Home

ଯୁବକଙ୍କୁ ନୃଶଂସ ଭାବରେ ହତ୍ୟା କଲେ ଦୁଇ ଭାଇ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଟେଭାକଲମ ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ବିବାହିତ ଯୁବକ ପାନି ମାଝି (୪୫)ଙ୍କୁ ହତ୍ୟା କରାଯାଇଥିବା ନେଇ ସ୍ତ୍ରୀ କୁନି ମାଝି ଥୁଆମୂଳ ରାମପୁର…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର ୨୦।୧୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ଖିଲାର ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ସକାଳୁ ବିଜୁ ପରିଡ଼ାକୁ ଏକ ଭୁଜାଲିରେ ମରଣାନ୍ତକ ଆକ୍ରମଣ ହୋଇଛି l ପ୍ରମିଳା ପଲେଇ ଆହତ ହୋଇ…

ସଂସଦରେ ଠେଲାପେଲା ଘଟଣା: ଚର୍ଚ୍ଚାରେ ୩ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨୦ା୧୨:ରାଜ୍ୟ ସଭାରେ ମଙ୍ଗଳବାର ସମ୍ବିଧାନ ସମ୍ପର୍କିତ ବିତର୍କ ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ବିରୋଧୀଙ୍କୁ ଟାର୍ଗେଟ କରି କହିଥିଲେ, ଏବେ ଏକ ଫ୍ୟାଶନ୍‌ ହୋଇଯାଇଛି, ‘ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର, ଆମ୍ବେଡକର। କଂଗ୍ରେସ ନେତାମାନେ ଯେତିକି ଥର ‘ଆମ୍ବେଡକର…

ସ୍ତ୍ରୀଙ୍କୁ ନିଶା ଦେଇ ୫୦ ଜଣଙ୍କ ଦ୍ୱାରା ବଳାତ୍କାର କଲେ ସ୍ବାମୀ

ପ୍ୟାରିସ୍‌,୨୦।୧୨:ଦକ୍ଷିଣ-ପୂର୍ବ ଫ୍ରାନ୍ସର ଆଭିଗ୍ନନ ସହରରୁ ଆସିଥିବା ଏକ ବଳାତ୍କାର ମାମଲା ସାରା ବିଶ୍ୱକୁ ଚକିତ କରିଛି। ଏହି ମାମଲାରେ ୫୧ ଜଣ ଅଭିଯୁକ୍ତଙ୍କୁ ଆଭିଗ୍ନନର ଏକ ଅଦାଲତ ଗୁରୁବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାରେ ପୀଡ଼ିତା ଗିସେଲେ ପେଲିକଟ(୭୨)ଙ୍କ ଧୈର୍ଯ୍ୟ ଏବଂ…

ପଦଚ୍ୟୁତ ହେଲେ ବାଲସି ସରପଞ୍ଚ: ନାଏବ ସରପଞ୍ଚ ତୁଲାଇବେ ସରପଞ୍ଚଙ୍କ ଦାୟିତ୍ୱ

କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୃହୀତ ପାଇଁ ଗତ ୨୮ ତାରିଖରେ ଗୁପ୍ତ ଭୋଟିଂ ହୋଇଥିଲା। ଏହି ଭୋଟିଂରେ ଦୁଇ ତୃତୀୟାଂଶରୁ ଅଧିକ ଓ୍ବାର୍ଡ ମେମ୍ବର…

