ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ
ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି ଘଟଣା ଘଟିଛି ଭଦ୍ରକ ଜିଲା ଅଗରପଡା ଥାନାରେ ଆଡିଆ ଗ୍ରାମରେ l ମଙ୍ଗଳବାର…
୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି
ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍ଇଏସ୍) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି ଚୂଡ଼ାନ୍ତ ତାଲିକାରେ ସମ୍ପୃକ୍ତ ଶିକ୍ଷକଙ୍କ ନାମ ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ସୂଚନା…
ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…
ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା ଦେଇଥିଲା l ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଦୋକାନକୁ ମଧ୍ୟ…
ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା
ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି, ଖେଳାଳିମାନଙ୍କୁ ଟୁର୍ନାମେଣ୍ଟ ସମୟରେ ସେମାନଙ୍କ ପରିବାରକୁ ସାଙ୍ଗରେ ନେଇ ଯିବାକୁ ଅନୁମତି ଦିଆଯିବ…
ପିଲା ଏବେ ଭାବପ୍ରବଣ
ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ ୩ ଭଉଣୀ ତଳକୁ ଡେଇଁ ଆତ୍ମହତ୍ୟା କରିଥିଲେ। ୧୨, ୧୪ ଓ ୧୬…
ଡେଡ୍ଲାଇନ୍ ଘୋଷଣା: ୨୭ ପରେ ଅନୁଦାନ ମନା
ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ ଖର୍ଚ୍ଚ ସଂକ୍ରାନ୍ତରେ ଶେଷ ସମୟସୀମା ବା ଡେଡ୍ଲାଇନ୍ ଟଣାଯାଇଛି। ଏନେଇ ମଙ୍ଗଳବାର ଅର୍ଥ…
୧୩ରେ ରାଜ୍ୟ କ୍ୟାବିନେଟ୍: ସରକାରଙ୍କ କସରତ
ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ…
ଡୁଡୁକା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ କାମରେ ଅନିୟମିତତା ଅଭିଯୋଗ
ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍ଜିଏନଆରଇଜିଏସ୍ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍ଜିଏନଆରଇଜିଏସ୍ କାମ ସାଇଟ୍ର ଏନଏନଏମଏସ୍ ଆପ୍ରେ ଅପ୍ଲୋଡ ହେଉଥିବା ଫଟୋ ଏବଂ ଉପସ୍ଥାନ ହିଁ ଅନିୟମିତତାକୁ ପଦାରେ…
ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…
ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ ଜଣେ ଯୁବକ ବଳପୂର୍ବକ ଅପହରଣ କରିନେଇଥିବା ଆଶଙ୍କା ପ୍ରକଟ କରିଛନ୍ତି ପରିବାର ଲୋକେ…
ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…
ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଗୁଣିଆ ନାଇକେନପାଲି ଗ୍ରାମର ରୂପ…
ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ ଘରେ ପଶି ସୁନାଗହଣା ଲୁଟି ନେଇ ପଳାଇଥିଲେ। ସ୍ତ୍ରୀଙ୍କ ଅନୁପସ୍ଥିତିରେ ସେ ଏକୁଟିଆ…
ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା କାର୍ଯ୍ୟକ୍ରମ ଚାଲିଥିଲା। ଏହାର କିଛି ସମୟ ପରେ ଯେଉଁଠି ସଚେତନତା ସଭା ହେଉଥିଲା…
Archives


