୪ ଘଣ୍ଟାର ଦୂରତା, ହେଲେ ପ୍ରଧାନମନ୍ତ୍ରୀଙ୍କୁ ଏଠାକୁ ଆସିବାକୁ ଲାଗିଗଲା ୪୦ ବର୍ଷ, ଏମିତି କାହିଁକି କହିଲେ ମୋଦି
କୁଏତ ସିଟି,୨୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କୁଏତ ଗସ୍ତରେ ଅଛନ୍ତି। ଶନିବାର (ଡିସେମ୍ବର ୨୧, ୨୦୨୪)ରେ ଏକ କାର୍ଯ୍ୟକ୍ରମ ‘ହାଲା ମୋଦି’କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ଭିଡ଼କୁ ଦେଖି ସେ ଅନୁଭବ କରିଛନ୍ତି…
ଡାବୁଲୁମାହାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଜଣେ ନାବାଳକଙ୍କ ଜୀବନ, ୨ ଗୁରୁତର
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ୫୯ ନଂ ଜାତୀୟ ରାଜପଥର ଡାବୁଲୁମାହାଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଦୁଇ ଗୁରୁତରଙ୍କୁ…
ଅଶ୍ୱିନଙ୍କ ସନ୍ନ୍ୟାସକୁ ନେଇ ଆସିଲା ପତ୍ନୀଙ୍କ ପ୍ରଥମ ପ୍ରତିକ୍ରିୟା, ଲେଖିଲେ ପ୍ରେମ ଚିଠି…
ନୂଆଦିଲ୍ଲୀ,୨୧।୧୨: ନିକଟରେ ଟିମ ଇଣ୍ଡିଆର ମହାନ ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅଶ୍ୱିନଙ୍କ ହଠାତ ଅବସର ନିଷ୍ପତ୍ତି ଅନେକଙ୍କୁ ଚକିତ କରିଛି। ତେବେ ଦେଶ ତଥା ବିଶ୍ୱର ସମସ୍ତ ଭେଟେରାନ ତାଙ୍କୁ ଅବସର ନେଇ ଅଭିନନ୍ଦନ…
ହଜିଯାଇଛି କରୋନାଠାରୁ ଶହେ ଗୁଣା ମାରାତ୍ମକ ଭାଇରସ! ଚିନ୍ତାରେ ସାରା ବିଶ୍ୱ
କାନବେରା,୨୧।୧୨: ଯଦିଓ କରୋନା ଜୀବାଣୁ (କୋଭିଡ ୧୯) ବର୍ତ୍ତମାନ ଇତିହାସପାଲଟିଛି, ତଥାପି ଆଜି ବି ଏହି ମହାମାରୀକୁ ମନେ ପକାଇ ବିଶ୍ୱ ଭୟଭୀତ ହୁଏ। ଅନେକ ରିପୋର୍ଟ କହିଥିଲା ଯେଉଁଥିରେ କୁହାଯାଇଥିଲା ଯେ ଚାଇନାର ଉହାନ ସହରର ଏକ ଲ୍ୟାବରୁ ଏହି…
ଭୁଶୁଡ଼ିଲା ୬ ମହଲା କୋଠା: ଚାପି ହୋଇଗଲେ ୪, ଅନେକ ଆହତ
ଚଣ୍ଡିଗଡ଼,୨୧ା୧୨: ପଞ୍ଜାବର ମୋହାଲିରେ ଏକ ୬ ମହଲା କୋଠା ଭୁଶୁଡି ପଡିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଏହା ତଳେ ଚାପ ହୋଇ ରହିଥିବା ଆଶଙ୍କା କରାଯାଉଛି। କୋଠାର ତଳ ମହଲାରେ ଏକ ଜିମ୍ ସେଣ୍ଟର ଥିଲା। ଏହାତଳୁ…
ପୁଣି ବିବାଦରେ ବିରାଟଙ୍କ ଲୋକପ୍ରିୟ ରେଷ୍ଟୁରାଣ୍ଟ ‘ଓ୍ବାନ୍ 8 କମ୍ୟୁନ୍’, ବଡ଼ ଅବହେଳା ଯୋଗୁ ମିଳିଲା ନୋଟିସ୍