ଚିଲିକାରେ ୬ଲକ୍ଷ ବିଦେଶାଗତ ପକ୍ଷୀ:ଜାନୁଆରୀ ୧୭ରେ ପକ୍ଷୀ, ୨୧ରେ ଡଲ୍‌ଫିନ ଗଣନା

ବାଲୁଗଁା,୨୦ା୧୨(ସଂଗ୍ରାମ ପାଇକରାୟ):ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଗତ ୧୮ତାରିଖ ତଥା ବୁଧବାର ସୁଦ୍ଧା ଚିଲିକାରେ ୧୦୨ ପ୍ରଜାତିର ୬ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀଙ୍କ ସମାଗମ ହୋଇଛି। ସେଥିମଧ୍ୟରୁ ପକ୍ଷୀ ଅଭୟାରଣ୍ୟ ନଳବଣରେ ୮୬ପ୍ରଜାତିର…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖତ ଖାଉଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୦ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଦୁଇଗୋଟି ପୁରୁଣା ସରକାରୀ ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ମେଡିକାଲ ପରିସରରେ ପଡ଼ି ଖତ ଖାଉଛି। ଭଲ ଚିକିତ୍ସାସେବା ପାଇବା ପାଇଁ ଅଞ୍ଚଳର ଲୋକେ ଏହି ଗୋଷ୍ଠୀ…

ଚାକିରିରୁ ବଞ୍ଚିତ ପ୍ରାର୍ଥୀଙ୍କୁ ଓପିଏସ୍‌ସି ଦେବ ୧ ଲକ୍ଷ କ୍ଷତିପୂରଣ

କଟକ,୨୦ା୧୨ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ତ୍ରୁଟି ଯୋଗୁ ୫ ବର୍ଷ ଧରି ଓଏଏସ୍‌ ଚାକିରିରୁ ବଞ୍ଚତ୍ତ ଜଣେ ଯୋଗ୍ୟ ପ୍ରାର୍ଥୀଙ୍କୁ ତାଙ୍କର ପ୍ରାପ୍ୟ ଦେବା ନିମନ୍ତେ ସାଧାରଣ ପ୍ରଶାସନ ବିଭାଗ ତତ୍ପରତା ପ୍ରକାଶ କରିଛି। ନିଯୁକ୍ତି, ବରିଷ୍ଠତା ସମେତ…

୪ରେ ପାଟଣା ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ପାଟଣା,୨୦ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଜାନୁୟାରୀ ୪ ତାରିଖ ଅପରାହ୍ନ ୧୧ ଟା ୩୦ରେ ଅନାସ୍ଥା ଭୋଟ ହେବ। ଏ ନେଇ କେନ୍ଦୁଝର ଉପ ଜିଲାପାଳ ଉମାଶଙ୍କର ଦଳେଇଙ୍କ କାର୍ଯ୍ୟାଳୟ ପକ୍ଷରୁ ପତ୍ର…

ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୦ା୧୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ। ମୁଖ୍ୟମନ୍ତ୍ରୀ…

ସତ ନା ଲୋକଦେଖାଣିଆ…ଐଶ୍ୱର୍ଯ୍ୟାଙ୍କ ଓଢ଼ଣୀ ଧରି ଚାଲିଲେ ଅଭିଷେକ,Video

ବମ୍ବେ: କେତେବେଳେ ଅଲଗା ତ କେବେ ଏକାଠି। ଏମିତିରେ ପ୍ରଶଂସକ ସତ କ’ଣ ଆଉ ମିଛ କ’ଣ ତାହା ବୁଝିବା କଷ୍ଟକର ବୋଲି ମତ ରଖୁଛନ୍ତି। ଆମେ କହୁଛୁ ବଲିଉଡର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟଙ୍କ…

PM ମୋଦି ମୋର ବନ୍ଧୁ…ପୁଟିନ କହିଲେ ‘ତାଙ୍କ ସହ ଚା’ ପିଇବାକୁ…

ମସ୍କୋ,୧୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ମୋଦି ତାଙ୍କର ଜଣେ ଭଲ ବନ୍ଧୁ। ବିଶ୍ୱର ରାଜନୈତିକ ନେତାଙ୍କ ମଧ୍ୟରେ ଅନେକ ବନ୍ଧୁ ଅଛନ୍ତି, ଯେଉଁମାନଙ୍କ ମଧ୍ୟରେ ଏସିଆରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଚାଇନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri