍ ପକ୍ଷରୁ…
ବଲିଉଡ୍ରେ ପରିବର୍ତ୍ତନ ଆବଶ୍ୟକ
ମୁମ୍ବାଇ: ଅଭିନେତା ବରୁଣ ଧାୱନ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ବେବି ଜନ୍’ ପାଇଁ ଏବେ ଚର୍ଚ୍ଚାରେ ରହିଛନ୍ତି। ଫିଲ୍ମର ପ୍ରମୋଶନରେ ସେ ଏବେ ବ୍ୟସ୍ତ ଅଛନ୍ତି। ସମ୍ପ୍ରତି ବଲିଉଡ୍ ଇଣ୍ଡଷ୍ଟ୍ରି କିଛିମାତ୍ରାରେ ପରିବର୍ତ୍ତନ ଆବଶ୍ୟକ କରୁଛି ବୋଲି ରବିବାର ବରୁଣ ଏକ ସାକ୍ଷାତ୍କାରରେ…
୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା
ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦ ପାଉଣ୍ଡ (ପ୍ରାୟ ୨୧ ହଜାର ଟଙ୍କା)ରେ ବିକ୍ରି ହୋଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।…
ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ
ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି ଜେସିବି ମେଶିନ ଦ୍ୱାରା ଉକ୍ତ କୂଅକୁ ଖନନ କରିବା ପରେ ସେଠାରୁ ପ୍ରାଚୀନ ଏବଂ…
ଗାଜାରେ ଏୟାରଷ୍ଟ୍ରାଇକ୍: ୨୦ ମୃତ
ଦେଇର ଅଲ୍-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍ ଉପରେ ଏୟାରଷ୍ଟ୍ରାଇକ୍ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ କର୍ତ୍ତୃପକ୍ଷ ଇତିମଧ୍ୟରେ କ୍ୟାଥୋଲିକ୍ ଚର୍ଚ୍ଚର ନେତା କାର୍ଡିନାଲ ପିଏରବାତ୍ତିସ୍ତା ପିଜ୍ଜାବାଲ୍ଲାଙ୍କୁ…
Archives