ବେଙ୍ଗାଲୁରୁ,୨୧।୧୨: ଅଷ୍ଟ୍ରେଲିଆ ଖବରଦାତାଙ୍କ ସହ କଥା କଟାକଟିକୁ ନେଇ ଚର୍ଚ୍ଚାରେ ଥିବା ଭାରତୀୟ କ୍ରିକେଟର ବିରାଟ କୋହଲି ବିବାଦ ଘେରକୁ ଆସିଛନ୍ତି। ବେଙ୍ଗାଲୁରୁରେ ଥିବା ତାଙ୍କର ପ୍ରସିଦ୍ଧ ରେଷ୍ଟୁରାଣ୍ଟ ‘ଓ୍ବାନ୍ ୮ କମ୍ୟୁନ୍’କୁ ନଗର ନିଗମ ତରଫରୁ ନିୟମ ଉଲ୍ଲଂଘନ କରିବା…
୨୦୨୪ ଶେଷ ସପ୍ତାହରେ ଏହି ୬ ରାଶିର ବ୍ୟକ୍ତିବିଶେଷଙ୍କ ଉପରେ ହେବ ଧନ ବର୍ଷା
ଆଉ କିଛିଦିନ ପରେ ଆରମ୍ଭ ହେବ ଇଂରାଜୀ ନବବର୍ଷ। ଏବେ ଡିସେମ୍ବର ସରିବାକୁ ଯାଉଛି। ତେବେ ଏହି ମାସର ଶେଷ ସପ୍ତାହ ଅର୍ଥାତ୍ ୨୩ ଡିସେମ୍ବରରୁ ୨୯ ଡିସେମ୍ବର ପର୍ଯ୍ୟନ୍ତ କିଛି ରାଶିର ଭାଗ୍ୟ ଚମକିବ। ଜ୍ୟୋତିଷ୍ୟବିଦ୍ୟା ଅନୁଯାୟୀ, ଏହି ସପ୍ତାହ…
ଅତୁଲ ସୁଭାଷ ସୁଇସାଇଡ ମାମଲାରେ ନୂଆ ମୋଡ, ସ୍ତ୍ରୀ କହିଲେ ମୁଁ ମୋ ବିବାହରେ ଖୁସି ଥିଲି, ମା’ଙ୍କ ପାଇଁ…
ନୂଆଦିଲ୍ଲୀ,୨୧।୧୨: ବେଙ୍ଗାଲୁରୁରେ ଏଆଇ ଇଞ୍ଜିନିୟର ଅତୁଲ ସୁଭାଷଙ୍କ ଆତ୍ମହତ୍ୟା ମାମଲାରେ ଅନେକ ଆଶ୍ଚର୍ଯ୍ୟଜନକ ତଥ୍ୟ ପ୍ରକାଶ ପାଇଛି। ଅତୁଲଙ୍କ ସ୍ତ୍ରୀ ନିକିତା ସିଙ୍ଗାଣିଆ ଉତ୍ତରପ୍ରଦେଶର ଜୈନପୁର ଫ୍ୟାମିଲି କୋର୍ଟରେ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛନ୍ତି। ସେ କହିଥିଲେ ଯେ ମୁଁ ମୋର…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏଲ୍ ଏନେଇ ଅର୍ଥ ମଞ୍ଜୁର କରିଥିବା…
ବିଧାନସଭା ନିର୍ବାଚନ ପୂର୍ବରୁ ଏଏପିକୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୧।୧୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରସ୍ତୁତି ଚରମ ସୀମାରେ ରହିଛି। ଏହି ସମୟ ମଧ୍ୟରେ, ଆଗାମୀ ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି) ଅଡିଆରେ ପଡିଛି। ଦୀର୍ଘ ଦିନ ଧରି ଗୁରୁଦ୍ୱାର ଶିଖ ପରିଚାଳନା…
ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଏକାସାଙ୍ଗରେ ୩…
ଭାରତକୁ ମିଳିବ ଏମିତି ‘ବ୍ରହ୍ମାସ୍ତ୍ର’, ଯାହା ଶତ୍ରୁଙ୍କୁ ପଠାଇଦେବ ପାତାଳଲୋକ!
ନୂଆଦିଲ୍ଲୀ,୨୧।୧୨: ଦେଶର ଉଚ୍ଚାଭିଳାଷୀ ପ୍ରୋଜେକ୍ଟ 75I କ୍ରମାଗତ ଭାବରେ ବିଳମ୍ବ ହେଉଛି। ଏହି ପ୍ରକଳ୍ପର ଉଦ୍ଦେଶ୍ୟ ହେଉଛି ଏହାର ବୁଡ଼ାଜାହାଜକୁ ବୃଦ୍ଧି କରିବା, ଯାହାର ସବୁଠାରୁ ବଡ ସମସ୍ୟା ହେଉଛି ସଠିକଏୟାର ଇଣ୍ଡିପେଣ୍ଡେନ୍ସ ପ୍ରୋପଲ୍ଶନ (ଏଆଇପି) ସିଷ୍ଟମ ଚୟନ। ଭାରତୀୟ ନୌସେନାକୁ…
Archives


