Home

ହୁ ହୁ ହୋଇ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷରୁ ଅଧିକ ଟଙ୍କାର ଅଳଙ୍କାର ପୋଡ଼ି ପାଉଁଶ

ସାଲେପୁର,୨୪।୧୦(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ମାଛୁଆତିଠାରେ ଥିବା ଗହଣା ଦୋକାନ ଶ୍ରୀରାମ ଜୁଏଲାରୀରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗିଥିବା ଯୋଗୁ ଦୋକାନଟି ସମ୍ପୂର୍ଣ୍ଣ ଭାବେ ପୋଡ଼ି ପାଉଁଶ ହୋଇଯାଇଛି। ଏଥିରେ ଦୋକାନରେ ଥିବା…

‘ଦାନା’କୁ ନେଇ ଭଦ୍ରକ ପ୍ରଶାସନ ସଜାଗ: ୫୭୭ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହେଲେଣି ୨୬,୦୬୪ ଲୋକେ

ଭଦ୍ରକ, ୨୪।୧୦(ସନାତନ ରାଉତ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଧାମରା ଠାରୁ ଆଉ ମାତ୍ର ୨୪୦ କିମି ଦୂରରେ ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଗୁରୁବାର ମଧ୍ୟ ରାତ୍ରିରେ ଏହା ଧାମରା ନିକଟରେ ସ୍ଥଳଭାଗ ଛୁଇଁବ…

ବିରଳ ବାତ୍ୟା! ଦାନାର ନାହିଁ ଆଖି

ଭୁବନେଶ୍ୱର,୨୪।୧୦: ଭୟଙ୍କର ରୂପ ଦେଖାଇଲାଣି ବାତ୍ୟା ଦାନା। କେନ୍ଦ୍ରାପଡା ଭିତରକନିକା ଓ ଭଦ୍ରକ ଧାମରା ଭିତରେ ଉପକୂଳ ଛୁଇଁବ ଲାଗି ୧୨ କିମି ବେଗରେ ମାଡି ଆସୁଛି ଦାନା। ତେବେ ଏହାରି ଭିତରେ ଦାନାର ଆଖିକୁ ନେଇ ଆସିଛି ବଡ଼ ଖବର।…

ନିକଟତର ହେଲା ବାତ୍ୟା, ଆହୁରି ବଢିଲା ପବନର ବେଗ, କିଛି ସମୟ ପରେ…

ଭୁବନେଶ୍ୱର,୨୪।୧୦: ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି…

ଇତିହାସ ରଚିଲେ ଅଶ୍ୱିନ, ମାତ୍ର ୩୯ ମ୍ୟାଚ୍‌ରେ ହେଲେ ‘ନମ୍ବର ୧’…

ପୁଣେ,୨୪।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟରେ ଅଶ୍ୱିନ ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ଭାରତର ଏହି ଅଫ ସ୍ପିନର ପ୍ରଥମ ଇନିଂସରେ ନ୍ୟୁଜିଲ୍ୟାଣ୍ଡର ବ୍ୟାଟ୍ସମ୍ୟାନ ୱିଲ ୟଙ୍ଗଙ୍କୁ ଆଉଟ୍‌ କରି ନିଜ ନାମରେ ବିଶ୍ୱ ରେକର୍ଡ କରିଛନ୍ତି। ଅଷ୍ଟ୍ରେଲୀୟ ସ୍ପିନର ନାଥାନ…

ବଲାଙ୍ଗୀରରେ ଡବଲ ମର୍ଡର; ଯୁବତୀ-ଯୁବକଙ୍କ ତଣ୍ଟି କାଟି ଜଙ୍ଗଲରେ ଫିଙ୍ଗିଦେଲେ, ପହଞ୍ଚିଲେ ଏସ୍‌ପି

ବଲାଙ୍ଗୀର, ୨୪।୧୦ (ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ତଣ୍ଡାମୁଣ୍ଡା ଗାଁ ନିକଟ ପତ୍ରା ଜଙ୍ଗଲରେ ଗୁରୁବାର ସକାଳୁ ଯୁବତୀ-ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ଗଳାରେ କଟା ଚିହ୍ନ ରହିଛି। ସେହିଭଳି ଯୁବକଙ୍କ ମୁହଁ ତଳକୁ…

ବାତ୍ୟା ‘ଦାନା’କୁ ନେଇ ଗ୍ରୋସରୀ କଳାବଜାରୀ, ଚଢ଼ାଉ କରୁଛି ଯୋଗାଣ ବିଭାଗ

ଗଞ୍ଜାମ,୨୪।୧୦(ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ସହରବାସୀ ଚିନ୍ତାରେ ଥିବା ବେଳେ ବିଭିନ୍ନ ସାମଗ୍ରୀର ଦରଦାମ୍‌ ବୃଦ୍ଧି ମୁଣ୍ଡବିନ୍ଧାର କାରଣ ପାଲଟିଛି। ନିତ୍ୟ ଅପରିହାର୍ଯ୍ୟ ଆଳୁ, ପିଆଜ ବଜାରରୁ ଏକପ୍ରକାର ଗାଏବ ହୋଇଯାଇଛି। ଏହାର ସୁଯୋଗ ନେଇ କିଛି…

IND vs NZ: ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତି ନ୍ୟୁଜିଲାଣ୍ଡର ବ୍ୟାଟିଂ ନିଷ୍ପତ୍ତି, ୩ ପରିବର୍ତ୍ତନ ସହ ଓହ୍ଲାଇଲା ଟିମ୍‌ ଇଣ୍ଡିଆ

ପୁଣେ,୨୪।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ପୁଣେରେ ଖେଳାଯାଉଛି। ଗୁରୁବାର ଖେଳାଯାଉଥିବା ଏହି ଟେଷ୍ଟ ମ୍ୟାଚ୍‌ର ଟସ୍‌ ନ୍ୟୁଜିଲାଣ୍ଡ ଜିତି ପ୍ରଥମେ ବ୍ୟାଟିଂ ଚୟନ କରିଛି। ଅର୍ଥାତ ଭାରତୀୟ ଟିମ୍‌ ପ୍ରଥମେ ବୋଲିଂ କରିବ। ମ୍ୟାଚ୍‌ ଲାଗି ନ୍ୟୁଜିଲାଣ୍ଡ…

ପୃଥିବୀ ଆଡ଼କୁ ମାଡ଼ି ଆସୁଛି ୬ ଗ୍ରହାଣୁ, ନାସା କହିଲା…

ଓ୍ବାଶିଂଟନ, ୨୪।୧୦: ପୃଥିବୀ ନିକଟ ଦେଇ ୬ କ୍ଷୁଦ୍ର ଗ୍ରହ ଗୁରୁବାର ଅତିକ୍ରମ କରିବ ବୋଲି ଆମେରିକୀୟ ମହାକାଶ ସଂସ୍ଥା(ନାସା) ସୂଚନା ଦେଇଛି। ନାସା ପକ୍ଷରୁ ଉକ୍ତ କ୍ଷୁଦ୍ର ଗ୍ରହଗୁଡ଼ିକୁ ଚିହ୍ନଟ କରାଯାଇଛି। ଯଦିଓ ଏ ସମସ୍ତ କ୍ଷୁଦ୍ର ଗ୍ରହ ପୃଥିବୀ…

ବାଂଲାଦେଶ ରାଷ୍ଟ୍ରପତିଙ୍କ ବହିଷ୍କାର ଦାବି, ବାସଭବନରେ ପଶିଲେ ବିକ୍ଷୋଭକାରୀ

ଢାକା,୨୪ା୧୦: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଉପରେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଜୋର୍‌ ଧରିଛି। ଶାହାବୁଦ୍ଦିନଙ୍କ ବହିଷ୍କାର ଦାବିକରି ହଜାର ହଜାର ବିକ୍ଷୋଭକାରୀ ମଙ୍ଗଳବାର ତାଙ୍କ ଢାକାସ୍ଥିତ ବାସଭବନ ବଙ୍ଗଭବନ ପରିସରରେ ଧସେଇ ପଶିଥିଲେ।…

ରାତିରେ ଲ୍ୟାଣ୍ଡଫଲ୍‌ ସକାଳୁ ଏ କି ସ୍ଥିତି, ୪ ଜିଲାକୁ ଏବେଠୁ ହାଇ ଆଲର୍ଟ,କରିବ ତାଣ୍ଡବ…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟାର ରୂପ ନେଇଛି ଦାନା। ଅତି ଭୟଙ୍କର ଭାବେ ଭୀଷଣ ବାତ୍ୟାର ରୂପ ନେଇ ଉପକୂଳମୁହାଁ ହେଉଛି ଦାନା। ବାତ୍ୟା ‘ଦାନା’ ଉତ୍ତର ପଶ୍ଚିମ ଦିଗରେ ୧୫ କିଲୋମିଟର ବେଗରେ ଗତି କରୁଛି। ପାରାଦୀପ ଦକ୍ଷିଣ-ପୂର୍ବକୁ ୨୬୦ କିଲୋମିଟର…

ଭୀଷଣ ବାତ୍ୟାର ରୂପ ନେଲା ଦାନା, ବଢାଇଲାଣି ଫନି ଡର!

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା (ଦାନା) ଓଡ଼ିଶାକୁ ମାଡ଼ି ଆସୁଛି। ଏହା ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ)ର ରୂପ ନେଇ କେନ୍ଦ୍ରାପଡ଼ା ଜିଲାର ଭିତରକନିକାଠାରୁ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ୨୪ ତାରିଖ ସନ୍ଧ୍ୟାରୁ ୨୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri