Home

ମାଓବାଦୀ ରଚିଥିଲେ ବଡ଼ ଯୋଜନା, ବିଏସ୍‌ଏଫ୍‌ ଯବାନ କଲେ ପଣ୍ଡ

ମାଲକାନଗିରି, ୨୩ା୧୦(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍‌ଏଫ୍‌ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଛନ୍ତି। ୧୭୭ ବାଟାଲିୟନ ବିଏସ୍‌ଏଫ୍‌ ଯବାନମାନେ ବୁଧବାର କୋଣ୍ଡାକାମ୍ବେରୁ ସଂରକ୍ଷିତ…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ

ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ କରିଥିବା ବେଳେ ଅପହୃତ ନାବାଳିକାଙ୍କୁ ଉଦ୍ଧାର କରିଛି l ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା…

୨ ଦିନ ହାଇକୋର୍ଟ ଛୁଟି

କଟକ,୨୩ା୧୦ (କାର୍ତ୍ତିକ ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ହାଇକୋର୍ଟକୁ ୨ ଦିନ ଛୁଟି ଘୋଷଣା କରାଯାଇଛି। ହାଇକୋର୍ଟ ପକ୍ଷରୁ ବୁଧବାର ଜାରି ବିଜ୍ଞପ୍ତି ଅନୁଯାୟୀ, ଆଗାମୀ ଅକ୍ଟୋବର ୨୪ ଓ ୨୫ ତାରିଖ ଦୁଇ ଦିନ କୋର୍ଟ ଓ ହାଇକୋର୍ଟର…

ଏଟିଏମ୍‌ କାର୍ଡ ବଦଳାଇ ଦୁର୍ବୃତ୍ତ ଲୁଟିନେଲେ ଏତିକି ଟଙ୍କା, ପଛରେ ରହି ପିନ୍‌…

ହିଞ୍ଜିଳିକାଟୁ,୨୩ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଏଟିଏମ୍‌ରେ ଚତୁରତାର ସହ କାର୍ଡ ବଦଳାଇ ଟଙ୍କା ଲୁଟ୍‌ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ବଡ଼ସାହିର ଉଦୟନାଥ ଗୌଡ଼ ଗତ ୧୮ ତାରିଖରେ ହିଞ୍ଜିଳିକାଟୁ ଏସ୍‌ବିଆଇ ଶାଖା ଏଟିଏମ୍‌ରୁ ୨ ହଜାର ଟଙ୍କା…

ନିଖୋଜର ୧୬ ଦିନ ପରେ ନାଳରୁ ମିଳିଲା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଝରିଗାଁ,୨୩ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାା ଝରିଗାଁ ଥାନା ଅର୍ନ୍ତଗତ ଗୁରୁସିଙ୍ଗା ଜଙ୍ଗଲ ମଧ୍ୟରେ ରହିଥିବା ଶୁଷ୍କ ନାଳ ମଧ୍ୟରୁ ସ୍ଥାନୀୟ ପୋଲିସ ଏକ ଗଳିତ ମୃତହେଦ ଉଦ୍ଧାର କରିଛି। ଘଟଣାସ୍ଥଳରେ ପୋଲିସ ଏସ୍‌ଡିପିଓ ମଧୁସ୍ମିତା ମିଶ୍ର, ଥାନା ଏସ୍‌ଆଇ କେ.…

ଅଫ୍‌ଲାଇନ୍‌ରେ ବାଲିଯାତ୍ରା ଷ୍ଟଲ୍‌ ପଞ୍ଜୀକରଣ ସ୍ଥଗିତ

କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍‌ ଖୋଲିବା ନିମନ୍ତେ ପ୍ଲଟ୍‌ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍‌ ଲାଇନ୍‌ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା…

ଘରେ ପଶି ସୁନାଗହଣା ଲୁଟି ନେଇଥିଲେ ୩ ନାବାଳକ, ଚୋରିର ଏମିତି ପର୍ଦ୍ଦାଫାଶ କଲା ପୋଲିସ

ଦିଗପହଣ୍ଡି/ପାଟପୁର,୨୩ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ନୂଆଗଡ଼ ଗ୍ରାମରେ ଗତ ୯ ତାରିଖ ସାରେ ଘରେ ପଶି ସୁନାଗହଣା ଲୁଟ୍‌ ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ସମ୍ପୃକ୍ତ ୩ ଜଣ ନାବାଳକଙ୍କୁ ପୋଲିସ…

ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ ସଚିବ, ଡିଜିପି, ଶକ୍ତି ସଚିବ ଏବଂ ଅଗ୍ନିଶମ ଡିଜି ସାମିଲ ହୋଇଛନ୍ତି। ପ୍ରଭାବିତ ହେବାକୁ…

୨୦ ଓଭରରେ ୩୪୪ ରନ୍‌ କରି ବିଶ୍ୱ ରେକର୍ଡ କଲା ଏହି ଟିମ୍‌

ନୂଆଦିଲ୍ଲୀ,୨୩।୧୦: ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ଇତିହାସରେ ସବୁଠାରୁ ବଡ଼ ସ୍କୋରର ନୂଆ ରେକର୍ଡ କରିଛି ଜିମ୍ବାଓ୍ବେ। ସିକନ୍ଦର ରାଜାଙ୍କ ଅଧିନାୟକତ୍ୱରେ ଦଳ ଗାମ୍ବିଆ ବିପକ୍ଷ ଟି୨୦ ମ୍ୟାଚ୍‌ରେ ୩୪୪ ରନ୍‌ର ଇନିଂସ ଖେଳି ବିଶ୍ୱ ରେକର୍ଡ କରିଛି। ଏହାପୂର୍ବରୁ ଏହି ରେକର୍ଡ…

ମହିଳା କମିଶନ ଭଙ୍ଗ କଲେ ସରକାର

ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି…

ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!

ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି ଯାଇଥିବା ଯୋଗୁ ତାଙ୍କୁ ଭୋପାଳର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ସେ ସୁସ୍ଥ…

ବିଲକୁ ଯାଇଥିବାବେଳେ ଆକ୍ରମଣ କଲା ବାର୍‌ହା, ଚାଲିଗଲା ମହିଳାଙ୍କ ଜୀବନ

ଛତ୍ରପୁର,୨୩ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗାଁରେ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଶୋଭା ତରାଇ (୬୨)। ବିଲକୁ ଧାନଫସଲ ଦେଖିବାକୁ ଯାଇଥିବା ବେଳେ ବାର୍‌ହା ଆକ୍ରମଣ କରିଥଲା। ଯାହାଫଳରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri